ଏଇ ଭାରତରେ

ଟେକ୍‌ନୋଲୋଜିର ଏବେ ବ୍ୟାପକ ବିକାଶ ହେଉଛି ଓ ନୂଆ ନୂଆ ଉପତ୍ାଦ ବି ସାମ୍ନାକୁ ଆସୁଛି। ଏଗୁଡ଼ିକର ବ୍ୟବହାର ଯୋଗୁ ବହୁ ବର୍ଜ୍ୟ ବହାରୁଛି, ଯାହା ପରିବେଶ ପାଇଁ ଅତ୍ୟନ୍ତ କ୍ଷତିକାରକ। ତେବେ ଏଭଳି ସମସ୍ୟା ଦୂର କରିବା ଲାଗି ପୁଣେର ଅନିଶ ମାଲ୍‌ପାନିଙ୍କ ପ୍ରୟାସ ପ୍ରଶଂସନୀୟ। ଇଲେକ୍‌ଟ୍ରୋନିକ୍ସ ବର୍ଜ୍ୟର ସଦୁପଯୋଗ କରି ସେ ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି। ସେ ରିସାଇକେଲ୍‌ଡ ଚିପ୍ସ ପ୍ୟାକେଟର ଉପଯୋଗ କରି ସନ୍‌ଗ୍ଲାସ୍‌ ତିଆରି କରୁଛନ୍ତି। ଏହା ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ। ଅନିଶ ତାଙ୍କ ଦ୍ୱାରା ପ୍ରତିଷ୍ଠା ହୋଇଥିବା ‘ଅକ୍ଷୟ ଲାବ୍‌’ ମାଧ୍ୟମରେ ଏହା କରୁଛନ୍ତି। ସେ ୩ ମାସ ମଧ୍ୟରେ ୫୦୦ ସନ୍‌ଗ୍ଲାସ୍‌ ବିକ୍ରି କରିଥିଲେ। ଏବେ ସୁଦ୍ଧା ଅନିଶ ୧,୦୦୦ରୁ ଊର୍ଦ୍ଧ୍ୱ ୟୁନିଟ୍‌ ବିକ୍ରି କରିସାରିଲେଣି। ତାଙ୍କର ଏହି ପଦକ୍ଷେପ ବର୍ଜ୍ୟ ପରିଚାଳନାକୁ ଏକ ନୂଆ ଦିଗ ଦେଖାଇଛି। ତାଙ୍କୁ ଏଥିପାଇଁ ବି ପୁରସ୍କୃତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜନସଂଖ୍ୟା ଓ ଜଳବାୟୁ

ପୃଥିବୀରେ ମଣିଷ ବଞ୍ଚିବା ନିମନ୍ତେ ସୁସ୍ଥ ଜଳବାୟୁର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ପ୍ରକୃତି ରାଣୀର ବରଦାନ ଅନୁସାରେ ମଣିଷ ଏହି ପୃଥିବୀରେ ନିଜର ଜୀବନ ଅତିବାହିତ କରିପାରୁଛି।…

ଏଇ ଭାରତରେ

ଭାରତର ବିଭିନ୍ନ ସହର ଅଧୀନ ବସ୍ତିରେ ରହୁଥିବା ପିଲାମାନେ ଶିକ୍ଷାରୁ ବଞ୍ଚତ୍ତ ହେଉଛନ୍ତି। ସେମାନେ ପ୍ରାୟତଃ ଶ୍ରମିକ ଶ୍ରେଣୀ ପରିବାରର ହୋଇଥିବାରୁ ସେମାନଙ୍କ ଶିକ୍ଷା ଉପରେ ମାତାପିତା…

ରାଜନୈତିକ ପ୍ରତାରଣା

ବିଭିନ୍ନ ସମୟରେ ରାଜନୈତିକ ଦଳ ଜନତାଙ୍କୁ ଅନେକ ପ୍ରତିଶ୍ରୁତି ଦେଇଥାନ୍ତି। ନିର୍ବାଚନୀ ଇସ୍ତାହାର ଜରିଆରେ ଓ ପରବର୍ତ୍ତୀ ସମୟରେ କ୍ଷମତାସୀନ ଦଳ ଭାବେ ପ୍ରତିଶ୍ରୁତି ଦିଅନ୍ତି। କିନ୍ତୁ…

ଲୋଭ ଘାରୁଛି

କ୍ଷମତା ଓ ସମ୍ପତ୍ତି ଲୋଭ ମଣିଷ ଜାତିକୁ ଆଦିମ ଯୁଗରୁ ହନ୍ତସନ୍ତ କରିଆସିଛି। ଅଧିକ ଜମି ପାଇବା ପାଇଁ ବିଶ୍ୱବ୍ୟାପୀ ରାଜା ମହାରାଜାମାନେ ଯୁଗଯୁଗରୁ ଯୁଦ୍ଧ କରିଆସୁଥିଲେ।…

ଏଇ ଭାରତରେ

କେରଳର ଗିରିଜା କୁମାରୀ ମଧୁ ସ୍ନାୟବିକ ସମସ୍ୟା ଓ ମାନସିକ ଅନଗ୍ରସର ପିଲାଙ୍କ ଉନ୍ନତି ପାଇଁ କାର୍ଯ୍ୟ କରୁଛନ୍ତି। ସେ ରହୁଛନ୍ତି ଆଲପୁଝା ଜିଲା ଥାମାରାକୁଲାମ୍‌ରେ। ଗିରିଜା…

ରଜପର୍ବ

ରଜପର୍ବ ପ୍ରତି ବର୍ଷ ଜ୍ୟେଷ୍ଠ ମାସରେ ପଡ଼ିଥାଏ। ସୃତି ଅଛି ବସୁଧା ମା’ ବର୍ଷକରେ ଥରେ ରଜସ୍ବଳା ହୁଏ। ଆମ ପରମ୍ପରା ସଂସ୍କୃତିର ଏହା ଏକ ଅଙ୍ଗ,…

ଆସନ୍ତାକାଲି କିଏ ଦେଖିଛି

ଗତ କିଛିବର୍ଷ ହେବ ଶାସକଶ୍ରେଣୀ ତରଫରରୁ ପ୍ରତି ମୁହୂର୍ତ୍ତରେ ପ୍ରଚାର କରାଯାଉଛି ଯେ ୨୦୪୭ରେ ଭାରତ ବିକଶିତ ରାଷ୍ଟ୍ର ଏବଂ ୨୦୩୬ରେ ଓଡ଼ିଶା ବିକଶିତ ରାଜ୍ୟ ହେବ।…

ସମ୍ଭାବ୍ୟ ଶାନ୍ତି

ଶେଷରେ ଇରାନ ସହ ଆମେରିକା-ଇସ୍ରାଏଲର ଯୁଦ୍ଧ ମଧ୍ୟରେ ସବୁଠାରୁ ବଡ଼ ପ୍ରତୀକ୍ଷିତ କୂଟନୈତିକ ସଫଳତା ମିଳିଛି, ଯେଉଁଥିରେ ଆମେରିକା ଏବଂ ଇରାନ ସେମାନଙ୍କ ଅସ୍ତ୍ରବିରତିକୁ ୬୦ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri