ଏଇ ଭାରତରେ

ଶିକ୍ଷାଦାନ ସହ ପିଲାମାନଙ୍କୁ ହ୍ବାଟ୍ସଆପ୍‌ ମାଧ୍ୟମରେ କୃଷି ସମ୍ପର୍କରେ ପ୍ରଶିକ୍ଷଣ ଦେଉଛନ୍ତି କେରଳର ଶିକ୍ଷକ ସରିତା ବିଜୟ କୁମାର। ତାଙ୍କୁ ବର୍ତ୍ତମାନ ବୟସ ୪୪। ପିଲାମାନେ ଲକ୍‌ଡାଉନ୍‌ରେ ଘରେ ରହିଥିତ୍ବାରୁ ସେମାନଙ୍କୁ ହ୍ବାଟ୍ସଆପ୍‌ ମାଧ୍ୟମରେ ଶିକ୍ଷା ଦେବାର ଏହା ପ୍ରକୃଷ୍ଟ ସମୟ ବୋଲି ଭାବି ସେ ଏହି ପ୍ରୟାସ ଆରମ୍ଭ କରିଛନ୍ତି। ସେ କୋଚିର କାକ୍କାନାଡାସ୍ଥିତ ମାର୍‌ ଥୋମା ପବ୍ଲିକ ସ୍କୁଲ୍‌ରେ ହିନ୍ଦୀ ଶିକ୍ଷକ। ନବମ ଶ୍ରେଣୀର ୩୫ ଜଣ ପିଲାଙ୍କୁ ନେଇ ହ୍ବାଟ୍ସଆପ ଗ୍ରୁପ୍‌ ଖୋଲି ସେଥିରେ ଜୈବିକ କୃଷି ସମ୍ପର୍କରେ ଶିକ୍ଷା ଦେଉଛନ୍ତି। ଗତ ଦଶ ବର୍ଷ ହେବ ସରିତା ସ୍କୁଲରେ ପିଲାମାନଙ୍କ ସହଯୋଗରେ ବିଭିନ୍ନ ପରିବା ଓ ଫଳ ଚାଷ କରି ଆସୁଛନ୍ତି। ପ୍ରତିଦିନ ନବମ ଓ ଦଶମ ଶ୍ରେଣୀର ପିଲାମାନଙ୍କ ଲାଗି ଗୋଟିଏ ପିରିୟର୍ଡ କୃଷି କାର୍ଯ୍ୟ ପାଇଁ ରଖାଯାଇଛି। ସେ ପିଲାମାନଙ୍କୁ ଅନ୍‌ଲାଇନରେ ପଢାଇବା ପରେ ଦୈନିକ ୨ ଘଣ୍ଟା ଘର ବଗିଚାରେ କାର୍ଯ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୃଜନଶୀଳତାର ପରିଭାଷା

ଗୋଟିଏ ରାଷ୍ଟ୍ରର ସାର୍ବଭୌମତ୍ୱର ସୁରକ୍ଷା ଓ ରାଷ୍ଟ୍ରର ନିର୍ମାଣ ନିମନ୍ତେ ସମ୍ପତ୍ତି ଏବଂ ସାମରିକ ଶକ୍ତିର ଆବଶ୍ୟକତା ରହିଛି। କିନ୍ତୁ ଏହା ଗୋଟିଏ ଜାତିର ଅନ୍ତର୍ନିହିତ ଶକ୍ତି…

ଫୁଲ ବଜାର ଅଭାବ

ଓଡ଼ିଶା ପାଖରେ ପ୍ରଚୁର ପରିମାଣର ବିଭିନ୍ନ ଖଣିଜ ଦ୍ରବ୍ୟ ଗଚ୍ଛିତ ଅଛି। ହେଲେ ଆମେ ଏ ପର୍ଯ୍ୟନ୍ତ ଶିଳ୍ପ ବିକଶିତ ରାଜ୍ୟ ହୋଇପାରିନାହୁଁ। ଅବଶ୍ୟ ଖଣିଜ ଦ୍ରବ୍ୟ…

ଜିଦିରୁ ବଢ଼ୁଛି ଉତ୍ତେଜନା

ଇରାନ୍‌ ସହ ଶାନ୍ତିଚୁକ୍ତି ବିଳମ୍ବ ହେବା ଦେଖି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କ୍ଷୁବ୍ଧ ହୋଇ ତେହରାନ ଉପରେ ପୁନଶ୍ଚ ଆକ୍ରମଣ କରିବେ ବୋଲି କିଛିଦିନ ହେବ…

ଏଇ ଭାରତରେ

ଅଶୋକ ଗୁପ୍ତାଙ୍କ ବୟସ ୨୧। ହେଲେ ପରିବେଶ ସମ୍ପର୍କିତ ଉନ୍ନତ ବିଚାର ତାଙ୍କୁ ସମାଜରେ ଭିନ୍ନ ପରିଚୟ ଦେଇଛି। ସେ ଉତ୍ତରପ୍ରଦେଶର ମନୋରମା ନଦୀକୁ ସଫା କରିପାରିଛନ୍ତି।…

ପିଲାଶୂନ୍ୟ ପଡ଼ିଆ

ଖେଳ ପଡ଼ିଆ ଆଜିକାଲି ମେଲା ପଡୁଛି। କେଉଁଠି ଘାସ ଉଠି ଗଲାଣି ତ କେଉଁଠି ଅନାବାନା ଗଛପତ୍ରରେ ଅସନା ହୋଇଗଲାଣି। ଯେଉଁଠି ପିଲାଙ୍କର ଗହଳଚହଳ ଲାଗି ରହୁଥିଲା…

ବଳିପଡ଼ୁଛନ୍ତି ବିଦ୍ୟାର୍ଥୀ

ଡାକ୍ତରୀ ପ୍ରବେଶିକା ପରୀକ୍ଷା ଏନ୍‌ଇଇଟି-ୟୁଜି ୨୦୨୬ରେ ବ୍ୟାପକ ଦୁର୍ନୀତି ହୋଇଛି ବୋଲି ଦେଶସାରା ‘ଘୋ’ ସୃଷ୍ଟି ହୋଇଥିବା ବେଳେ ସୁପ୍ରିମକୋର୍ଟ ୨୫ ମେ’ରେ ପରୀକ୍ଷା ପରିଚାଳନା କରିଥିବା…

ଭାରତର ବିକାଶ ଯାତ୍ରା

ଯେତେବେଳେ ମୁଁ ତିରୁପ୍ପୁରର ଏକ ବିଦ୍ୟାଳୟରେ ପଢୁଥିବା ଜଣେ ଛୋଟ ବାଳକ ଥିଲି, ସେତେବେଳେ ଆମ ଦେଶକୁ ନେଇ ମୋ ମନରେ ଅନେକ ସ୍ବପ୍ନ ଥିଲା। ମୋ…

ସାହିତ୍ୟରେ ଶସ୍ତା ରାଜନୀତି

ହଁଆଜ୍ଞା, ଅକବି ଓ ଅଲେଖକ ପ୍ରବଳ! ଚିନ୍ତାରେ କବି ଓ ଲେଖକକୁଳ। ସବଳ ଡମ୍ଫା,ଡହରା,ଟାଉଟର। ଦୁର୍ବଳ, ସ୍ରଷ୍ଟା, ସାଧକ, କଳାକାର। କବିବର ରାଧାନାଥ ରାୟଙ୍କ କାଳଜୟୀ କବିତାଂଶ;…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri