ଏଇ ଭାରତରେ

ଭୋକିଲା ପିଲାର ପେଟକଥା ବୁଝିପାରୁଛନ୍ତି କୋଲକାତାର ମୈତ୍ରୀ ବାନାର୍ଜୀ। ସେ ଚାକିରି ଛାଡି ଅବହେଳିତ ପିଲାମାନଙ୍କ ମୁହଁରେ ହସ ଫୁଟାଉଛନ୍ତି। ପଶ୍ଚିମବଙ୍ଗ ଉତ୍ତର ୨୪ ପ୍ରଗଣା ଜିଲା ଦକ୍ଷିଣେଶ୍ୱରର ମୈତ୍ରୀ ବିବାହ କରିବା ପରେ କୋଲକାତା ଆସି ଚାକିରି କରିଥିଲେ। ୪ ବର୍ଷ ତଳେ ସେ ଚାକିରି ଛାଡି ଶେଓରାଫୁଲି, ବଣ୍ଡେଲ୍‌ ଓ ରସୁଲ୍‌ପୁର ଅଞ୍ଚଳରେ ରାସ୍ତାରେ ବୁଲୁଥିବା ଅବହେଳିତ ପିଲାମାନଙ୍କ ଭବିଷ୍ୟତ ଗଢିବା ଆରମ୍ଭ କରିଥିଲେ। ପ୍ରଥମେ ସେ ଏକ ହ୍ବାଟ୍ସଆପ୍‌ ଗ୍ରୁପ ଖୋଲି ଘର ଘର ବୁଲି ପୋଷାକ, ବ୍ୟାଗ, ଜୋତା ଏବଂ କମ୍ବଳ ଯୋଗାଡ କରି ପିଲାମାନଙ୍କୁ ଦେଉଥିଲେ। ମୈତ୍ରୀଙ୍କ କାର୍ଯ୍ୟରେ ପ୍ରଭାବିତ ହୋଇ ‘ମହାଜୀବନ’ ନାମକ ଏକ ବେସରକାରୀ ସଂସ୍ଥା ତାଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସିଛି। ଏହି ସଂସ୍ଥା ସହ ମିଶି ମୈତ୍ରୀ ପିଲାମାନଙ୍କ ପାଇଁ ଦୈନିକ ଭୋଜନ ବ୍ୟବସ୍ଥା କରିବା ସହ ଦିନବେଳା ଅନ୍ୟ ଜଣେ ଶିକ୍ଷକଙ୍କ ସହଯୋଗରେ ପଢାଉଛନ୍ତି। ହସ୍ତକଳା ସମ୍ପର୍କରେ ଶିକ୍ଷା ମଧ୍ୟ ଦେଉଛନ୍ତି। ଏମାନଙ୍କ ମଧ୍ୟରୁ ବହୁ ପିଲା ସରକାରୀ ସ୍କୁଲରେ ନାମ ଲେଖାଇଛନ୍ତି। ଏବେ ସୁଦ୍ଧା ମୈତ୍ରୀ ୧୧୦ଜଣ ପିଲାଙ୍କୁ ଉଦ୍ଧାର କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପକ୍ଷପାତିତା ଭାର

ଏକ ପରିକଳ୍ପିତ ସ୍ଥିତିର ପରିଣାମ ସମ୍ପର୍କରେ ବିଚାର କରାଯାଉ। କଳ୍ପନା କରନ୍ତୁ ଯେ ଦୁଇଟି ବଡ଼ କ୍ଷେପଣାସ୍ତ୍ର ହ୍ୱାଇଟ୍‌ ହାଉସ ଉପରେ ମାଡ଼ କଲା। ପ୍ରଥମଟି ଏପରି…

ସମସ୍ୟା: ଏକ ସୁଯୋଗ

ଯଦିଓ ଆମର ଜ୍ଞାନୀଗୁଣୀଜନ ପ୍ରତ୍ୟେକ ମଣିଷର ବଳକୁ ଶତସିଂହର ବଳ ସହ ତୁଳନା କରିଛନ୍ତି, କିନ୍ତୁ ସ୍ଥଳବିଶେଷରେ ଦେଖୁ ହାରାହାରି ଚିନ୍ତନ କରିପାରୁଥିବା ବା କ୍ଷମତା ରଖୁଥିବା…

ଆର୍ଦ୍ରଭୂମିର ଗୁରୁତ୍ୱ ଓ ସଂରକ୍ଷଣ

ଜଳ ଆମ ଗ୍ରହର ୭୧ ଶତାଂଶ ଅଞ୍ଚଳକୁ ଆଚ୍ଛାଦିତ କରେ ଏବଂ ନଦନଦୀ, ହ୍ରଦ, ପୁଷ୍କରିଣୀଠାରୁ ସମୁଦ୍ର ପରି ବିଭିନ୍ନ ଉତ୍ସରେ ଉପଲବ୍ଧ ହୋଇ ଜଳୀୟ ପରିସଂସ୍ଥାକୁ…

ନେତାଙ୍କୁ ଅନୁସରଣ

ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦବୀ ଛାଡ଼ି ରାଜ୍ୟ ସଭାକୁ ଯିବା ପରେ ବିହାରର ବରିଷ୍ଠ ବାବୁମାନଙ୍କ ଏକ ଦଳ ଖୁବ୍‌ ଶୀଘ୍ର କେନ୍ଦ୍ରୀୟ ଡେପୁଟେଶନରେ ଯାଇପାରନ୍ତି ବୋଲି…

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍‌ଏସ୍‌) ଉଜ୍ଜ୍ୱଳ କୁମାର ଚଭନ ମହାରାଷ୍ଟ୍ରର ମରାଠାଓ୍ବାଡା ଓ ଖଣ୍ଡେଶ ଅଞ୍ଚଳରେ ଜଳାଶୟ ଓ…

ବିଲ୍‌ ଗେଟ୍ସଙ୍କ କୃତ୍ରିମ ବର୍ଷା

ବିଲ୍‌ ଗେଟ୍ସଙ୍କ କୃତ୍ରିମ ବର୍ଷା’ ଶୀର୍ଷକ ଏକ ଭାଇରାଲ ରିଲ୍‌ କିଛିଦିନ ହେଲା ଭାରତୀୟଙ୍କ ହ୍ବାଟ୍ସଆପ୍‌ରେ ଆଲୋଡ଼ନ ସୃଷ୍ଟି କରିଥିଲା ଓ ଏହି ଅସମୟ ବର୍ଷାରେ ବାହାରକୁ…

ଗରିବ କିଏ

ସଂସାରରେ ଏମିତି ଅନେକ ଲୋକ ଅଛନ୍ତି ଯେଉଁମାନେ ବହୁତ ଧନ ସମ୍ପତ୍ତିର ଅଧିକାରୀ ତ ହୋଇଥାନ୍ତି; କିନ୍ତୁ ସେମାନଙ୍କର ଆଚରଣ ଭିକାରିର ଆଚରଣ ସହିତ ପ୍ରାୟ ସମାନ…

ଅନ୍ତର୍ଜାତୀୟ ବ୍ୟବସ୍ଥାରେ ଅସଙ୍ଗତି

ନିକଟରେ କାନାଡ଼ାର ପ୍ରଧାନମନ୍ତ୍ରୀ ମାର୍କ କାର୍ନି ତାଙ୍କ ଭାଷଣରେ ନିୟମ ଆଧାରିତ ଅନ୍ତର୍ଜାତୀୟ ବ୍ୟବସ୍ଥାକୁ ‘ଛଳନାତ୍ମକ’ ବା ଅବାସ୍ତବ ବୋଲି ବର୍ଣ୍ଣନା କରିଥିଲେ। ଏହି ମନ୍ତବ୍ୟ ଗ୍ଲୋବାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri