ଏଇ ଭାରତରେ

ପରିବେଶକୁ ଭଲ ପାଇ ସାରା ଜୀବନ ତା’ ସୁରକ୍ଷାରେ ନିଜକୁ ସମର୍ପିତ କରୁଥିବା ବ୍ୟକ୍ତି ଖୁବ୍‌ କମ୍‌ ଦେଖିବାକୁ ମିଳନ୍ତି। ଏମାନଙ୍କ ମଧ୍ୟରେ ଉତ୍ତରାଖଣ୍ଡର ସେଜା ଉର୍‌ହା ଅନ୍ୟତମ। ମସୁରିରେ ସେ ୧୧୦ ଏକର ପଡିଆ ଜମିକୁ ଜଙ୍ଗଲରେ ପରିଣତ କରିଦେଇଛନ୍ତି। ଏହି ଜଙ୍ଗଲର ନାମ ଜବାରଖେଟ ନେଚର ରିଜର୍ଭ। ଏହା ୨୦୧୫ରୁ ଲୋକାମାନଙ୍କ ପାଇଁ ଖୋଲାଯାଇଛି। ସେଜାଙ୍କୁ ବର୍ତ୍ତମାନ ବୟସ ୫୬। ୩୫ ବର୍ଷ ହେବ ସେ ପରିବେଶ ସୁରକ୍ଷା ଦିଗରେ କାର୍ଯ୍ୟ କରି ଆସୁଛନ୍ତି। ସେ ତାଙ୍କ ଭାଉଣୀଙ୍କ ସାଙ୍ଗ ଭିପୁଲ ଜୈନଙ୍କ ସହଯୋଗରେ ସୃଷ୍ଟି କରିଛନ୍ତି ଏହି ଜଙ୍ଗଲ। ଭିପୁଲ ମୁମ୍ବାଇରେ ବ୍ୟବସାୟ କରନ୍ତି। ମସୁରିରେ ଥିବା ଭିପୁଲଙ୍କ ଜମିରେ ଏହି ଜଙ୍ଗଲ ଠିଆ ହୋଇଛି। ଏବେ ଏହି ଜଙ୍ଗଲରେ ୩୫୦ ପ୍ରକାର ଫୁଲ ଗଛ ରହିଛି। ଏହା ମଧ୍ୟ ୧୪୫ ପ୍ରଜାତିର ପକ୍ଷୀଙ୍କ ଆବସସ୍ଥଳୀ ପାଲଟିଛି। ୨୦ ପ୍ରଜାତିର ପ୍ରାଣୀ ବି ରହୁଛନ୍ତି ଏଠାରେ। ଏହି ଜଙ୍ଗଲ ପାଖରେ ଥିବା ଗ୍ରାମବାସୀଙ୍କ ସହଯୋଗରେ ଏହାର ସୁରକ୍ଷା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ମହାରାଷ୍ଟ୍ରର ୨୦୪ଟି ମରୁଡ଼ିପ୍ରବଣ ଗାଁରେ ଜଳ ସଙ୍କଟ ଦୂର କରିବାକୁ ପ୍ରୟାସ ଜାରି ରଖିଛନ୍ତି ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍‌ଏସ୍‌) ଉଜ୍ଜ୍ୱଳ କୁମାର ଚଭନ।...

ମୋବାଇଲ ସ୍କ୍ରିନ୍‌ ଆସକ୍ତି

କାଳେ ନିଦରୁ ଉଠିବାରୁ ଆରମ୍ଭ କରି ରାତିରେ ଶୋଇବା ପର୍ଯ୍ୟନ୍ତ, ଆଖି ସବୁଠାରୁ ଅଧିକ ଯେଉଁ ବସ୍ତୁଟିକୁ ଦେଖୁଛି, ତାହା ହେଉଛି ଆମ ମୋବାଇଲ୍‌ ସ୍କ୍ରିନ୍‌।...

ଗଣତନ୍ତ୍ର କାହିଁକି ଦୋଷୀ ହେବ

ସନ ପଦ୍ଧତି ମଧ୍ୟରୁ ଗଣତନ୍ତ୍ର ହିଁ ସର୍ବୋତ୍କୃଷ୍ଟ। ଗଣତନ୍ତ୍ର ଶାସନର ଅର୍ଥ ଗଣଙ୍କର ଶାସନ, ନିଜକୁ ଶାସନ କରିବା। ହେଲେ ଏଥିରେ ଜନତାର ଶାସନ ପ୍ରତ୍ୟକ୍ଷ...

ବାଂଲାଦେଶ ପରେ ବର୍ମା

ପ୍ରାୟ ଦେଢ଼ ବର୍ଷ ପରେ ପୁଣି ବାଂଲାଦେଶ ଅଶାନ୍ତ ହୋଇପଡ଼ିଛି। ଏବର ଅସ୍ବାଭାବିକ ସ୍ଥିତି ସେଠାକାର ଉଗ୍ର ଯୁବ ନେତା ଶରିଫ୍‌ ଓସ୍‌ମାନ ହାଦିଙ୍କୁ ଅଚିହ୍ନା...

ଏଇ ଭାରତରେ

ସୁନ୍ଦରବନର ହେନ୍ତାଳବନରେ ମହୁ ସଂଗ୍ରହ କରିବାକୁ ଯାଇ ଅନେକ ପୁରୁଷ ବାଘ ଆକ୍ରମଣ ଯୋଗୁ ମୃତ୍ୟୁମୁଖରେ ପଡ଼ନ୍ତି। ଏହିସବୁ ମୃତ ପୁରୁଷଙ୍କ ବିଧବା ସ୍ତ୍ରୀଙ୍କୁ କୁହାଯାଉଛି...

ଶିଷ୍ଟାଚାରର ଅଧଃପତନ

ର୍ଘବର୍ଷର ପରାଧୀନତା ଆମ ସମାଜ ତଥା ସାମାଜିକ ଆଚାର ବ୍ୟବହାର ଉପରେ ଏତେ ପ୍ରଭାବ ପକାଇଛି ଯେ, ତାହା ସ୍ୱାଧୀନତାର ଅର୍ଦ୍ଧଶତାବ୍ଦୀ ପରେ ମଧ୍ୟ ସୁଧୁରିବାର...

ନୂଆ ନଁାରେ ପୁରୁଣା କୋଠା

କଭବନ ସ୍ୱଚ୍ଛତା, ସୁଗମତା ଏବଂ ପ୍ରଶାସନ ଓ ଲୋକଙ୍କ ମଧ୍ୟରେ ଏକ ଗଭୀର ସମ୍ପର୍କର ପ୍ରତୀକ। ଏହି ପଦକ୍ଷେପ ନାଗରିକମାନଙ୍କୁ ସଶକ୍ତ, ଶାସନ ବ୍ୟବସ୍ଥାକୁ ସୁଦୃଢ଼...

କେବଳ ବାହାନା

ଡିସେମ୍ୱର ୧୭ରେ ୱାୟାନାଡ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବିକଶିିତ ଭାରତ ଗ୍ୟାରେଣ୍ଟି ଫର୍‌ ରୋଜଗାର ଆଣ୍ଡ୍‌ ଆଜୀବିକା ମିଶନ ବିଲ୍‌, ୨୦୨୫ ଉପରେ ପରାମର୍ଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri