ଏଇ ଭାରତରେ

ଭାରତରେ ବିଭିନ୍ନ ଖାଦ୍ୟ ଅବଶେଷକୁ ଉପଯୋଗ କରି ପଶୁଖାଦ୍ୟ ତିଆରି କରିବାରେ ରାଜସ୍ଥାନସ୍ଥିତ ଯୋଧପୁରର କେତେଜଣ ଇଞ୍ଜିନିୟରିଂ ଛାତ୍ରଙ୍କୁ ମିଳିଛି ଭିନ୍ନ ପରିଚୟ । ପଶୁଖାଦ୍ୟ ପ୍ରସ୍ତୁତ କରିବା ଲାଗି ଏମାନେ ବଜାର ଓ ଘରୁ ସବୁ ପ୍ରକାର ପନିପରିବା ଏବଂ ଫଳର ଅବଶେଷ ସଂଗ୍ରହ କରୁଛନ୍ତି। ଇଞ୍ଜିନିୟରିଂ ଛାତ୍ରମାନେ ଏକ ଷ୍ଟର୍ଟଅପ୍‌ ପ୍ରତିଷ୍ଠା କରି ୪ ବର୍ଷ ହେବ ଉଦ୍ୟମ ଚଳାଇବା ପରେ ଏହି ସଫଳତା ପାଇଛନ୍ତି। କୃଷି ଓ ପଶୁପାଳନ କରୁଥିତ୍ବା ଲୋକମାନଙ୍କୁ ସାହାଯ୍ୟ କରିବା ସହ ଗ୍ରାମାଞ୍ଚଳରେ ସ୍ବରୋଜଗାର ସୃଷ୍ଟି କରିବା ସେମାନଙ୍କ ଲକ୍ଷ୍ୟ। ରାଜସ୍ଥାନରେ ଏମାନଙ୍କ ଦ୍ୱାରା ପ୍ରସ୍ତୁତ ପଶୁଖାଦ୍ୟର ଚାହିଦା ଏବେ ବଢିଯାଇଛି। ଉକ୍ତ ଖାଦ୍ୟ ଖାଇବା ଦ୍ୱାରା ପଶୁ ରୋଗଗ୍ରସ୍ତ ହେବାର ଆଶଙ୍କା କମ୍‌ ରହିବା ସହ ଚିକିତ୍ସା ଖର୍ଚ୍ଚ ୭୦ ଭାଗ କମିଯିବ ଓ ଦୁଗ୍ଧ ଉପତ୍ାଦନ ୨୫ ପ୍ରତିଶତ ବୃଦ୍ଧି ପାଇବ ବୋଲି କୁହନ୍ତି କମ୍ପାନୀର ସିଇଓ ନିଖିଲ ବୋହରା। ଏମାନେ ଏବେ ରାଜସ୍ଥାନ ବ୍ୟତୀତ ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ, କେରଳ, ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ ଓ କର୍ନାଟକରେ କମ୍ପାନୀର କେନ୍ଦ୍ର ଖୋଲିବାକୁ ଯୋଜନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପକ୍ଷପାତିତା ଭାର

ଏକ ପରିକଳ୍ପିତ ସ୍ଥିତିର ପରିଣାମ ସମ୍ପର୍କରେ ବିଚାର କରାଯାଉ। କଳ୍ପନା କରନ୍ତୁ ଯେ ଦୁଇଟି ବଡ଼ କ୍ଷେପଣାସ୍ତ୍ର ହ୍ୱାଇଟ୍‌ ହାଉସ ଉପରେ ମାଡ଼ କଲା। ପ୍ରଥମଟି ଏପରି…

ସମସ୍ୟା: ଏକ ସୁଯୋଗ

ଯଦିଓ ଆମର ଜ୍ଞାନୀଗୁଣୀଜନ ପ୍ରତ୍ୟେକ ମଣିଷର ବଳକୁ ଶତସିଂହର ବଳ ସହ ତୁଳନା କରିଛନ୍ତି, କିନ୍ତୁ ସ୍ଥଳବିଶେଷରେ ଦେଖୁ ହାରାହାରି ଚିନ୍ତନ କରିପାରୁଥିବା ବା କ୍ଷମତା ରଖୁଥିବା…

ଆର୍ଦ୍ରଭୂମିର ଗୁରୁତ୍ୱ ଓ ସଂରକ୍ଷଣ

ଜଳ ଆମ ଗ୍ରହର ୭୧ ଶତାଂଶ ଅଞ୍ଚଳକୁ ଆଚ୍ଛାଦିତ କରେ ଏବଂ ନଦନଦୀ, ହ୍ରଦ, ପୁଷ୍କରିଣୀଠାରୁ ସମୁଦ୍ର ପରି ବିଭିନ୍ନ ଉତ୍ସରେ ଉପଲବ୍ଧ ହୋଇ ଜଳୀୟ ପରିସଂସ୍ଥାକୁ…

ନେତାଙ୍କୁ ଅନୁସରଣ

ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦବୀ ଛାଡ଼ି ରାଜ୍ୟ ସଭାକୁ ଯିବା ପରେ ବିହାରର ବରିଷ୍ଠ ବାବୁମାନଙ୍କ ଏକ ଦଳ ଖୁବ୍‌ ଶୀଘ୍ର କେନ୍ଦ୍ରୀୟ ଡେପୁଟେଶନରେ ଯାଇପାରନ୍ତି ବୋଲି…

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍‌ଏସ୍‌) ଉଜ୍ଜ୍ୱଳ କୁମାର ଚଭନ ମହାରାଷ୍ଟ୍ରର ମରାଠାଓ୍ବାଡା ଓ ଖଣ୍ଡେଶ ଅଞ୍ଚଳରେ ଜଳାଶୟ ଓ…

ବିଲ୍‌ ଗେଟ୍ସଙ୍କ କୃତ୍ରିମ ବର୍ଷା

ବିଲ୍‌ ଗେଟ୍ସଙ୍କ କୃତ୍ରିମ ବର୍ଷା’ ଶୀର୍ଷକ ଏକ ଭାଇରାଲ ରିଲ୍‌ କିଛିଦିନ ହେଲା ଭାରତୀୟଙ୍କ ହ୍ବାଟ୍ସଆପ୍‌ରେ ଆଲୋଡ଼ନ ସୃଷ୍ଟି କରିଥିଲା ଓ ଏହି ଅସମୟ ବର୍ଷାରେ ବାହାରକୁ…

ଗରିବ କିଏ

ସଂସାରରେ ଏମିତି ଅନେକ ଲୋକ ଅଛନ୍ତି ଯେଉଁମାନେ ବହୁତ ଧନ ସମ୍ପତ୍ତିର ଅଧିକାରୀ ତ ହୋଇଥାନ୍ତି; କିନ୍ତୁ ସେମାନଙ୍କର ଆଚରଣ ଭିକାରିର ଆଚରଣ ସହିତ ପ୍ରାୟ ସମାନ…

ଅନ୍ତର୍ଜାତୀୟ ବ୍ୟବସ୍ଥାରେ ଅସଙ୍ଗତି

ନିକଟରେ କାନାଡ଼ାର ପ୍ରଧାନମନ୍ତ୍ରୀ ମାର୍କ କାର୍ନି ତାଙ୍କ ଭାଷଣରେ ନିୟମ ଆଧାରିତ ଅନ୍ତର୍ଜାତୀୟ ବ୍ୟବସ୍ଥାକୁ ‘ଛଳନାତ୍ମକ’ ବା ଅବାସ୍ତବ ବୋଲି ବର୍ଣ୍ଣନା କରିଥିଲେ। ଏହି ମନ୍ତବ୍ୟ ଗ୍ଲୋବାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri