ଋଷିକୁଲ୍ୟା, ବଡନଦୀରେ ପ୍ରଥମ ବନ୍ୟାଜଳ

ଆସିକା,୭।୮(ଡି.ଏନ୍‌.ଏ.)- ଗତ ସୋମବାର ଠାରୁ ଆସିକା ତଥା ଆଖପାଖ ଅଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିଛି ା ବୁଧବାର ମଧ୍ୟାହ୍ନରେ ଆସିକାର ଉଭୟ ପାର୍ଶ୍ୱରେ ପ୍ରବାହିତ ଋଷିକୂଲ୍ୟା ଓ ବଡନଦୀରେ ପ୍ରଥମ ବନ୍ୟାଜଳ ପ୍ରବେଶ କରିଛି। ଆସିକାଠାରେ ଋଷିକୁଲ୍ୟା ବିପଦ ସଙ୍କେତ ୬.୭ ଫୁଟ ରହିଥିବାବେଳେ ବର୍ତ୍ତମାନ ୪.୬ ଫୁଟରେ ବନ୍ୟାଜଳ ପ୍ରବାହିତ ହେଉଛି। ସେହିଭଳି ବଡନଦୀର ବିପଦ ସଙ୍କେତ ୧୧ ଫୁଟ ରହିଥିଲା ବେଳେ ବର୍ତ୍ତମାନ ୨.୮ ଫୁଟରେ ବନ୍ୟାଜଳ ପ୍ରବାହିତ ହେଉଛି ା ଗତ ୩ଦିନ ଧରି ଲାଗି ରହିଥିବା ଏହି ବର୍ଷାରେ ଆସିକା ଠାରେ ୧୦୩ ମି.ମି. ବୃଷ୍ଟିପାତ ରେକର୍ଡ କରାଯାଇଥିବା ବେଳେ ଉପରମୁଣ୍ଡ ଜାନିବିଲିଠାରେ ୧୦୫ ମି.ମି., ଉପରମୁଣ୍ଡ ସୋରଡା ଠାରେ ଗତ ୨୪ ଘଣ୍ଟାରେ ୮୫ ମି.ମି. ବୃଷ୍ଟିପାତ ହୋଇଥିବା ଜଳସମ୍ପଦ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ଜିଲା ପାଇଁ ୩୬ ପିଜି ଡାକ୍ତରଙ୍କୁ ନିଯୁକ୍ତି

ଭୁବନେଶ୍ୱର,୬।୪(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ସଂକ୍ରମଣ ପୁଣି ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପିଜି ଡାକ୍ତରମାନଙ୍କୁ କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର ଏବଂ ନୂଆପଡ଼ା ଜିଲାଗୁଡ଼ିକରେ କୋଭିଡ୍‌...

‘ପିଜି ଡାକ୍ତରଙ୍କୁ ଜିଲାକୁ ପଠାଇଲେ ଏମ୍‌କେସିଜିରେ ବାଧାପ୍ରାପ୍ତ ହେବ ରୋଗୀସେବା’

ବ୍ରହ୍ମପୁର ଅଫିସ,୬ା୮: ରାଜ୍ୟର ବିଭିନ୍ନ ମେଡିକାଲ କଲେଜର ପିଜି ଡାକ୍ତରଙ୍କୁ କରୋନା ମୁକାବିଲା ପାଇଁ ବିଭିନ୍ନ ଜିଲାକୁ ପଠାଇବା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିଷ୍ପତ୍ତି...

ଓଡ଼ିଶାରୁ ଅଶ୍ୱିନୀ ବୈଷ୍ଣବଙ୍କ ପ୍ରାର୍ଥିତ୍ୱ: ଅସମାହିତ ପ୍ରଶ୍ନର ସମାହାର

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): ରାଜନୀତିରେ ସବୁକିଛି ସମ୍ଭବ। ଏଠି କେହି କାହାର ଚିର ଶତ୍ରୁ କିମ୍ବା ମିତ୍ର ନୁହନ୍ତି। ରାଜ୍ୟରେ ଖାଲିଥିବା ୩ଟି ରାଜ୍ୟ ସଭା ଆସନ...

ଝାରପଡ଼ା ଜେଲରୁ ବିଦେଶକୁ ଯାଉଥିଲା କଲ୍‌

ଭୁବନେଶ୍ୱର,୨୪ା୫(ବ୍ୟୁରୋ):କଟକଣା ସତ୍ତ୍ୱେ ଝାରପଡା ଜେଲକୁ ବେଆଇନ ମୋବାଇଲ୍‌ ଫୋନ୍‌ ଯାଉଛି। ଯେତେ ଜବତ କଲେ ସେତେ ମିଳୁଛି। ଅଧିକାଂଶ ମୋବାଇଲ୍‌ ଫୋନ୍‌ ଦୁର୍ଦ୍ଦାନ୍ତ ଅପରାଧୀ ଓ...

କରୋନା ପରଠୁ ହୃଦ୍‌ରୋଗୀଙ୍କ ସଂଖ୍ୟା ୨୦% ବଢ଼ିଛି

ଭୁବନେଶ୍ୱର,୨୯।୯(ବ୍ୟୁରୋ): କୋଭିଡ୍‌-୧୯ ପାଇଁ ସମଗ୍ର ରାଜ୍ୟରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟନ୍ତ ହୋଇଛି। ଅଣକୋଭିଡ୍‌ ରୋଗୀମାନେ ସର୍ବାଧିକ କ୍ଷତିଗସ୍ତ ହେଉଥିବାବେଳେ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ଅଧିକ ବିଗୁଡ଼ୁଛି। ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ...

୮ରୁ ଖୋଲିବ ପ୍ଲାନେଟାରିୟମ

ଭୁବନେଶ୍ୱର, ୫।୨(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ଥିବା ପ୍ଲାନେଟାରିୟମଗୁଡିକୁ ପୁନଃ ଖୋଲିବା ପାଇଁ ନିଷ୍ପତ୍ତି ହୋଇଛି।...

ରବିଧାନ କିଣା ବନ୍ଦ

ଭୁବନେଶ୍ୱର,୪ା୭(ବ୍ୟୁରୋ): ରାଜ୍ୟରେ ଆଉ ରବି ଧାନ ସଂଗ୍ରହ ହେବ ନାହିଁ। କେନ୍ଦ୍ର ସରକାର ଧାର୍ଯ୍ୟ କରିଥିବା ସମୟ ଶେଷହୋଇ ଯାଇଥିବାରୁ ଧାନ କିଣା ବନ୍ଦ ହୋଇଛି।...

ବୌଦ୍ଧ ପୁସ୍ତକମେଳା ଉଦ୍‌ଯାପିତ:ଓଡ଼ିଆ ସାହିତ୍ୟର ଅଭିବୃଦ୍ଧି ପାଇଁ ପୁସ୍ତକମେଳା ଗୁରୁତ୍ୱପୂର୍ଣ୍ଣ

ବୌଦ୍ଧ, ୧୧ା୧୨(ସ୍ବ.ପ୍ର):ବୌଦ୍ଧ ଜିଲା ସଦର ମହକୁମା କଚେରି ପଡିଆଠାରେ ଡିସେମ୍ବର ୩ ତାରିଖରୁ ଆରମ୍ଭ ହୋଇଥିବା ୭ ଦିନିଆ ‘ପଞ୍ଚଦଶ ବୌଦ୍ଧ ପୁସ୍ତକମେଳା’ ସୋମବାର ସନ୍ଧ୍ୟାରେ...

Advertisement
Archives

Model This Week