ଏଇ ଭାରତରେ

ଭାରତରେ ରହିଛି ଏପରି ଏକ ଗାଁ ଯେଉଁଠି ଦେଶର ଆଇନ ବ୍ୟବସ୍ଥା ଚଳି ନ ଥାଏ। ହିମାଚଳପ୍ରଦେଶର କୁଲ୍ଲୁ ନିକଟରେ ଥିବା ଏହି ଗାଁର ନାମ ହେଉଛି ମଲାଣା। ଏହି ଗାଁରେ ନିଜସ୍ବ ସଂସଦ ରହିଛି। ଗୋଟିଏ ହେଉଛି ଜ୍ୟେଷ୍ଠାଙ୍ଗ ଏବଂ ଅନ୍ୟଟି ହେଉଛି ନିମ୍ନାଙ୍ଗ। ଗାଁ ଲୋକେ ନିଜକୁ ଗ୍ରୀକ୍‌ବୀର ଆଲେକ୍‌ଜାଣ୍ଡରଙ୍କ ବଂଶଧର ବୋଲି କୁହନ୍ତି। ଏଠାକାର ଆଇନ ବ୍ୟବସ୍ଥା ପୁରାତନ ଏଥେନ୍ସ ସହିତ ମେଳ ଖାଇଥାଏ। ଆଲେକ୍‌ଜାଣ୍ଡରଙ୍କ ଭାରତ ଆକ୍ରମଣ ସମୟରେ କିଛି ଗ୍ରୀକ୍‌ ସୈନ୍ୟ ଏଠାରେ ରହିଯାଇଥିବା କୁହାଯାଏ। ପରେ ସେମାନଙ୍କ ବଂଶ ଧୀରେ ଧୀରେ ବଢ଼ିଥିଲା। ଏବେ ଗାଁରେ ୧୨୫ ପରିବାର ବାସ କରୁଛନ୍ତି। ଗାଁର ଜନସଂଖ୍ୟା ପାଖାପାଖି ୧୨ଶହ। ବାହାର ଲୋକଙ୍କ ସହିତ ଗାଁ ଲୋକେ ସମ୍ପର୍କ ରଖିବାକୁ ପସନ୍ଦ କରି ନ ଥାନ୍ତି। ଗାଁ ଲୋକେ କନାସା ଭାଷାରେ କଥାବାର୍ତ୍ତା ହୋଇଥାନ୍ତି। ଏଠାକୁ ପ୍ରତିବର୍ଷ ବହୁ ପର୍ଯ୍ୟଟକ ଆସିଥାନ୍ତି। ତେବେ ସେମାନେ ଏଠାକାର କୌଣସି ଦ୍ରବ୍ୟ ଛୁଇଁବାକୁ ମନା। କୌଣସି ପର୍ଯ୍ୟଟକ ଗାଁର ଦ୍ରବ୍ୟାଦି ଛୁଇଁଲେ ସେଥିଲାଗି ୧ରୁ ୩ ହଜାର ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡ଼ିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ରବିବାର ଭୋର ୪ଟା ହୋଇଗଲେ ମୁମ୍ବାଇର ପୂଜା ଓ ଦୀପେଶ ଡେଢ଼ିହାଙ୍କ ଘରେ ରୋଷେଇ ଆରମ୍ଭ ହୋଇଯାଏ । ଯେ କେହି ଭାବିବେ, ଏହି ଦମ୍ପତି ଏତେ…

ବୁଢ଼ା ଡଙ୍ଗରର ଆତ୍ମକାହାଣୀ

ମୁଁ ବୁଢ଼ା ଡଙ୍ଗର। ମୋର ଜନ୍ମ ଇତିହାସ କେତେ ନିୟୁତ ବର୍ଷର ପୁରୁଣା। ମୋର ପରିଚୟ କାହାରିକୁ ଜଣାନାହିଁ। ତଥାପି ମୁଁ ଗୋଟିଏ ଭୂଖଣ୍ଡର ପରିଚୟ ହୋଇ…

ସବୁଠୁ ନିଜର

ଏକ ସମୟ ଥିଲା, ଯେତେବେଳେ ମଣିଷ ନିଜର ସୁଖ-ଦୁଃଖ ବାଣ୍ଟିବା ପାଇଁ ପରିବାର, ସାଙ୍ଗସାଥୀ ଓ ପଡ଼ୋଶୀଙ୍କୁ ଖୋଜୁଥିଲା। କିନ୍ତୁ ଆଜି ସକାଳୁ ଆଖି ଖୋଲିବାଠାରୁ ରାତିରେ…

ଅନୁଦାନ ଅନୁକମ୍ପା ନୁହେଁ, ଅଧିକାର

ଶିକ୍ଷାର ବିକାଶ ନିମନ୍ତେ ଶିକ୍ଷାନୁଷ୍ଠାନ ଖୋଲିବା ସରକାରଙ୍କ ଦାୟିତ୍ୱ। ମାତ୍ର ଛାତ୍ରୀଛାତ୍ରଙ୍କ ଆବଶ୍ୟକତା ଦୃଷ୍ଟିରୁ ସ୍ବାଧୀନତାର କେଇ ଦଶନ୍ଧି ପର୍ଯ୍ୟନ୍ତ ପର୍ଯ୍ୟାପ୍ତ ନ ଥିଲା ଓଡ଼ିଶାର ଶିକ୍ଷାନୁଷ୍ଠାନ।…

ଇସ୍ରୋ ବିକ୍ରି

ଅନ୍ୟ ଦେଶ ସହିତ ଭାରତର ଘରୋଇ କମ୍ପାନୀଗୁଡ଼ିକର ତୁଳନା କରାଯାଇପାରିବ ନାହିଁ। ଉଦାହରଣ ଦେଖିବାକୁ ଗଲେ ଅନେକ ଅଛି। ଘରୋଇ କମ୍ପାନୀ ଦ୍ୱାରା ନିର୍ମିତ ଏବଂ ପରିଚାଳିତ…

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

କୁଆଡ଼େ ଗଲା ପ୍ରତିଯୋଗିତା

ରତ ଏକ ଉଦାରୀକୃତ ଓ ପ୍ରତିଯୋଗିତାମୂଳକ ଅର୍ଥନୀତି ଦିଗରେ ଆଗକୁ ବଢୁଛି ବୋଲି ଦୀର୍ଘଦିନ ଧରି କୁହାଯାଉଛି। କିନ୍ତୁ ସାମ୍ପ୍ରତିକ ତଥ୍ୟ ଓ ଅଧ୍ୟୟନ ଏହି ଧାରଣା…

ବିକାଶୋନ୍ମୁଖୀ ଭାରତର ଦୁଃଖ

ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ଅରୁଣାଚଳ ପ୍ରଦେଶର ପ୍ରାୟ ୫୦ କିଲୋମିଟର ଅଞ୍ଚଳ ମଧ୍ୟକୁ ଚାଇନା ଅନୁପ୍ରବେଶ କରିସାରିଲାଣି। ଏକଥା କହିଛନ୍ତିି ରାଜ୍ୟର ଭାଜପା ସାଂସଦ ତାପିର ଗାଓ ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri