ଏଇ ଭାରତରେ

ଏପରି ସମୟ ଆସେ ଯେତେବେଳେ କୌଣସି ଘଟଣା ପାଇଁ ଜଣେ ବ୍ୟକ୍ତି ଚର୍ଚ୍ଚାର ପରିସରକୁ ଆସନ୍ତି। ଯାହା ସେ ନିଜେ ମଧ୍ୟ ପୂର୍ବରୁ କଳ୍ପନା କରି ନ ଥାନ୍ତି। ବର୍ତ୍ତମାନ ଦେଶବ୍ୟାପୀ ଚର୍ଚ୍ଚାର ପରିସରକୁ ଆସିଥିବା ଏପରି ଜଣେ ମହିଳା ହେଉଛନ୍ତି ରିନା ଦ୍ୱିବେଦୀ। ଚଳିତବର୍ଷ ଲୋକ ସଭା ନିର୍ବାଚନ ଅବସରରେ ଷଷ୍ଠ ପର୍ଯ୍ୟାୟ ମତଦାନ ପାଇଁ ଉତ୍ତରପ୍ରଦେଶ ଲକ୍ଷ୍ନୌର ଏହି ମହିଳା ପୋଲିଂ ଅଧିକାରୀଙ୍କ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ସେ ଖୁବ୍‌ ଚର୍ଚ୍ଚିତ ହୋଇପଡିଛନ୍ତି। ସେ ହଳଦିଆ ଶାଢ଼ି ପରିଧାନ କରି ନିର୍ବାଚନ ଅଧିକାରୀ ଭାବେ ଯେତେବେଳେ ଇଭିଏମ୍‌ ଧରି ପୋଲିଂ ବୁଥ୍‌କୁ ଯାଉଥିଲେ ସେତେବେଳେ ତାଙ୍କର କିଛି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ତାଙ୍କ ଷ୍ଟାଇଲକୁ ନେଇ ସେ ଏବେ ବେଶ୍‌ ଚର୍ଚ୍ଚାରେ। ନିକଟରେ ସେ ଏକ ସାକ୍ଷାତ୍‌କାରରେ କହିଛନ୍ତି, ସେ ବିବାଦୀୟ ରିୟଲିଟି ଶୋ’ ‘ବିଗ୍‌ବସ୍‌’ରେ ଅଂଶ ଗ୍ରହଣ କରିବାକୁ ଚାହାନ୍ତି। ଏଥିପାଇଁ ତାଙ୍କ ପରିବାର ପକ୍ଷରୁ ତାଙ୍କୁ ଅନୁମତି ମିଳିଯିବ ବୋଲି ସମ୍ପୂର୍ଣ୍ଣ ଆଶାବାଦୀ ଅଛନ୍ତି। ତାଙ୍କୁ ଏହି ସୁଯୋଗ ମିଳିଲେ, ସେ ଖୁସି ହେବେ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟ ମଡେଲର ସ୍ଥିତି

ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାୟ ୩୦ ବର୍ଷ ଧରି ନିରବଚ୍ଛିନ୍ନ ଭାବରେ ଗୁଜରାଟରେ ଶାସନ କରିଆସୁଛି। ବାସ୍ତବରେ ଗୁଜରାଟ ଏକ ଦୁଇ-ଦଳୀୟ ରାଜ୍ୟ। କିନ୍ତୁ ବାବ୍ରୀ…

ବୈଜ୍ଞାନିକ ଦୃଷ୍ଟିକୋଣ

ବିଜ୍ଞାନ ଯୁଗର ବୈଜ୍ଞାନିକମାନଙ୍କୁ ଦେଖିଲେ ଆମେ ବିଜ୍ଞାନଠାରୁ ଅନେକ ଦୂରରେ ରହିଲା ପରି ମନେହୁଏ। ଆମେ ଭାବୁ, ବିଜ୍ଞାନ କେବଳ ବୈଜ୍ଞାନିକର ସମ୍ପତ୍ତି। କାହିଁକି ନା ବିଜ୍ଞାନ…

ମାତୃଭାଷା ଓ ସାମଗ୍ରିକ ପ୍ରଗତି

ଜଗତୀକରଣ, ପ୍ରଯୁକ୍ତି ବିପ୍ଳବ ଓ ଆର୍ଥିକ ପ୍ରତିସ୍ପର୍ଦ୍ଧାର ଏହି ଯୁଗରେ ଭାଷା ପ୍ରଶ୍ନ ପୁଣିଥରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ହୋଇଉଠିଛି। ସରକାରଙ୍କ ଶିକ୍ଷାନୀତି, ଶିକ୍ଷିତ ଅଭିଭାବକଙ୍କ ଏଥିପ୍ରତି ଅନାଶକ୍ତି,…

ଡିଜିପି ନିଯୁକ୍ତିରେ ବିଳମ୍ବ

ସୁପ୍ରିମକୋର୍ଟ ‘କାର୍ଯ୍ୟକାରୀ ଡିଜିପି’ ସଂସ୍କୃତିକୁ ଏକ ଗୁରୁତର ସାଙ୍ଗଠନିକ ତ୍ରୁଟି ଭାବରେ ସୂଚିତ କରିବା ପରେ ବି ପଞ୍ଜାବ ଏବେ ନିୟମିତ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ନିଯୁକ୍ତ…

ଏଇ ଭାରତରେ

ଆନ୍ଧ୍ରପ୍ରଦେଶ ଅନନ୍ତପୁର ଜିଲାର ମରୁଡ଼ିପ୍ରବଣ ଅଞ୍ଚଳରେ ଭାରତୀୟ ବନ ସେବା ଅଧିକାରୀ(ଆଇଏଫ୍‌ଏସ୍‌) ବିନିତ କୁମାର ଓ ତାଙ୍କ ସ୍ତ୍ରୀ ତଥା ବନ୍ୟପ୍ରାଣୀ ସଂରକ୍ଷକ ରୂପା ଯାଦବ ଜଳାଶୟ…

ଶବ୍ଦଘାତକର ଯୁଗଯନ୍ତ୍ରଣା

ଡାକବାଜି,, ଡିଜେ, ବାଣ ଆଦି ଶବ୍ଦ ପ୍ରଦୂଷଣ ସୃଷ୍ଟିକାରୀ ଉପାଦାନ ଏବେ କେବଳ ଆଉ ପାର୍ବଣ ପାଳନ ମଧ୍ୟରେ ସୀମିତ ରହିନାହିଁ। ସହର ବଜାରରୁ ଆରମ୍ଭ କରି…

ପ୍ଲାଷ୍ଟିକମୟ ପୃଥିବୀ

ପୃଥିବୀ ସମ ଏକ ସୁନ୍ଦର ଗ୍ରହ ନାହିଁ କହିଲେ ଅତ୍ୟୁକ୍ତି ହେବନାହିଁ, ଯେଉଁଠାରେ ଆମେ ଜନ୍ମ ଗ୍ରହଣ କରି ନିଜକୁ ଭାଗ୍ୟବାନ ମନେକରୁ। କାରଣ ପୃଥିବୀ ଆମକୁ…

ବିଦ୍ରୋହୀ ରାଜା

୧୯୮୯ରେ ଆମେରିକାରେ ଗ୍ରୀଷ୍ମଋତୁ (ଜୁନ-ଅଗଷ୍ଟ)ରେ ଫ୍ରାନ୍ସିସ ଫୁକୁୟାମା ‘ଇତିହାସର ଶେଷ’ ସିଦ୍ଧାନ୍ତ ଉପସ୍ଥାପନ କରିଥିଲେ। ତାଙ୍କ ଦୃଷ୍ଟିକୋଣରେ ଉଦାରବାଦୀ ଗଣତାନ୍ତ୍ରିକ ପୁଞ୍ଜିବାଦ ବା ପାଶ୍ଚାତ୍ୟ ଉଦାରବାଦ ଗଣତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri