ଋଷି କପୁରଙ୍କୁ ଭେଟିଲେ ଆଲିଆ, ଐଶ୍ଚର୍ଯ୍ୟା

ବଲିଉଡର ଲୋକପ୍ରିୟ ଅଭିନେତା ଋଷି କପୁର କର୍କଟ ଚିକିତ୍ସା ଲାଗି ନ୍ୟୁୟର୍କରେ ଅଛନ୍ତି। ତାଙ୍କ ସହିତ ସ୍ତ୍ରୀ ନୀତୁ ସିଂହ ମଧ୍ୟ ସେଠାରେ ରହୁଛନ୍ତି। ପୁଅ ରଣବୀର କପୁର ମଧ୍ୟ ବାପାଙ୍କ ସ୍ବାସ୍ଥ୍ୟବସ୍ଥାର ଅପ୍ଡେଟ ରଖୁଛନ୍ତି। ମଝିରେ ମଝିରେ ଋଷିଙ୍କୁ ବଲିଉଡ ଅଭିନେତ୍ରୀ-ଅଭିନେତାମାନେ ନ୍ୟୁୟର୍କରେ ଭେଟୁଥିବାର ଦେଖାଯାଇଛି। ନିକଟରେ ରଣବୀର ନିଜ ଗର୍ଲଫ୍ରେଣ୍ଡ ଆଲିଆ ଏବଂ ଭଉଣୀ ରିଦ୍ଦିମାଙ୍କ ସହ ନ୍ୟୁୟର୍କ ଯାଇଛନ୍ତି। ସେଠାରେ ତାଙ୍କ ସହ ଯୋଗଦେଇଛନ୍ତି ଏଶ୍ଚର୍ଯ୍ୟା ରାୟ, ସ୍ବାମୀ ଅଭିଶେକ ଏବଂ ପ୍ରିୟଙ୍କା ଚୋପ୍ରା। ସମନ୍ତେ ମିଶି ଋଷି କପୁରଙ୍କ ସହ ଏକ ଫଟୋ ମଧ୍ୟ ଉଠାଇଛନ୍ତି। ଏହାସହ ନୀତୁ ନିଜ ଇନଷ୍ଟାଗ୍ରାମରେ ଏକ ଫ୍ୟାମିଲି ଫଟୋ ଶେୟାର କରିନ୍ତି। ଯେଉଁଥିରେ ଆଲିଆ ମଧ୍ୟ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୁଚିଛପି ବିବାହ କଲେ ଏହି ଅଭିନେତ୍ରୀ

ସାଉଥ୍‌ ଇଣ୍ଡଷ୍ଟ୍ରିରେ ଏମିତି ଅନେକ ଅଭିନେତ୍ରୀ ରହିଛନ୍ତି ଯେଉଁମାନେ ଲୁଚିଛପି ବିବାହ କରିଛନ୍ତି। ଏବେ ଏହି ତାଲିକାରେ ଯୋଡି ହୋଇଯାଇଛି ଆଉ ଏକ ନାମ। ସେ...

ରୋହିତ ସେଟ୍ଟୀଙ୍କ ବଦାନ୍ୟତା

ମୁମ୍ବାଇ: ବଲିଉଡ୍‌ ଫିଲ୍ମ ଇଣ୍ଡଷ୍ଟ୍ରିରେ କରୋନା ମହାମାରୀର ମୁକାବିଲା ଲାଗି ସମସ୍ତେ ସହଯୋଗ କରିବାକୁ ଆଗେଇ ଆସିଛନ୍ତି। ସେମାନଙ୍କ ମଧ୍ୟରୁ ରୋହିତ ସେଟ୍ଟୀ ଅନ୍ୟତମ। କିଛିଦିନ...

କ୍ୟାରିୟର ଅପେକ୍ଷା ବୟଫ୍ରେଣ୍ଡ୍‌ଙ୍କୁ ଅଧିକ ଗୁରୁତ୍ୱ ଦେଉଥିଲେ କ୍ୟାଟ୍ରିନା

ବଲିଉଡ଼ର ଆଗଧାଡ଼ିର ନାୟିକା କ୍ୟାଟ୍ରିନା ତାଙ୍କ ଆଗାମୀ ଫିଲ୍ମ ‘ସୂର୍ଯ୍ୟବଂଶୀ’ ପାଇଁ ବ୍ୟସ୍ତ ଅଛନ୍ତି। ଏହି ଫିଲ୍ମରେ ସେ ଅକ୍ଷୟ କୁମାରଙ୍କ ସହ ନଜର ଆସିବେ।...

ଲଣ୍ଡନ ଯିବେ ଅକ୍ଷୟ

ମୁମ୍ବାଇ: କରୋନା ଭାଇରସ ସଂକ୍ରମଣ ପାଇଁ ମାର୍ଚ୍ଚ ମାସରୁ ଦେଶରେ ଲାଗୁ କରାଯାଇଥିଲା ଲକ୍‌ଡାଉନ। ଏଥିପାଇଁ ବଲିଉଡ୍‌ର ସମସ୍ତ ଫିଲ୍ମ ଶୁଟିଂ ମଧ୍ୟ ବନ୍ଦ କରି...

ରାଗିଗଲେ ରିୟା: କହିଲେ, ଦୟାକରି ମୋ ପିଛା କରନ୍ତୁ ନାହିଁ

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ସନ୍ଦେହଜନକ ଆତ୍ମହତ୍ୟା ପରେ ବଲିଉଡ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ ବେଶ୍‌ ଚର୍ଚ୍ଚାରେ ଥିଲେ। ସୁଶାନ୍ତଙ୍କ ପରିବାର ଦ୍ୱାରା ଦାଖଲ...

ନୂଆ ଓଡ଼ିଆ ସିନେମା ‘ମନେ ମନେ ମନ ଖୋଜୁଥିଲା’

‘ମନେ ମନେ ମନ ଖୋଜୁଥିଲା’-ଏପରି ଶୀର୍ଷକରୁ ସ୍ପଷ୍ଟ ପ୍ରତୀୟମାନ ହେଉଛି ଯେ ଏହାର କାହାଣୀ ପ୍ରେମ ଉପରେ ପର୍ଯ୍ୟବସିତ। ହଁ,ଏକ ଭିନ୍ନ ଧରଣର ଟିନ୍‌-ଏଜ୍‌ ପ୍ରେମ...

ଭାରତର ପ୍ରଥମ ଓସ୍କାର ଜିତିବାର ସାମର୍ଥ୍ୟ ରଖିଥିଲେ ସୁଶାନ୍ତ

ବଲିଉଡ୍‌ ଅଭିନେତ୍ରୀ ସେଲିନା ଜେଟ୍‌ଲୀ ବିବାହ ପରେ ପୁଣି ଥରେ ଫିଲ୍ମ ‘ସିଜନ୍ସ ଗ୍ରୀଟିଙ୍ଗସ୍‌’ ମାଧ୍ୟମରେ ଅଭିନୟକୁ ଫେରିଛନ୍ତି। ନିକଟରେ ଏକ ସାକ୍ଷାତକାରରେ ସେଲିନା କହିଛନ୍ତି...

ମ୍ୟାନ ଭର୍ସେସ ଓ୍ବାଇଲ୍ଡର ଶୁଟିଂ କରି ଅଡୁଆରେ ଫସିଲେ ରଜନୀକାନ୍ତ

ନୂଆଦିଲ୍ଲୀ,୩୦।୧: ସାଉଥ୍‌ ସୁପରଷ୍ଟାର ରଜନୀକାନ୍ତ ନିକଟରେ ବିୟର ଗ୍ରୀଲ୍ସଙ୍କ ସହ ଡିସକଭରି ଚ୍ୟାନେଲ ପାଇଁ ମ୍ୟାନ ଭର୍ସେସ ଓ୍ବାଇଲ୍ଡ(Man Vs Wild)ର ଶୁଟିଂ କରିଛନ୍ତି। ଏହାପରେ...

BGU
Play 250+ Trending Games
Archives

Model This Week

Why Dharitri