ଏଇ ଭାରତରେ

ଚିଠି ଲେଖି ଭଗବାନଙ୍କ ନିକଟରେ ଗୁହାରି କରୁଛନ୍ତି ଯୁବତୀ। ମଧ୍ୟପ୍ରଦେଶର ମଣ୍ଡସୌରରେ ଥିବା ପଶୁପତିନାଥ ମହାଦେବଙ୍କ ଦାନବାକ୍ସରୁ ମିଳିଛି ଏମିତି କିଛି ପତ୍ର ଯାହାକୁ ପଢିଲେ ଆଶ୍ଚର୍ଯ୍ୟ ଲାଗିବା ସ୍ବାଭାବିକ। ଏଠାରେ ଦାନବାକ୍ସ ଖୋଲିବା ବେଳକୁ ସାଦାକାଗଜରେ ଲେଖାଥିବା କିଛି ପତ୍ର ଦେଖିବାକୁ ମିଳିଥିଲା। ଏସବୁ ଖୋଲି ପଢ଼ିବା ପରେ ଜଣାପଡିଥିଲା କି ଜଣେ ଯୁବତୀ ଭଗବାନଙ୍କୁ ଲେଖିଥିଲେ, ‘ଭଗବାନ ମୋ ବାହାଘର ‘ପବନ’ ନାମକ ଯୁବକ ସହ କରାଇ ଦିଅନ୍ତୁ।’ ଅନ୍ୟଜଣେ ନିଜ ଭାଇଙ୍କ ବାହାଘର ପାଇଁ ମହାଦେବଙ୍କୁ ଚିଠି ଲେଖି ଦାନବାକ୍ସରେ ପକାଇ ଦେଇଥିଲେ। ସେମିତି ଆଉ ଜଣେ ଯୁବତୀ ଲେଖିଥିଲେ, ‘ହେ ଭଗବାନ ମୋ ବାପା ମୋ କଥାରେ ରାଜି ହୋଇଯାଆନ୍ତୁ ଆଉ ମୋ ବାହାଘର ଶୀଘ୍ର ହୋଇଯାଉ।’ ଠାକୁରଙ୍କୁ ମିଳିଥିବା ଦାନ ସହ ଏସବୁ ଚିଠି ଆସିଥିଲା ଚର୍ଚ୍ଚାକୁ। ଏବେ କେତେକ ଭକ୍ତ ନିଜ ମନସ୍କାମନା ପୂରଣ ପାଇଁ ମହାଦେବଙ୍କ ଦାନବାକ୍ସରେ ଏଭଳି ପତ୍ର ଲେଖି ପକାଉଥିବା କହନ୍ତି ମନ୍ଦିର ପରିଚାଳକ। ଏହି ମନ୍ଦିରକୁ ଦେଶ ତଥା ଦେଶ ବାହାରୁ ଅନେକ ଭକ୍ତ ପରିଦର୍ଶନରେ ଆସି ଅର୍ଥ ଦାନ କରିଥାଆନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଆସାମର ମୋରିଗାଁ ଜିଲାର ସବୁ ସ୍କୁଲରେ ପିଲାଙ୍କୁ ଖୋ ଖୋ ପ୍ରତି ଆକୃଷ୍ଟ କରିବାରେ ପ୍ରମୁଖ ଭୂମିକା ନେଇଛନ୍ତି ଅନ୍ଧୁରାମ ଦାସ। ଏବେ ତାଙ୍କୁ ବୟସ ୮୫।…

ବିପଜ୍ଜନକ ଆହ୍ବାନ

ନିକଟରେ ସିଙ୍ଗାପୁରରେ ଅନୁଷ୍ଠିତ ଶାଙ୍ଗ୍ରି-ଲା ଡାଇଲଗ୍‌ ବା ଏସିଆ ସୁରକ୍ଷା ଶିଖର ସମ୍ମିଳନୀରେ ଆମେରିକାର ପ୍ରତିରକ୍ଷା ସଚିବ ପିଟ ହେଗ୍‌ସେଥ୍‌ ଯୋଗଦେଇଥିଲେ। ସେ ଆମେରିକାର ଏସୀୟ ସହଯୋଗୀ…

ଗାଁ କଳି ଥାନାମୁହାଁ

ଆଉ ଗାଁ ହୋଇ ନାହିଁ। ଗାଁର ଶାନ୍ତ ସୁନ୍ଦର ପରିବେଶ ଆଜି ଅଶାନ୍ତ ଓ ବିଶୃଙ୍ଖଳିତ। ରାଜନୀତିର ପ୍ରାବଲ୍ୟ, ନିଶାଗ୍ରସ୍ତ ଲୋକଙ୍କ ଦୌରାତ୍ମ୍ୟ ସର୍ବୋପରି ଚୋର, ଖଣ୍ଟ…

ଭଲ ମଣିଷ ଖୋଜା ଚାଲିଛି

ଏକ ଓଡ଼ିଆ ମଞ୍ଚ ନାଟକର ଉପରୋକ୍ତ ନାମକରଣ ବେଶ୍‌ ତାତ୍ପର୍ଯ୍ୟପୂର୍ଣ୍ଣ। ପୃଥିବୀରେ ମଣିଷ ସଂଖ୍ୟା ସିନା ବଢି ଚାଲିଛି ହେଲେ ଭଲ ମଣିଷଙ୍କ ସଂଖ୍ୟା କ୍ରମଶଃ ହ୍ରାସ…

ପଖିଆ

‘ପଖିଆ’ କହିଲେ କ’ଣ ଓ କାହାକୁ ବୁଝାଏ, ଏ କଥା ଆଜି କାଲିର ପିଲାମାନେ ଜାଣିପାରିବେନି କି କହିପାରିବେନି l କିନ୍ତୁ ଏହା ଏକ ଅତ୍ୟାବଶ୍ୟକ ବସ୍ତୁ…

ଜଳବାୟୁ ସୁରକ୍ଷା-ଜୀବନ ରକ୍ଷା

ବାୟୁମଣ୍ଡଳ, ବାରିମଣ୍ଡଳ ଏବଂ ଭୂମଣ୍ଡଳର ଉପସ୍ଥିତି ତଥା ଏକ ସ୍ଥିର ସବୁଜଗୃହ ପ୍ରଭାବର କାର୍ଯ୍ୟକାରିତା ହେତୁ ପୃଥିବୀର ଜଳବାୟୁ ଅନ୍ୟ ଗ୍ରହମାନଙ୍କ ତୁଳନାରେ ଅନନ୍ୟ। ଏତଦ୍‌ବ୍ୟତୀତ, ସୂର୍ଯ୍ୟଙ୍କଠାରୁ…

ଆତ୍ମ ପ୍ରତାରଣା

ମାତ୍ର ୧୦ ବର୍ଷ ତଳେ ଭାରତର ସୋସିଆଲ ମିଡିଆ ମ୍ୟାକ୍‌ଲେ-ପୁତ୍ର (ପାଶ୍ଚାତ୍ୟ ସଂସ୍କୃତି ଆପଣାଇଥିବା ଭାରତୀୟ) ଏବଂ ପ୍ରେସ୍‌ଟିଚ୍ୟୁଟ୍ସ (ଭ୍ରଷ୍ଟ ଗଣମାଧ୍ୟମ) ଭଳି ଅପମାନଜନକ ଶବ୍ଦ ବହୁଳ…

ଝିଅ ଜନ୍ମ: ଏକ ତପସ୍ୟା

ରାସ୍ତାକଡ଼ର ଜରି ଗୋଟାଳି ଝିଅର ମନଭାବ କିମ୍ବା ତା’ ଭୋକର ଦାଉକୁ କେବେ ବୁଝିଛନ୍ତି କି? ସମ୍ଭବତଃ ନା। କାହିଁକି ନା ଆମେ ଏହାକୁ ଅତି ସାଧାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri