ଏଇ ଭାରତରେ

ବର୍ତ୍ତମାନ ଗ୍ରୀଷ୍ମଋତୁ ଜାରି ରହିଥିବାବେଳେ ଅନେକ ସ୍ଥାନରେ ଉତ୍କଟ ଜଳସଙ୍କଟ ସୃଷ୍ଟି ହୋଇଛି। ଏଥିପାଇଁ ଗୋଟିଏ ଗାଁର ପୁଅଙ୍କୁ ବାହାଘର କରିବା ମୁସ୍କିଲ ହୋଇପଡିଛି। କାରଣ ଏହି ଗାଁକୁ ଝିଅ ଦେବାକୁ ରାଜି ହେଉନାହାନ୍ତି କନ୍ୟାଘର। ଛତିଶଗଡ଼ର ବିଳାସପୁରରେ ଦେଖାଦେଇଛି ଏଭଳି ଜଳସଙ୍କଟ। ଏଥିପାଇଁ ଝିଅ ବିବାହ ଦେବାକୁ କନ୍ୟାଘର ଲୋକେ ଅମଙ୍ଗ ହେଉଥିବା ଦେଖିବାକୁ ମିଳୁଛି। ସ୍ଥାନୀୟ ଆଦିବାସୀ ଗାଁ କାଢ଼ନିଆରେ ଏହି ସମସ୍ୟା ପାଇଁ ପୁଅଘର ଲୋକେ ସମସ୍ୟାରେ ପଡିଲେଣି। ପାଣି ଆଣିବା ପାଇଁ ଉକ୍ତ ଗାଁର ମହିଳାଙ୍କୁ ବଡ଼ିଭୋରରୁ ୫ କିଲୋମିଟର ଯିବାକୁ ପଡୁଛି। ତେଣୁ ଝିଅ ହନ୍ତସନ୍ତ ହେବା ଆଶଙ୍କା ଥିବାରୁ କନ୍ୟାଘର ଏଠାରେ ବାହାଦେବାକୁ ରାଜି ହେଉ ନ ଥିବା କୁହାଯାଉଛି। ଏହି ଗାଁରୁ ଝିଅମାନେ ବାହାର ଗାଁ ପୁଅଙ୍କ ସହିତ ବିବାହ କରୁଥିଲେ ମଧ୍ୟ ଅନ୍ୟ ଗାଁର ଝିଅ ଏଠାକୁ ବାହାହୋଇ ଆସିବାକୁ ଚାହୁଁନାହାନ୍ତି। କାଢ଼ନିଆ ଗାଁରେ ଶହେ ଆଦିବାସୀ ପରିବାର ବାସକରୁଛନ୍ତି। ଏଠାରେ ଭୂତଳ ଜଳସ୍ତର କମିଯାଉଥିବାରୁ ନଳକୂଅଗୁଡ଼ିକ ଶୁଖିଲା ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଇପିଏସ୍‌ ଲଢ଼େଇ

ଦିଲ୍ଲୀକା ବାବୁ/ ଦିଲୀପ ଚେରିଏନ୍‌ ଉତ୍ତରପ୍ରଦେଶ ପୋଲିସର ଉଚ୍ଚ ଅଧିକାରୀ ସ୍ତରରେ ଏକପ୍ରକାର କୁତ୍ସିତ ଯୁଦ୍ଧ ଆରମ୍ଭ ହୋଇଯାଇଛି। ବରିଷ୍ଠ ଆଇପିଏସ୍‌ ଅଧିକାରୀ ତଥା ନୋଏଡା...

ବିବେକାନନ୍ଦଙ୍କ ଦୃଷ୍ଟିରେ ସନ୍ନ୍ୟାସ

ଡ. ଛାୟାକାନ୍ତ ଷଡ଼ଙ୍ଗୀ ଭାରତୀୟ ପରମ୍ପରାରେ ମଣିଷ ଜୀବନର ଲକ୍ଷ୍ୟ ହେଉଛି ଚତୁର୍ବର୍ଗ (ଧର୍ମ, ଅର୍ଥ, କାମ, ମୋକ୍ଷ) ପ୍ରାପ୍ତି। ସେ ତା’ ଜୀବନର ଚାରୋଟି...

ନୀତିଶିକ୍ଷାକୁ ଗୁରୁତ୍ୱ ଦିଅ

ଡ. ଭରତ ଝୁନ୍‌ଝୁନ୍‌ଓ୍ବାଲା ଅଯୋଧ୍ୟାରୁ ମାତା ସୀତା ନିର୍ବାସିତ ହେବା ପରେ ବାଲ୍ମୀକି ଆଶ୍ରମରେ ରହିଥିଲେ। ଏହି ଆଶ୍ରମର ଅବସ୍ଥିତି ଉପରେ ଏବେ ପାଞ୍ଚଟି ସ୍ଥାନକୁ...

ମଣିମା ଓ ମଣିଷ

ନିରଞ୍ଜନ ପାଢ଼ୀ ଗଣତନ୍ତ୍ରର ଗରିମା ମଧ୍ୟରେ ରାଜତନ୍ତ୍ର ବିଲୟ ଲଭିବାର ଇତିହାସ ପୁରୁଣା ହୋଇଗଲାଣି। ଜନତନ୍ତ୍ରର ଜୟଧ୍ୱନି ମଧ୍ୟରେ କେବେଠୁଁ ନିଃଶବ୍ଦ ହୋଇଗଲାଣି ମଣିମା ବୋଲି...

ସୋସିଆଲ ମିଡିଆ ପାଇଁ ଲକ୍ଷ୍ମଣରେଖା

ବିଜନ କୁମାର ମହାପାତ୍ର କେନ୍ଦ୍ର ସରକାର ସୋସିଆଲ ମିଡିଆ ପ୍ଲାଟଫର୍ମର ଦୁରୁପଯୋଗ ରୋକିବା ପାଇଁ ଜାରି କରିଛନ୍ତି ନୂଆ ମାର୍ଗଦର୍ଶିକା। ଫେବୃୟାରୀ ୨୫ ତାରିଖରେ ଭାରତ...

ଭାରତରେ ହେପାଟାଇଟିସ୍‌ ‘ବି’

ଡା. ଉମେଶ ଚନ୍ଦ୍ର ପାତ୍ର   ଭାରତରେ ହେପାଟାଇଟିସ୍‌ ‘ବି’ ଭୂତାଣୁର ବାହକ ବହୁ ସଂଖ୍ୟାରେ ଅଛନ୍ତି। ଏହି ବାହକମାନେ ସାଧାରଣରେ ନୀରୋଗ ଓ ସୁସ୍ଥ...

ଏଇ ଭାରତରେ

ଥରେ ଚାର୍ଜ ହେଲେ ୨୦୦ କି.ମି. ଯାଉଥିବା ଇ- ବାଇକ୍‌ ନିର୍ମାଣ କରିଛନ୍ତି ବେଙ୍ଗାଲୁରୁ ନିବାସୀ ଡାନିକର ଏବଂ ମଧୁମିତା ଅଗ୍ରଓ୍ବାଲ। ଏହି ଦମ୍ପତି ଇ-ବାଇକ...

କରୋନା ସାମ୍ନାରେ ବ୍ୟକ୍ତିସ୍ବାଧୀନତାର ବଳି

ସହଦେବ ସାହୁ ମଣିଷ ନିଜେ ଏକ ପ୍ରାଣୀ, କିନ୍ତୁ ନିଜକୁ ଛାଡି ଅନ୍ୟ ପ୍ରାଣୀମାନଙ୍କୁ ପଶୁ କହେ, ସେମାନଙ୍କ ଆଚରଣକୁ ପାଶବିକ ଅର୍ଥାତ୍‌ ମୌଳିକତାବିହୀନ କହିଥାଏ।...

Advertisement
Archives

Model This Week