ଏଇ ଭାରତରେ

କ୍ଲିନିକ୍‌ ଶବ୍ଦ ଶୁଣିବା ମାତ୍ରେ ଚିକିତ୍ସା ସମ୍ବନ୍ଧିତ ଚିନ୍ତା ତଥା ଧଳା କୋଟ ପିନ୍ଧିଥିବା ଡାକ୍ତରଙ୍କ ଛବି ଆଗକୁ ଆସିଯାଏ। କିନ୍ତୁ ଏହା ଏମିତି ଏକ କ୍ଲିନିକ୍‌, ଯେଉଁଠି କଳା କୋଟ୍‌ ପିନ୍ଧିଥିବା ଓକିଲ ହିଁ ସାମ୍‌ନାକୁ ଆସିଥା’ନ୍ତି। ଏଠାରେ କୌଣସି ଓଷଧ ନୁହେଁ, ବରଂ ମାଗଣାରେ ମିଳୁଛି ଆଇନ ସହାୟତା। ଇନ୍ଦୋର ସହରର ମଧ୍ୟଭାଗରେ ଥିବା ରାଧାନଗର କଲୋନୀରେ ଏହି ଲିଗାଲ କ୍ଲିନିକ୍‌ ଚାଲୁଛି। ଯୁବ ଓକିଲ ତଥା ସିଭିଲ ଜଜ୍‌ ପରୀକ୍ଷା ଲାଗି ପ୍ରସ୍ତୁତ ହେଉଥିବା ୪୦ରୁ ଊର୍ଦ୍ଧ୍ୱ ଯୁବକ ଏହାକୁ ଚଳାଉଛନ୍ତି। ୨୦୧୬ ରେ ନ୍ୟାୟାଶ୍ରୟ ସଂସ୍ଥା ଗଠନ କରାଯିବା ପରେ ଲୋକମାନେ ଟଙ୍କା ଅଭାବରୁ ଆଇନ ପରାମର୍ଶ ନେବାକୁ ଅସମର୍ଥ ହେଉଛନ୍ତି ବୋଲି ଜଣାପଡିଥିଲା। ପରେ ନ୍ୟାୟାଶ୍ରୟ ବ୍ୟାନର୍‌ରେ ଏହି କ୍ଲିନିକ୍‌ ଦୁଇମାସ ତଳେ ଆରମ୍ଭ କରାଯାଇଛି। ଏବେ ୧୦୦ରୁ ଅଧିକ ଲୋକଙ୍କୁ ସାହାଯ୍ୟ ମଧ୍ୟ ମିଳିସାରିଲାଣିି। ପ୍ରତି ଶନିବାର ସନ୍ଧ୍ୟାରେ ଏଠାରେ ଗରିବ ଲୋକମାନେ ପହଞ୍ଚୁଛନ୍ତି ଓ ସେମାନଙ୍କୁ ମାଗଣାରେ ଆଇନ ପରାମର୍ଶ ଦିଆଯାଉଛି। ଏହି କ୍ଲିନିକ୍‌ରେ ବରିଷ୍ଠ ଓକିଲମାନେ ବି ସାମିଲ ହୋଇ ଯୁବ ଓକିଲମାନଙ୍କ କାର୍ଯ୍ୟକୁ ତଦାରଖ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ନେତୃତ୍ୱ ନେଉଛି ଭାରତ

ଶୈଳେଶ କୁମାର ମାଲବ୍ୟ, ଡ. ଗିରିଶ ଚନ୍ଦ୍ର ଦାଶ ଜଣେ ବାସ୍ତବ ନେତା କେବଳ ନେତୃତ୍ୱ ଦିଏ ନାହିଁ, ନେତୃତ୍ୱର ରାସ୍ତା ବାହାର କରେ ଓ...

ଏଇ ଭାରତରେ

ବେଙ୍ଗାଲୁରୁ ସହରର ଜନସଂଖ୍ୟା ବୃଦ୍ଧି ଯୋଗୁ ପ୍ରାକୃତିକ ଜଳଉତ୍ସ ପ୍ରଦୂଷିତ ହେବା ସହ ଭୂତଳ ଜଳ ମଧ୍ୟ ନିମ୍ନଗାମୀ ହେଉଛି। ସହରର ଜଳ ସଙ୍କଟ ଉକତ୍ଟ...

ଜନସେବାର ପରିଭାଷା

ଡ. ଛାୟାକାନ୍ତ ଷଡ଼ଙ୍ଗୀ ସମ୍ପ୍ରତି ବିଧାୟକ ବା ସାଂସଦ ହେବାକୁ ଚାହୁଁଥିବା ପ୍ରାର୍ଥୀମାନେ କହୁଛନ୍ତି, ସେମାନେ ନିର୍ବାଚନରେ ଜିତିଲେ ଜନସେବା କରିବେ। ମାତ୍ର ସେମାନେ ଭୁଲିଯିବା...

ଏଇ ଭାରତରେ

ପ୍ରାଥମିକ ଅବସ୍ଥାରେ ଭାଷା ଶିକ୍ଷା କରିବା ପିଲାଙ୍କ ପକ୍ଷେ କଷ୍ଟକର ହୋଇଥାଏ। କିନ୍ତୁ ଏହି କାର୍ଯ୍ୟକୁ ଅନାୟାସରେ କରିପାରୁଛନ୍ତି ଜଣେ ୮ ବର୍ଷର ବାଳକ। ସେ...

ତାଲାବନ୍ଦ, ମୁଁ ଏବଂ ମୋ ପରିବାର

ଡ.ଅମିୟ କୁମାର ମହାପାତ୍ର କ୍‌ଡାଉନ୍‌ ବା ତାଲାବନ୍ଦର ଆଉ ଏକ ନୀରବ ସା । ସାରା ବିଶ୍ବରେ କରୋନାର ଅଭିଯାନ ଏବଂ ଉତ୍ପାତର ବ୍ୟାପକତା ସତେ...

ଏଇ ଭାରତରେ

ପୋଲିସ ଆଖିରେ ଧୂଳି ଦେଇ ଅପରାଧୀ ଖସିଯାଉଥିବାବେଳେ ଦୁଇଟି ଛେଳି ପୋଲିସ ହାବୁଡ଼ରେ ପଡି ଗିରଫ ହୋଇ ଥାନାକୁ ଆସିବା ଖବର ଶୁଣି ଟିକେ ଆଶ୍ଚର୍ଯ୍ୟ...

ବିଦ୍ୟୁତ୍‌ ବିଲ୍‌କୁ ବିରୋଧ କାହିଁକି

ଭାଲଚନ୍ଦ୍ର ଷଡ଼ଙ୍ଗୀ ଦିଲ୍ଲୀରେ ଚାଲିଥିବା କୃଷକମାନଙ୍କ ଐତିହାସିକ ଆନ୍ଦୋଳନ ପକ୍ଷରୁ ତିନୋଟି କୃଷି ଆଇନର ପ୍ରତ୍ୟାହାର ବ୍ୟତୀତ ପ୍ରସ୍ତାବିତ ବିଦ୍ୟୁତ୍‌ ଆଇନ (ସଂଶୋଧନ) ବିଲ୍‌ -୨୦୨୦କୁ...

ଆଜି ମାରୁଛି ବିମୁଦ୍ରୀକରଣ

ଭାରତ ସରକାରଙ୍କ ଦ୍ୱାରା ଜାରି ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଘୋଷଣା ସହିତ କେତେକ କଟକଣାକୁ କୋହଳ କରାଯାଇଛି। ଜୀବନ ଓ ଜୀବିକା ମଧ୍ୟରେ ସମନ୍ବୟ ଆଣିବା...

Advertisement


Archives

Model This Week