Posted inଖେଳ

ଏଆଇଏଫ୍‌ଏଫ୍‌କୁ ଫିଫାର ଚିଠି

କୋଲକାତା, ୨୫ା୭ (ପି.ଟି.)-ଭାରତୀୟ ଫୁଟ୍‌ବଲର ବର୍ତ୍ତମାନ ଦୃଶ୍ୟପଟ୍ଟ ସମ୍ପର୍କରେ ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଫ୍‌)ଠାରୁ ଅପ୍‌ଡେଟ୍‌ ଚାହିଁିଛି ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ‘ଫିଫା’। ତେବେ ଦେଶର ଶ୍ରେଷ୍ଠ ଫୁଟ୍‌ବଲ ଲିଗ୍‌ ମାନ୍ୟତାକୁ ନେଇ ଦେଖା ଦେଇଥିବା ବିବାଦର ସମାଧାନ ୨ରୁ ୩ ବର୍ଷ ମଧ୍ୟରେ ହୋଇଯିବ ବୋଲି ଏଆଇଏଫ୍‌ଏଫ୍‌ କହିଛି। ଫିଫାର ଚିଫ୍‌ ଆସୋସିଏଶନ ମେମ୍ବର ଜଏସ୍‌ କୁକ୍‌ ଏଆଇଏଫ୍‌ଫ୍‌ର ସାଧାରଣ ସମ୍ପାଦକ କୁଶାଲ ଦାସଙ୍କ ନିକଟକୁ ଏକ ଚିଠି ଲେଖିଛନ୍ତି। ଏଥିରେ ବର୍ତ୍ତମାନ ଭାରତୀୟ ଫୁଟ୍‌ବଲର ଅବସ୍ଥା ବ୍ୟତୀତ ଅନ୍ୟାନ୍ୟ ସୂଚନା ପଠାଇବା ଲାଗି କୁହାଯାଇଛି। ସୂଚନାଯୋଗ୍ୟ, ଏଆଇଏଫ୍‌ଏଫ୍‌ର କାର୍ଯ୍ୟଶୈଳିରେ ଅସନ୍ତୋଷ ପ୍ରକାଶ କରି ଆଇ-ଲିଗ୍‌ର ୬ଟି ପ୍ରମୁଖ ଦଳ ମୋହନ ବାଗାନ, ଇଷ୍ଟ ବେଙ୍ଗଲ, ମିନର୍ଭା ପଞ୍ଜାବ, ଚର୍ଚ୍ଚିଲ ବ୍ରଦର୍ସ, ଆଇଜଲ ଏଫ୍‌ସି ଏବଂ ଗୋକୁଳମ କେରଳ ଫିଫାର ହସ୍ତକ୍ଷେପ ଲୋଡିଥିଲେ। ଆଇ-ଲିଗ୍‌ ଦେଶର ପ୍ରଥମ ପ୍ରଫେସନାଲ ଲିଗ୍‌ ହୋଇଥିବାବେଳେ ଏଆଇଏଫ୍‌ଏଫ୍‌ ଆଇଏସ୍‌ଏଲକୁ ଦେଶର ଶ୍ରେଷ୍ଠ ଲିଗ୍‌ ମାନ୍ୟତା ପ୍ରଦାନ କରିବା ଲାଗି ଯୋଜନା ଚଳାଇଥିବା ସେମାନେ ଅଭିଯୋଗ କରିଥିଲେ। ଏହା ବ୍ୟତୀତ ଏଆଇଏଫ୍‌ଏଫ୍‌ର ପ୍ରଶାସନିକ ବ୍ୟବସ୍ଥା ଏକ ପ୍ରକାର ପଙ୍ଗୁ ପାଲଟି ଯାଇଛି। ଏହା ଅନ୍ୟର ହାତବାରିସୀ ପାଲିଟି ଯାଇଛି ବୋଲି ମଧ୍ୟ ସେମାନେ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri