ଏଇ ଭାରତରେ

ଭାରତୀୟ ନୌବାହିନୀ ଅଧିକାରୀ ଭାବେ ଯୋଗଦେଇ ଦେଶ ସେବା କରିବାର ସ୍ବପ୍ନ ଦେଖି ପରବର୍ତ୍ତୀ ସମୟରେ ଲକ୍ଷ ଲକ୍ଷ ଦିବ୍ୟାଙ୍ଗଙ୍କ ସାହାରା ପାଲଟିଛନ୍ତି ତାମିଲନାଡୁର ଏସ୍‌.ରାମକ୍ରିଷ୍ଣନ୍‌। ଥାଞ୍ଜାଭୁରରେ ସ୍କୁଲ ଶିକ୍ଷା ଶେଷ କରିବା ସହ କୋଏମ୍ବାଟୁରସ୍ଥ ସରକାରୀ ଇଞ୍ଜିନିୟରିଂ କଲେଜରେ ପଢୁଥିବା ସମୟରେ ସେ ଇଣ୍ଡିଆନ ନ୍ୟାଭିରେ ଚାକିରି କରିବା ପାଇଁ ଇଣ୍ଟରଭ୍ୟୁ ଦେବାବେଳେ ଗୁରୁତର ଆହତ ହୋଇଥିଲେ। ପୁଣେସ୍ଥିତ ମିଲିଟାରୀ ହସ୍ପିଟାଲରେ ଚିକିତ୍ସିତ ହେବା ସମୟରେ ଡ. ଅମରଜିତ ସିଂ ଛହାଲ ଦିବ୍ୟାଙ୍ଗଙ୍କ ସେବା ଲାଗି ତାଙ୍କୁ ପ୍ରେରଣା ଦେଇଥିଲେ । ପରେ ସେ ୧୯୮୧ରେ ଦିବ୍ୟାଙ୍ଗ ପିଲାଙ୍କ ପାଇଁ ଆଇକୁଡିରେ ଏକ ସ୍କୁଲ ପ୍ରତିଷ୍ଠା କରି ତାହାକୁ ‘ଅମର ସେବା ସଙ୍ଗମ’ ନାମରେ ପଞ୍ଜୀକୃତ କରିଥିଲେ। ଉକ୍ତ ସଂସ୍ଥା ମାଧ୍ୟମରେ ସେ ମାନସିକ ଓ ଶାରୀରିକ ଦିବ୍ୟାଙ୍ଗଙ୍କୁ ପୁନଃ ଥଇଥାନ କରିବା ସହ ସଶକ୍ତ ବି କରିବାରେ ଲାଗିଛନ୍ତି। ରାମକ୍ରିଷ୍ଣନ୍‌ ଏବେ ସୁଦ୍ଧା ୫ ଲକ୍ଷ ଦିବ୍ୟାଙ୍ଗଙ୍କ ଜୀବନରେ ପରିବର୍ତ୍ତନ ଆଣିପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଏବେ ଦେଶରେ ବର୍ଜ୍ୟ ପରିଚାଳନା ପାଇଁ ଅନେକ ବ୍ୟକ୍ତି ଓ ସଂସ୍ଥା ଚେଷ୍ଟା କରୁଛନ୍ତି। ଏହି କ୍ରମରେ ହରିୟାଣା ବୁଦ୍ଧ କଲେଜ ଫ୍ୟାଶନ ଛାତ୍ରୀଛାତ୍ରଙ୍କ ଉଦ୍ୟମ ପ୍ରଶଂସନୀୟ।…

ପୁରସ୍କାର ପସରା

ବୁଲାବିକାଳି ତା’ ପସରା ଧରି ନିତିଦିନିଆ ବେପାର କରେ ଗାଁ ଗାଁ ବୁଲି। ଯାହା ବିକ୍ରିବଟା ହୁଏ, ସେଥିରେ ଚଳେ। ପରିବାର ସଦସ୍ୟଙ୍କ ପେଟ ପୋଷେ। ବୁଲାବିକାଳିର…

ନିଃସନ୍ତାନ କର ଭଗବାନ

ମୋଟେ ସହଜ ନୁହେଁ ଭଗବାନଙ୍କୁ ଏମିତି ବର ମାଗିବା! ଶିଶୁ ସନ୍ତାନର ଓଠରୁ ଝରି ପଡୁଥିବା ‘ବାପା’ ଡାକ ଶୁଣିବାରେ ପିତୃତ୍ୱ ଯେମିତି ଅନିର୍ବଚନୀୟ ଉଲ୍ଲାସରେ ଜଡ଼ସଡ଼…

କ୍ଷଣସ୍ଥାୟୀ କରୁଛନ୍ତି କ୍ଷତି

ଭାରତ ନୂଆଦିଲ୍ଲୀଠାରେ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜନ କରି ବାହାବା ନେଲା। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତକୁ ବିରାଟ…

ବିଫଳତାର ସ୍ମାରକୀ

ଚଳିତ ମାସରୁ ୱାଶିଂଟନ ଡିସିରେ ଡୋନାଲ୍ଡ ଟ୍ରମ୍ପ୍‌ ଏକ ତୋରଣାକୃତି ବିଜୟ ସ୍ମାରକୀ କାମ ଆରମ୍ଭ କରିବାକୁ ଯାଉଛନ୍ତି। ପ୍ୟାରିସ୍‌ର ‘ଆର୍କ ଡି ଟ୍ରାୟୋମ୍ଫ’ ଢାଞ୍ଚାରେ ଏହାକୁ…

ଏଆଇ ସୁରକ୍ଷା ଚିନ୍ତା

ଓପନ୍‌ଏଆଇର ସିଇଓ ସାମ୍‌ ଅଲ୍ଟମ୍ୟାନ୍‌ ସ୍ପଷ୍ଟ କରିଛନ୍ତି ଯେ ସୁରକ୍ଷା ଚିନ୍ତା ଯୋଗୁ କମ୍ପାନୀ ୨୦୨୬ରେ ଏହାର ଆଇପିଓ (ପ୍ରାରମ୍ଭିକ ପବ୍ଲିକ୍‌ ଅଫରିଂ) ଲଞ୍ଚ କରିବ ନାହିଁ।…

ଗଣତନ୍ତ୍ରର ରାଜତନ୍ତ୍ରୀକରଣ

ଗତ ଜୁଲାଇରେ ବିହାର ରାଜ୍ୟ କିନ୍ନର ଜନମଙ୍ଗଳ ସମିତି ସେହି ସମାଜର ମଙ୍ଗଳ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଶେଷ ଅବଦାନକୁ ସ୍ବୀକୃତି ଦେଇ ତାଙ୍କର ଏକ…

କଠୋର ଆଭିମୁଖ୍ୟ

ସପ୍ତାହେ ମଧ୍ୟରେ ୪ଜଣ ବରିଷ୍ଠ ଅଧିକାରୀଙ୍କୁ ସେମାନଙ୍କର ମୂଳ କ୍ୟାଡରକୁ ଫେରାଇ ଦିଆଯିବା ଏକ ଉଲ୍ଲେଖନୀୟ ଘଟଣା। ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଏକ ବର୍ଦ୍ଧିତ ‘କୁଲିଂ-ଅଫ୍‌’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?