ଏଇ ଭାରତରେ

ପ୍ରାକୃତିକ ସମ୍ପଦର କ୍ଷତି ନ କରି ଏକ ପରିବେଶ ଉପଯୋଗୀ ଘର ନିର୍ମାଣ କରିବା କଷ୍ଟକର ହେଲେ ବି ତାହା ସମ୍ଭବ ହୋଇପାରିଛି ହାଇଦ୍ରାବାଦର ଏକ ପିତା-ପୁତ୍ର ଯୋଡ଼ିଙ୍କ ଦ୍ୱାରା। ଏମାନେ ହେଉଛନ୍ତି ଏମ୍‌.ଭି. ରାମଚନ୍ଦ୍ରାଡୁ ଏବଂ ଭବାନୀ। ପିତା-ପୁତ୍ର ମିଶି ଏକ ଶିପିଂ କଣ୍ଟେନରକୁ ପରିବେଶ ଉପଯୋଗୀ ଦୁଇ ମହଲା ବିଶିଷ୍ଟ ଘର କରିପାରିଛନ୍ତି। ଶିପିଂ କଣ୍ଟେନରକୁ କାର୍ଗୋ କମ୍ପାନୀରୁ ସେମାନେ କିଣିଛନ୍ତି। ଘରକୁ ଏଭଳି ନିର୍ମାଣ କରିଛନ୍ତି ଯେ ସେଥିରେ ସୌର ଶକ୍ତି ଉପତ୍ାଦନ କରି ଆବଶ୍ୟକ ଚାହିଦା ପୂରଣ କରିପାରୁଛନ୍ତି। ଏହାବ୍ୟତୀତ ବର୍ଷକୁ ଏହି ଘରେ ୪୦,୦୦୦ ଲିଟର ବର୍ଷାଜଳ ସଂରକ୍ଷଣ କରିବାର ବ୍ୟବସ୍ଥା କରିଛନ୍ତି। ଏହି ଜଳକୁ ବଗିଚା ଓ ଅନ୍ୟ କାମରେ ବ୍ୟବହାର କରାଯାଉଛି। ୫୭ ବର୍ଷୀୟ ରାମଚନ୍ଦ୍ରାଡୁ ୩୦ ବର୍ଷ ହେଲା ପରିବେଶ ସୁରକ୍ଷା ଦିଗରେ କାର୍ଯ୍ୟ କରୁଛନ୍ତି। ସେ ଶିପିଂ କଣ୍ଟେନରରେ କରିଥିବା ଘରେ ସାଇକେଲ ରିମ୍‌, ପୁରୁଣା ଗ୍ଲାସ୍‌ ଡୋର, ପୁରୁଣା ଷ୍ଟିିଲ୍‌ ପାଇପ ଆଦି ଉପଯୋଗ ହୋଇଛି। ଭଙ୍ଗା ସେରାମିକ ମଧ୍ୟ ବ୍ୟବହାର ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ତ୍ରିପୁରା ସେପାହିଜାଲା ଜିଲାରେ ଅତ୍ୟଧିକ ବାଲ୍ୟବିବାହ ହୋଇଥାଏ। ଏବେ କିନ୍ତୁ ତାହା ବହୁ ପରିମାଣରେ କମିଯାଇଛି। ସେପାହିଜାଲା ଜିଲାପାଳ ସିଦ୍ଧାର୍ଥ ଜୟସ୍ବାଲଙ୍କ ଦ୍ୱାରା ଏହା ସମ୍ଭବ...

ସତରେ ଆମେ କ’ଣ ମଣିଷ

ତପଡ଼ାରୁ ପୁରୀ ଫେରିବା ବାଟରେ ଏକ ଅଜବ ତଥା ଭାରାକ୍ରାନ୍ତ ଅନୁଭୂତି ନେଇ ଘରକୁ ଫେରିଲି। ବିଶେଷକରି ସାତପଡ଼ାରୁ ବ୍ରହ୍ମଗିରି ମୁଖ୍ୟ ରାସ୍ତାରେ ପଲପଲ ଗାଈ,...

ଭାରତର ସାଗରକେନ୍ଦ୍ର

ସାମଗ୍ରିକ ଭାବେ ମହାକାଶ ଏବଂ ବିଶେଷକରି ଚନ୍ଦ୍ର ଓ ମଙ୍ଗଳ ଉପରେ ବିଗତ ବର୍ଷ ବର୍ଷ ଧରି ଚାଲିଛି ବିବିଧ ଗବେଷଣା। ଏବେ ସେଠାରେ ନିୟମିତ...

ଓଟ ଉପରେ ବରଫ

ଓଟକୁ ମରୁଭୂମିର ଜାହାଜ ବୋଲି କୁହାଯାଏ। ବିସ୍ତୀର୍ଣ୍ଣ ବାଲୁକା ଉପରେ ଏହି ପ୍ରାଣୀ ମାଇଲ ମାଇଲ ଯାଉଥିବାର ଦୃଶ୍ୟ ଆଖିରେ ଯେଉଁମାନେ ଦେଖି ନ ଥିବେ...

ଏଇ ଭାରତରେ

ସଶସ୍ତ୍ର ସୀମା ବଳ(ଏସ୍‌ଏସ୍‌ବି)ର ଜଣେ ପୂର୍ୱତନ ଅଧିକାରୀ ଉତ୍କୃଷ୍ଟ ପାଣ୍ଡେ। ଜୈବିକ ପଦ୍ଧତିରେ ସେ ହଳଦୀ ଏବଂ ଧାନଚାଷ କରି ବିହନ ସଂରକ୍ଷଣ କରୁଛନ୍ତି। ଉତ୍ତରପ୍ରଦେଶ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri