ଏଇ ଭାରତରେ

ଜଣେ ଆଇଏଏସ୍‌ ଅଧିକାରୀ ନିଆରା ସେବା ମାଧ୍ୟମରେ ସମାଜରେ ଲକ୍ଷ ଲକ୍ଷ ଲୋକଙ୍କ ଜୀବନ ବଦଳାଇ ଦେଇ ଉଦାହରଣ ସୃଷ୍ଟି କରିଛନ୍ତିି। ଏହି ଅଧିକାରୀ ଜଣଙ୍କ ହେଉଛନ୍ତି ରାଜସ୍ଥାନର ସହର ଭିତ୍ତିଭୂମି ବିକାଶ ପରିଯୋଜନା(ଆର୍‌ୟୁଆଇଡିପି)ର ନିର୍ଦ୍ଦେଶକ ଜିତେନ୍ଦ୍ର କୁମାର ସୋନି । ଏହା ପୂର୍ବରୁ ଜାଲୋର ଜିଲାପାଳ ଥିବା ସମୟରେ ସେ ‘ଚରଣପାଦୁକା ଅଭିଯାନ’ ଆରମ୍ଭ କରି ୧୫ ଦିନ ମଧ୍ୟରେ ଜିଲାରେ ଖାଲି ପାଦରେ ସ୍କୁଲ ଯାଉଥିବା ୩୦ ହଜାର ପିଲାଙ୍କୁ ଚପଲ ଯୋଗାଇ ଦେଇଥିଲେ। ତାଙ୍କର ଏହି ଅଭିଯାନକୁ ସାରା ରାଜ୍ୟରେ ଲାଗୁ କରାଯାଇ ଏବେ ସୁଦ୍ଧା ୧,୭୬,୦୦୦ ପିଲାଙ୍କୁ ଚପଲ ଯୋଗାଇଦିଆଗଲାଣି। ପାଲି ଜିଲାରେ ପ୍ରୋବେଶନାରୀ ଅଧିକାରୀ ଥିବାବେଳେ ସେ ‘ବିଦ୍ୟାପ୍ରବାହିନୀ’ଯୋଜନାରେ ସ୍କୁଲ ପିଲାମାନଙ୍କ ବସ୍‌ରେ ପ୍ରୋଜେକ୍ଟର ମାଧ୍ୟମରେ ଶିକ୍ଷା ସମ୍ବନ୍ଧୀୟ ଅଡିଓ ଓ ଭିଡିଓ ପ୍ରଦର୍ଶନ କରାଯିବାର ବ୍ୟବସ୍ଥା କରିଥିଲେ। ଏହି ଯୋଜନାରେ ଜିଲା କର୍ତ୍ତୃପକ୍ଷ ଏବଂ ସ୍ବେଚ୍ଛାସେବୀମାନେ ନିୟମିତ ସନ୍ଧ୍ୟାରେ ବସ୍ତିକୁ ଯାଇ ପିଲାମାନଙ୍କୁ ପଢାଉଥିଲେ। ଝଲାଓ୍ବାଡ ଜିଲାପାଳ ଥିବା ସମୟରେ ‘ରକ୍ତକୋଷ’ ଅଭିଯାନ ମାଧ୍ୟମରେ ଓ’ନେଗେଟିଭ ରକ୍ତ ସଂଗ୍ରହ କରି ପୀଡିତମାନଙ୍କୁ ଯୋଗାଇ ଦେଇ ଅନେକ ଜୀବନ ବଞ୍ଚାଇବାରେ ସକ୍ଷମ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏତେ ମାମଲା କାହିଁକି

ରାଜୀବ କୁମାର ନାୟକ ଆନ୍ତର୍ଜାତିକ ନ୍ୟାୟ ଦିବସ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ କହିଥିଲେ ଯେ ବିଳମ୍ବ ନ୍ୟାୟିକ ପ୍ରକ୍ରିୟା ମଧ୍ୟ ଏକପ୍ରକାର ଦଣ୍ଡ। କିଛିଦିନ...

ମୁକ୍ତି ସଂଗ୍ରାମର ସାରଥି

ମନୋରଞ୍ଜନ ଜେନା ବିଭିନ୍ନତା ମଧ୍ୟରେ ବାସନ୍ଦତାପୂର୍ଣ୍ଣ ଅନ୍ତଃଚିତ୍କାର, ବାହ୍ୟ କୁତ୍ସାରଟନା ପୋଷଣର ଚାବୁକ ପ୍ରହାରରେ ନିରବି ଯାଇଥିବା ଅନ୍ଧକାର ସମାଜ ବହ୍ନି ମଧ୍ୟରେ ୧୮୯୧ ଏପ୍ରିଲ...

ଗଣତନ୍ତ୍ରରେ ଲୋକଙ୍କ ଦାୟିତ୍ୱ

ବିଚିତ୍ର ବିଶ୍ୱାଳ ଏକ ଗଣତାନ୍ତ୍ରିକ ରାଷ୍ଟ୍ର ସମ୍ମୁଖରେ ସବୁଠୁ ବଡ଼ ଆହ୍ବାନ ହେଉଛି, ତାହାର ଗଣତନ୍ତ୍ରକୁ ବଞ୍ଚେଇ ରଖିବା। ନେତାଜୀ ସୁଭାଷ ବୋଷ କହୁଥିଲେ, ସ୍ବାଧୀନତା...

ଏଇ ଭାରତରେ

ଦୃଢ଼ ଇଚ୍ଛାଶକ୍ତି ଓ ନିରନ୍ତର ପ୍ରୟାସ ଦ୍ୱାରା ସବୁ ସମ୍ଭବ। ଯାହା ପ୍ରମାଣିତ ହୋଇଛି ଋତ୍ୱିକ ଭଟ୍ଟାଚାର୍ଯ୍ୟଙ୍କ କ୍ଷେତ୍ରରେ। ଜଣେ ପ୍ରତିଷ୍ଠିତ ସ୍କ୍ବାଶ୍‌ ଖେଳାଳି ଭାବେ...

ଲକ୍ଷ୍ୟ ଏକ, ମାର୍ଗ ଅନେକ

ଇବ୍ରାର ଖାଁ ଭାରତ ପରି ବିଶାଳ ଗଣତାନ୍ତ୍ରିକ ଦେଶରେ ବହୁ ଧର୍ମ, ଜାତି ଏବଂ ଭାଷାର ଯେଉଁ ଅପୂର୍ବ ସମନ୍ବୟ ପରିଦୃଷ୍ଟ ହୁଏ ତାହା ପୃଥିବୀର...

ଏଇ ଭାରତରେ

ଝାଡ଼ଖଣ୍ଡର କନ୍ଦୋନି ସୋରେନଙ୍କ ଅଦମ୍ୟ ସାହସ ଓ ନିଷ୍ଠା ତାଙ୍କୁ ସ୍ବତନ୍ତ୍ର ପରିଚୟ ଦେଇଛି। ଲୋକେ ତାଙ୍କୁ କହୁଛନ୍ତି ‘ଜଙ୍ଗଲର ସିଂହୀ’। କନ୍ଦୋନି ତାଙ୍କ ଗାଁ...

ଏଇ ଭାରତରେ

ଭାରତୀୟ ନୌବାହିନୀ ଅଧିକାରୀ ଭାବେ ଯୋଗଦେଇ ଦେଶ ସେବା କରିବାର ସ୍ବପ୍ନ ଦେଖି ପରବର୍ତ୍ତୀ ସମୟରେ ଲକ୍ଷ ଲକ୍ଷ ଦିବ୍ୟାଙ୍ଗଙ୍କ ସାହାରା ପାଲଟିଛନ୍ତି ତାମିଲନାଡୁର ଏସ୍‌.ରାମକ୍ରିଷ୍ଣନ୍‌।...

ହାନିକାରକ କ୍ଷମତା

ଅଲ୍ଟ ନ୍ୟୁଜର ସହ ସଂସ୍ଥାପକ ମହମ୍ମଦ ଜୁବେରଙ୍କୁ ଜେଲ ପଠାଇ ଦିଆଯିବା ଏକ ନ୍ୟାୟିକ ନିଷ୍ଫଳତା ଯାହାକୁ ଭାରତ ସରକାର ଏହାର ନାଗରିକମାନଙ୍କୁ ମାନିନେବାକୁ ବିବଶ...

Advertisement
Archives

Model This Week