ଏଇ ଭାରତରେ

ଥରେ ଜଣେ ଲୋକପ୍ରିୟ ଚଳଚ୍ଚିତ୍ର ଅଭିନେତା କହିଥିଲେ ‘ଯଦି ତୁମ ପାଖରେ କୌଣସି କାର୍ଯ୍ୟ କରିବାର ଦକ୍ଷତା ରହିଛି ତେବେ ତାହା ତୁମେ ମାଗଣାରେ କର ନାହିଁ’। କିନ୍ତୁ କେରଳର ଆଲୁଭାନିବାସୀ ସାଜି ଭାଲାସେରି ଏଥିରେ ଏକମତ ନୁହନ୍ତି। ସେ ଦିନବେଳା ଷ୍ଟିଲ୍‌ ଫର୍ନିଚର ତିଆରି କରି ପେଟ ପୋଷୁଥିଲେ ବି ତାଙ୍କ ମୂଳ ଲକ୍ଷ୍ୟ ରହିଛି ସୁଇମିଂ ମାଧ୍ୟମରେ ଖୁସି ବାଣ୍ଟିବା। ସେ ଏବେ ସ୍କୁୁଲ୍‌ ପିଲା, ବୟସ୍କ ତଥା ଦୃଷ୍ଟିବାଧିତଙ୍କୁ ମାଗଣାରେ ସୁଇମିଂ ପ୍ରଶିକ୍ଷଣ ଦେଉଛନ୍ତି। ୫ ବର୍ଷ ବୟସର ପିଲାଠାରୁ ଆରମ୍ଭ କରି ୬୫ ବର୍ଷର ବୃଦ୍ଧ ପର୍ଯ୍ୟନ୍ତ ସାଜିଙ୍କଠାରୁ ସୁଇମିଂ ଶିଖୁଛନ୍ତି। ଏକ ଦଶନ୍ଧି ହେବ ସେ ଏହି କାର୍ଯ୍ୟ କରିଆସୁଛନ୍ତି। ପ୍ରଥମେ ସାଜି ତାଙ୍କର ଓ ତାଙ୍କ ବନ୍ଧୁଙ୍କର ତିନି ଜଣ ପିଲାଙ୍କୁ ସୁଇମିଂ ଶିଖାଇବା ଆରମ୍ଭ କରିବା ପରେ ଏବେ ସୁଦ୍ଧା ୩୨୦୦ ଲୋକଙ୍କୁ ଏହା ଶିଖାଇ ସାରିଲେଣି। ବୟସ୍କମାନଙ୍କ ପାଇଁ ଡିସେମ୍ବରରୁ ମାର୍ଚ୍ଚ ଓ ପିଲାମାନଙ୍କ ଲାଗି ମାର୍ଚ୍ଚରୁ ଏପ୍ରିଲ ମଧ୍ୟରେ ସେ ପ୍ରଶିକ୍ଷଣ ଦେଉଛନ୍ତି। ସୁଇମିଂ ଅଭ୍ୟାସ ଆଲୁଭା ନଦୀରେ ସକାଳ ୬ରୁ ୯.୩୦ ଯାଏ ଚାଲେ । ଅଭ୍ୟାସ ସମୟରେ ସୁରକ୍ଷା ପାଇଁ ସାଜି ଗୋଟିଏ ସେଫ୍ଟି ବୋଟ୍‌ ଓ ଗୋଟିଏ ଆମ୍ବୁଲାନ୍ସର ବ୍ୟବସ୍ଥା କରିଛନ୍ତି ଯାହା ସବୁବେଳେ ମିଳିଥାଏ। ସାଜିଙ୍କଠାରୁ ସୁଇମିଂ ଶିକ୍ଷା କରିବା ପରେ ମନୋଜ ନାମକ ଜଣେ ଦୃଷ୍ଟିବାଧିତ ବାଳକ କେରଳର ଦୀର୍ଘତମ ନଦୀ ପାର କରିପାରିଛନ୍ତି। ଏହା ସହ ମାଲୁ ସିକା ବି ଭେମ୍ବନାଦ ହ୍ରଦ ପାର କରିବାରେ ପ୍ରଥମ ମହିଳା ହୋଇପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାର୍ମିକ ନିଶା

ଭାରତୀୟ ସମ୍ବିଧାନର ଅନୁଚ୍ଛେଦ ୩୭୦ ଅଗଷ୍ଟ ୫, ୨୦୧୯ରେ ବାଦ୍‌ ପଡ଼ିବା ପୂର୍ବରୁ ମଧ୍ୟ କଶ୍ମୀରର ଅନେକ ବାସିନ୍ଦା ଭାରତ ବିରୋଧୀ ପାଲଟି ଯାଇଥିଲେ। ତଥାପି...

ବିବାଦୀୟ ଟୁଇଟ୍‌

ଦିଲ୍ଲୀକା ବାବୁ/ ଦିଲୀପ ଚେରିଏନ୍‌ ଦାୟିତ୍ୱହୀନ ଭାବେ ଟୁଇଟ୍‌ କରି ଏବେ ମହାରାଷ୍ଟ୍ର ଆଇଏଏସ୍‌ ଅଫିସର ନିଧି ଚୌଧରୀଙ୍କ କ୍ୟାରିୟର ବିପଦରେ ପଡ଼ିଛି। ଏହି କାରଣରୁ...

ଲିଙ୍ଗଗତ ପକ୍ଷପାତିତା କାହିଁକି

ଇଂ. ଶକ୍ତି ପ୍ରସାଦ ଦାସ ପ୍ରତିଭାବାନ୍‌ ମହିଳା ଓକିଲମାନଙ୍କୁ ବିଚାରପତି ପଦ ପାଇଁ ଅଣଦେଖା କରାଯାଉଛି ବୋଲି ‘ସୁପ୍ରିମକୋର୍ଟ ମହିଳା ଆଇନଜୀବୀ ସଙ୍ଘ’ର ଏକ ଆବେଦନ...

ନୋଟ୍‌ର ମାୟା, ରୋଗର ଛାୟା

ଈପ୍ସିତା ମହାନ୍ତି ଆମ ପକେଟ୍‌ ଅବା ପର୍ସରେ ଥିବା ନୋଟ୍‌ ଓ ମୁଦ୍ରାଗୁଡ଼ିକ କେତେ ପରିଷ୍କୃତ, ସେ ବିଷୟରେ ଆମେ କିନ୍ତୁ କେବେ ଧ୍ୟାନ ଦେଇ...

ଡାଇମେନ୍‌ସନର ନବ ସୂତ୍ରଧର

ଗୋଟେ ଧାରଣା ରହିଆସିଛି ଯେ, ଗଣିତରେ ଝିଅମାନେ ପୁଅମାନଙ୍କଠାରୁ ଦୁର୍ବଳ। କିନ୍ତୁ ଏଥିରେ ଅନେକ ପରିବର୍ତ୍ତନ ଦେଖାଦେଲାଣି। ଏବେ ଆଉ କୌଣସି କ୍ଷେତ୍ର ଝିଅମାନଙ୍କ ସକାଶେ...

ଗଜମୋତି ପାନ

ସୁବାସ ତାରଣିଆଁ କେଉଁ ଆବହମାନ କାଳରୁ ଆମ ସମାଜରେ ଅନ୍ଧବିଶ୍ୱାସ, କୁସଂସ୍କାର ଓ ଗୁଣିଗାରେଡ଼ି ପ୍ରଚଳିତ ରହିଆସିଛି। ଭଲ ଫସଲ ଅମଳ ପାଇଁ କ୍ଷେତରେ ବଳି...

ଆଜିର ଅର୍ଥନୀତି/ ଆହୁରି ସଂସ୍କାର ଲୋଡ଼ା

ସମ୍ପ୍ରତି ଦେଖାଦେଇଥିବା ଆର୍ଥିକ ମାନ୍ଦାବସ୍ଥାକୁ କିପରି ମୁକାବିଲା କରାଯିବ, ସେ ନେଇ ସରକାର କିଛି ବାଟ ପାଉ ନ ଥିବା ମନେହେଉଛି। ଏହା ବିଭିନ୍ନ ବର୍ଗର...

କଲେ ମଲ, ନ କଲେ ଭଲ

ରଞ୍ଜନ କୁମାର ଦାସ ଶାସନତନ୍ତ୍ରର ଦକ୍ଷତା ସଦାସର୍ବଦା ପ୍ରମାଣିତ ହୁଏ ତା’ର କର୍ମତପତ୍ରତା ଓ ତା’ର ଫଳପ୍ରସବର ମାତ୍ରାକୁ ନେଇ। ତେଣୁ ଶାସନ ବ୍ୟବସ୍ଥାରେ ନେତା...

Advertisement
Archives

Model This Week