ଏଇ ଭାରତରେ

ସମାଜସେବାର ଇଚ୍ଛାଶକ୍ତି ଆଗରେ ରୋଜଗାର ମୋହ କିଛି ନୁହେଁ ବୋଲି ପ୍ରମାଣ କରିଛନ୍ତି ଝାଡ଼ଖଣ୍ଡର ଦମ୍ପତି। ସେମାନେ ଚାକିରି ଛାଡି ଆଦିବାସୀ ଅଞ୍ଚଳରେ ଲୋକମାନଙ୍କ ସେବାରେ ଲାଗିଛନ୍ତି। ଇଞ୍ଜିନିୟରିଂରେ ସ୍ନାତକ ହାସଲ କରିଥିବା ଅନୁରାଗ ଓ ଶିଖା ଜୈନ କର୍ପୋରେଟ ସେକ୍ଟରରୁ ଚାକିରି ଛାଡ଼ି ଗ୍ରାମାଞ୍ଚଳରେ କୃଷକ ଓ ମହିଳାଙ୍କୁ ସଶକ୍ତ କରୁଛନ୍ତି। ୨୦୦୬ରେ ସେମାନେ ନ୍ୟୁ ଏଜୁକେଶନ ଆଣ୍ଡ୍‌ ଏନ୍‌ଭାଇରନମେଣ୍ଟାଲ ଭିଜନ(ଏନଇଇଭି) ପ୍ରତିଷ୍ଠା କରି ଝାଡ଼ଖଣ୍ଡର ଏକ ଆଦିବାସୀ ଗାଁରେ କୃଷକ ଓ ମହିଳାଙ୍କ ବିକାଶ ପାଇଁ କାର୍ଯ୍ୟ ଆରମ୍ଭ କରିଥିଲେ। ପଢରେ ସେମାନେ ୪ ବର୍ଷ ମଧ୍ୟରେ ବିଭିନ୍ନ ସଂସ୍ଥା ସହଯୋଗରେ ରାଜ୍ୟରେ ୪ଟି ଶିକ୍ଷାନୁଷ୍ଠାନ,ଗୋଟିଏ ଟିବି ଓ ଗୋଟିଏ କୁଷ୍ଠରୋଗ କେନ୍ଦ୍ର ଖୋଲି ପାରିଛନ୍ତି। ଏହା ବ୍ୟତୀତ ଏହି ଦମ୍ପତି ଝାଡ଼ଖଣ୍ଡର ଅନେକ ସ୍ଥାନରେ ହେଲ୍‌ଥ କ୍ୟାମ୍ପ ଆୟୋଜନ କରି ପାଖାପାଖି ୫୦୦ ଜଣ ଟିବି ଓ କୁଷ୍ଠରୋଗୀଙ୍କୁ ଚିହ୍ନଟ କରି ବିଭିନ୍ନ ହସ୍ପିଟାଲ ସହଯୋଗରେ ସେମାନଙ୍କୁ ମାଗଣାରେ ଓ୍ୟଷଧ ଯୋଗାଇ ଦେଉଛନ୍ତି। ଗ୍ରାମାଞ୍ଚଳରେ ସେମାନେ ୬୦୦ କୃଷକଙ୍କୁ ଚାଷ ସମ୍ପର୍କିତ ପ୍ରଶିକ୍ଷଣ ପ୍ରଦାନ କରି ସେମାନଙ୍କ ମାଧ୍ୟମରେ କୃଷି କ୍ଷେତ୍ରରେ ନିଯୁକ୍ତି ସୁଯୋଗ ସୃଷ୍ଟି କରିପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷ ପାଇଁ ନୂଆ ଆଶା- ଏକ ଭାରତର ମାନସିକତା

ବୈଶାଖୀ, ରଙ୍ଗୋଲି ବିହୁ, ମହାବିଷୁବ ପଣା ସଂକ୍ରାନ୍ତି, ପୋଇଲା ବୈଶାଖ, ବିଷୁ ଏବଂ ତାମିଲ ପୁଥାଣ୍ଡୁ ଅବସରରେ ଭାରତ ତଥା ସାରା ବିଶ୍ୱରେ ଯେଉଁ ପାରମ୍ପରିକ ନୂଆ…

ବିପଦରେ ଐତିହ୍ୟ

ସାମ୍ପ୍ରତିକ ସମୟରେ ଆମେ ଉନ୍ନତି ପଥରେ ଦୌଡ଼ିଲା ବେଳେ ପଛରେ ରହିଯାଉଛି ଆମର ଐତିହ୍ୟ ଓ ସ୍ମୃତି। ଏହି ଐତିହ୍ୟ କେବଳ ପଥରର ସ୍ଥାପତ୍ୟ ଏବଂ ଦୁର୍ଗ…

ଏବେ ତୁର୍କୀ ଓ କ୍ୟୁବା

ଇରାନ୍‌ ଉପରେ ଆମେରିକା ଓ ଇସ୍ରାଏଲର ଆକ୍ରମଣ ଏବଂ ନିକଟରେ ପାକିସ୍ତାନ ରାଜଧାନୀ ଇସ୍‌ଲାମାବାଦରେ ଶାନ୍ତି ଆଲୋଚନା ବିଫଳ ହେବା ପରେ ମଧ୍ୟପ୍ରାଚ୍ୟ ପୁନର୍ବାର ଅଶାନ୍ତ। ଇରାନ୍‌କୁ…

ଏଇ ଭାରତରେ

ସଡ଼କ ପଥରେ ଯାତ୍ରୀଙ୍କ ସୁରକ୍ଷା ନିଶ୍ଚିତ କରିବା ପାଇଁ ଏକ ନୂଆ କ୍ୟୁଆର୍‌ କୋଡ୍‌ ତିଆରି କରିଛନ୍ତି ଆନ୍ଧ୍ରପ୍ରଦେଶ ଏନ୍‌ଟିଆର୍‌ ଜିଲାର ଜି. ଶ୍ରୀନିବାସ ରେଡ୍ଡୀ। ଯେ…

ସଂସ୍କୃତିକୁ ପ୍ରୋତ୍ସାହନ

ଓଡ଼ିଆ ଘରର ଗାଥା-ଗୌରବ, ଚାଲିଚଳଣି, ଖାଦ୍ୟ ପାନୀୟ, ପୋଷାକ ପରିଧାନ, ସଂସ୍କୃତି ଓ ପରମ୍ପରାକୁ ବିଶ୍ୱବିଦିତ କରିବା ଲକ୍ଷ୍ୟରେ ଏପ୍ରିଲ ପହିଲାରୁ ୧୪ ତାରିଖ ପର୍ଯ୍ୟନ୍ତ ପାଳିତ…

ଯୁଦ୍ଧ ଓ ଶ୍ୱାସରୁଦ୍ଧ ସମ୍ବେଦନଶୀଳତା

ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା ପରେ ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଉଭୟ ଦେଶର ପ୍ରତିନିଧିମଣ୍ଡଳୀଙ୍କ ମଧ୍ୟରେ ଅନୁଷ୍ଠିତ ଶାନ୍ତି ଆଲୋଚନା…

ଇରାନୀ ନେତାର ନାହିଁ ପ୍ରୟୋଜନ

ପାକିସ୍ତାନ ରାଜଧାନୀ ଇସ୍‌ଲାମାବାଦଠାରେ ଆମେରିକା ଓ ଇରାନ୍‌ ମଧ୍ୟରେ ୨୧ ଘଣ୍ଟା ଧରି ଚାଲିଥିବା ଶାନ୍ତି ଆଲୋଚନା ଶେଷରେ ବିଫଳ ହୋଇଛି। ସ୍ବଦେଶ ପ୍ରତ୍ୟାବର୍ତ୍ତନ ପୂର୍ବରୁ ଆମେରିକା…

ଏଇ ଭାରତରେ

ଭାରତୀୟ ସ୍ଥଳସେନାରେ ୨୧ ବର୍ଷ ସେବା କରି କଲୋନେଲ ସୁବାସ ଦେଶଓ୍ବାଲ ଅବସର ନେବା ପରେ ଜଣେ ଚାଷୀ ଭାବେ ଜୀବନ କାଟୁଛନ୍ତି। ସେ ଗାଜର ଚାଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri