ଏଇ ଭାରତରେ

ଆହତ ପ୍ରାଣୀଙ୍କ ପାଇଁ ଦେବଦୂତ ସାଜିଛନ୍ତି ଅଦିତି ନାୟର। ସେ ମାଇଁପଲ୍‌ କ୍ଲବ୍‌ ଏନଜିଓ ଗଠନ କରି ରାସ୍ତାରେ ଆହତ ହେଉଥିବା ପ୍ରାଣୀମାନଙ୍କ ଚିକିତ୍ସା କରୁଛନ୍ତି। ଆହତ ବିଲେଇ, କୁକୁର, ପକ୍ଷୀ, ଗଧ ଓ ଗାଈମାନଙ୍କୁ ଚିକିତ୍ସା ଦେଇ ସୁସ୍ଥ କରିବା ପରେ ସେମାନଙ୍କୁ ପୋଷ୍ୟ ଭାବେ ଗ୍ରହଣ କରିବାର ବ୍ୟବସ୍ଥା ବି କରିଛନ୍ତି। ଲୋକେ ଏଭଳି ୩୦୦୦ ପ୍ରାଣୀଙ୍କୁ ନେଇ ଘରେ ପାଳିଛନ୍ତି। ୨୦୧୦ରେ ଏମବିଏ ଡିଗ୍ରୀ କରୁଥିବା ସମୟରେ ଅଦିତି ଠାଣେର କିଛି ଲୋକଙ୍କୁ ନେଇ ପ୍ରଥମେ ପ୍ରାଣୀ ସେବା ଆରମ୍ଭ କରିଥିଲେ। ପରେ ୨୦୧୪ରେ ସେ ମାଇଁପଲ କ୍ଲବ ଗଠନ କରିଥିଲେ। ୨୦୧୭ରେ ସେ ଏକ ମୋବାଇଲ ମେଡିକାଲ ୟୁନିଟ ଆରମ୍ଭ କରିଥିଲେ। ଏଥିରେ ଆମ୍ବୁଲାନ୍ସରେ ଭେଣ୍ଟିଲେଟର ଓ ଚିକିତ୍ସା ଉପକରଣ ରଖାଯାଇଛି। ଟିମରେ ପାରା ଭେଟେରିନାରି କର୍ମୀ, ଡ୍ରାଇଭର ରହୁଛନ୍ତି। ତିନୋଟି ଆମ୍ବୁଲାନ୍ସରେ ୧୭ ଜଣ ରହନ୍ତି। ଦିନକୁ ୪୫ରୁ ୫୦ ପ୍ରାଣୀଙ୍କ ହିସାବରେ ମାସକୁ ପ୍ରାୟ ୧୦୦୦ ପ୍ରାଣୀଙ୍କ ଚିକିତ୍ସା କରୁଛନ୍ତି। ଏବେ ସୁଦ୍ଧା ଅଦିତି ଓ ତାଙ୍କ ଟିମ୍‌ ୪୦,୦୦୦ ପ୍ରାଣୀଙ୍କ ଚିକିତ୍ସା କରିସାରିଲେଣି। ତାଙ୍କ ଟିମରେ ୧୭ ଜଣ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୃଜନାମତ୍କ ସାରସ୍ବତ ସାଧନା

ସରକାରୀ ଚାକିରି ଜୀବନ ଆରମ୍ଭରେ ବିଶ୍ୱବିଦ୍ୟାଳୟର ଜଣେ ଅଧ୍ୟାପକ ଓ ଜଣେ ଆଇଏଏସ୍‌ ଅଫିସରଙ୍କ ବେତନ ପ୍ରାୟତଃ ସମାନ ରହିଥାଏ। କିନ୍ତୁ ପ୍ରଶ୍ନ ଉଠେ, ଆଇଏଏସ୍‌ ଅଫିସର…

ଦୁରାରୋଗ୍ୟ ସଂରକ୍ଷଣ ବ୍ୟାଧି

ମୁଁ କେବେ ଡାକ୍ତର ହୋଇପାରିବିନି, କାରଣ ମୋ ଦୁର୍ଭାଗ୍ୟକୁ ମୁଁ ତଥାକଥିତ ଉଚ୍ଚ ଜାତିରେ ଜନ୍ମ ନେଇଛି। ସଂରକ୍ଷଣ ଭିତ୍ତିରେ ସରକାରୀ କୋଟାରେ ପାଠ ପଢ଼ିବାକୁ ମୋର…

ଏଠାର ପୋଲିସ ସେଠାରେ

କେନ୍ଦ୍ର ଓ ରାଜ୍ୟ ଏବଂ ରାଜ୍ୟ-ରାଜ୍ୟ ମଧ୍ୟରେ ଉତ୍ତମ ସମ୍ପର୍କ ବଜାୟ ରଖିବା ଦିଗରେ ସଂଘୀୟ ବ୍ୟବସ୍ଥା ପ୍ରମୁଖ ଭୂମିକା ନିର୍ବାହ କରିଥାଏ। ହେଲେ ଭାରତରେ ଏହା…

ଯୋଗ ବିୟୋଗର କାହାଣୀ

ସାମାଜିକ ସଂରଚନାରେ ମଧ୍ୟବିତ୍ତ ଶ୍ରେଣୀ ଏପରି ଏକ ଅଦୃଶ୍ୟ ସେତୁ, ଯିଏ ଗରିବର ଅଭାବ ଏବଂ ଧନୀର ବୈଭବ ମଝିରେ ନିଜକୁ ସନ୍ତୁଳିତ ରଖିବାକୁ ଆପ୍ରାଣ ଚେଷ୍ଟା…

କେବଳ ରାଜନୈତିକ ବିଜୟ ନୁହେଁ, ବିକାଶର ଉଦ୍‌ଘୋଷ

ସଦ୍ୟ ୪ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ପୁଡୁଚେରୀରେ ସମାପ୍ତ ହୋଇଥିବା ନିର୍ବାଚନ ଏବଂ ସୋମବାର ପ୍ରକାଶିତ ହୋଇଥିବା ଏହାର ଫଳାଫଳ ଭାରତୀୟ ଗଣତାନ୍ତ୍ରିକ ଇତିହାସରେ…

ନେତା ମତଦାତା

ପୂର୍ବରୁ ଥିଲା ମୁଖ୍ୟମନ୍ତ୍ରୀ ପ୍ରାର୍ଥୀଙ୍କ ନାମ ଓ ମୁହଁ ଜଣା ନ ପଡ଼ିଲେ ବିଧାନସଭା ନିର୍ବାଚନ ଲଢ଼ିବା କଷ୍ଟକର। ଏଥିସହିିତ ସବୁବେଳେ କୁହାଯାଉଥିଲା ‘ବିକଳ୍ପ କିଏ’। ଇଂଲିଶ୍‌ରେ…

ଏଇ ଭାରତରେ

ଜଳବାୟୁ ପରିବର୍ତ୍ତନ ସଙ୍କଟ ଗମ୍ଭୀର ହେବାରେ ଲାଗିଛି। ପ୍ରାକୃତିକ ବିପର୍ଯ୍ୟୟର ତୀବ୍ରତା ବୃଦ୍ଧି ପାଉଥିବାବେଳେ କୃଷି ଓ ଜୀବନ ଜୀବିକା ପ୍ରଭାବିତ ହେଉଛି। ଏହାକୁ ନେଇ ଜାତୀୟ…

ଶେଷ ଧାଡ଼ିର ସ୍ବର

ଜଣେ ସରଳ, ଆଦିବାସୀ ମଣିଷର ବ୍ୟାଙ୍କକୁ ‘ଗୁହାରି’ ସାରା ବିଶ୍ୱକୁ ଚକିତ କଲା। ନିଜ ମୃତ ଭଉଣୀର ଖାତାରେ ଥିବା ଟଙ୍କା ଉଠାଣ ପାଇଁ କେତେଥର ବ୍ୟାଙ୍କକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri