ଏଇ ଭାରତରେ

ପରିବାର ସଦସ୍ୟଙ୍କ ସହ ଶିକାରକୁ ଯାଉଥିବା ପିଲାଟିର ମନରେ ବିରାଟ ପରିବର୍ତ୍ତନ ଆସିବା ପରେ ସେ ଆଉ ଶିକାର ନ କରି ପ୍ରାଣୀମାନଙ୍କ ଉଦ୍ଧାର କାର୍ଯ୍ୟରେ ଲାଗିପଡ଼ିଛନ୍ତି। ସେ ହେଉଛନ୍ତି ନାଗାଲାଣ୍ଡର ରୁଭୌତୋ ବେଲ୍‌ହୋ। ୨୦୦୩ରୁ ସେ ଏହି କାର୍ଯ୍ୟରେ ଲାଗିଛନ୍ତି। ଗୋଟିଏ ବିରଳ ପ୍ରଜାତିର ପକ୍ଷୀ ଶିକାର କରିବା ପରେ ସେ ଆଉ ଏହି କାର୍ଯ୍ୟ ନ କରିବାକୁ ପ୍ରତିଶ୍ରୁତିବଦ୍ଧ ହୋଇଥିଲେ। କେବଳ ସେତିକି ନୁହେଁ, ବେଲ୍‌ହୋ ଉଦ୍ଧାର କରୁଥିବା ପଶୁପକ୍ଷୀଙ୍କ ଚିକିତ୍ସା ଖର୍ଚ୍ଚ ନିଜେ ବହନ କରୁଛନ୍ତି। ସେମାନଙ୍କୁ ଚିକିତ୍ସା ପରେ ପୁନର୍ବାର ଜଙ୍ଗଲରେ ଛାଡ଼ିଦେଇଆସୁଛନ୍ତି। ସେ ଘରେ ମଧ୍ୟ ବିଲୁପ୍ତ ହୋଇଯାଉଥିବା ୬୦ଟି ପ୍ରଜାତିର ପଶୁ ଓ ପକ୍ଷୀ ରଖିଛନ୍ତି। ଏଥିପାଇଁ ୧ ଏକର ଜମିରେ ଘର କରି ତାହାକୁ ଏକ ମିନି ଚିଡ଼ିଆଖାନା କରିଛନ୍ତି। ସେଠାରେ ଅଛନ୍ତି ବିଭିନ୍ନ ବିରଳ ପ୍ରଜାତିର ବଗ, ପେଚା, ମାଙ୍କଡ଼, ଶୁଆ, ହରିଣ, ଚିତାବାଘ ଓ ଭାରତର କଳା କଇଁଛ ।
ଲୋକମାନଙ୍କୁ ଦେଖିବା ଲାଗି ସୁଯୋଗ ଦେଉଛନ୍ତି। ସବୁଠୁ ବଡ଼ କଥା ହେଉଛି, ଲୋପ ପାଇଯାଉଥିବା ଏହିସବୁ ପ୍ରଜାତିର ଜୀବଙ୍କ ପାଇଁ ସେ ସ୍ବତନ୍ତ୍ର ଯତ୍ନ ନେଉଛନ୍ତି। ଏବେ ସେ ଆଉ ଏକ ଜମି କିଣି ତାଙ୍କ ମିନି ଚିଡ଼ିଆଖାନାକୁ ବଢ଼ାଇବା ଲାଗି ଯୋଜନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଆନ୍ଧ୍ରପ୍ରଦେଶ ଏନ୍‌ଟିଆର୍‌ ଜିଲାର ଜି. ଶ୍ରୀନିବାସ ରେଡ୍ଡୀ ଏକ ନୂଆ କ୍ୟୁଆର୍‌ କୋଡ୍‌ ତିଆରି କରିଛନ୍ତି। କେହି ଯାତ୍ରା କରୁଥିବା ସମୟରେ ଏହି କ୍ୟୁଆର୍‌ ସ୍କାନ୍‌ କଲେ…

ସ୍ବାଧୀନତାର ମଣିଷ

ହାଯାଏ, ମଣିଷକୁ ସ୍ବାଧୀନତା ଦିଆଯାଇଛି। ମଣିଷ ସ୍ବାଧୀନ। ପୁଣି ସେହି ସ୍ବାଧୀନତାର ମର୍ମ ଉପଲବ୍ଧି କରି ସେ କର୍ମ ସମ୍ପାଦନ କଲେ ତା’ର ଜୀବନ ଠିକ୍‌ ବାଟରେ…

ଜନ ଆନ୍ଦୋଳନକୁ ଜନାର୍ଦ୍ଦନ ସାହା

ପଜିଲାପାଳଙ୍କ ଜନଶୁଣାଣିକୁ ନାପସନ୍ଦ କଲେ ଦେବଗଡ଼ ବାରକୋଟ ପଞ୍ଚାୟତବାସୀ, କାର୍ଯ୍ୟାଳୟରେ ତାଲା ପକେଇଲେ। ଦେଢ଼ କିଲୋମିଟର ରାସ୍ତା ଧୂଳି ଉଡିବାରେ ଜୀବନଯାତ୍ରା ବେହାଲ ହେବାରୁ ଅଭିଯାନ ଆରମ୍ଭ…

ଭାରତ କ’ଣ ପାଇଲା

ଜୁନ୍‌ ୧୭ରେ ଏକ ଖବର ପ୍ରକାଶ ପାଇଥିଲା, ଆମେରିକା ଇଣ୍ଡୋ-ପାସିଫିକ କମାଣ୍ଡର ନାମ ବଦଳାଇ ପୁଣିଥରେ ‘ପାସିଫିକ କମାଣ୍ଡ’ କରିଦେଇଛି। କଶ୍ମୀରର ଏକ ଭୁଲ୍‌ ମାନଚିତ୍ର ସହିତ…

ଝାଡୁ ଓ କଲମ

ତାକୁ ଗୋଟେ କୋଣକୁ କିଆଁ ଫୋପାଡ଼ିଦେଲ? ସିଏ ତୁମ ଘରଦ୍ୱାର ସଫା କରିଦେଲା। ତୁମ ଘର ସଫା ରହିଲାରୁ ଲକ୍ଷ୍ମୀ ବିଜେ କଲେ। ଧନଧାନ୍ୟରେ ଘର ପୂରିଉଠିଲା।…

ଦୁଇ ବର୍ଷର ଅବିସ୍ମରଣୀୟ ବିକାଶ ଯାତ୍ରା

ଆଜି ଦିନଟି ଆଧୁନିକ ଓଡ଼ିଶାର ରାଜନୈତିକ ଚିତ୍ରପଟରେ ସବୁଦିନ ପାଇଁ ସ୍ବର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇ ରହିବ। ବୋଧହୁଏ, ଆଜି ପର୍ଯ୍ୟନ୍ତ କୌଣସି ରାଜ୍ୟର ସଫଳତା ପାଳନ କରିବା…

ସ୍ମାର୍ଟ କୂଟନୀତି

ସମ୍ପ୍ରତି ଭାରତୀୟ ବୈଦେଶିକ ସେବା (ଆଇଏଫ୍‌ଏସ୍‌)କୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମାଲୋଚନା ହେଉଛି ଏକ ନିରାଶାର ଅଭିବ୍ୟକ୍ତି। ଏଥିରୁ ଏକ ସ୍ପଷ୍ଟ ସତର୍କ ବାର୍ତ୍ତା ମିଳେ…

ଏଇ ଭାରତରେ

ଚାଇନା ବିଶ୍ୱରେ ଏକ ପ୍ରମୁଖ କାଗଜ ଉତ୍ପାଦନ କେନ୍ଦ୍ର ହେବାର ବହୁ ପୂର୍ବରୁ ଭାରତର ଏକ ଛୋଟ ଗାଁର ହାତତିଆରି କାଗଜର ଆଦୃତି ରହିଥିଲା ଏବଂ ପୂର୍ବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri