ଏଇ ଭାରତରେ

ଦୀପାବଳି ପାଳନ ହେଲା ସାରା ଦେଶରେ। କେଉଁଠି ପରିବେଶ ପ୍ରଦୂଷଣ ଭୟ ଯୋଗୁ ବାଣଫୁଟା ଉପରେ କଟକଣା ଲଗାଯାଇଥିବାବେଳେ କେଉଁଠି ପରିବେଶ ଉପଯୋଗୀ ଅନ୍ୟ ବ୍ୟବସ୍ଥା ସବୁ ଗ୍ରହଣ କରାଯିବା ଦେଖିବାକୁ ମିଳିଲା। ସେହି କ୍ରମରେ ଗୋବରରେ ତିଆରି ଦୀପର ବ୍ୟବହାର ନଜରକୁ ଆସିଲା ଉତ୍ତରପ୍ରଦେଶରେ। ଗ୍ରାମୀଣ ଉତ୍ତରପ୍ରଦେଶରେ ମହିଳାମାନେ ଗୋବରରେ ଦୀପ ତିଆରି କରି ବେଶ୍‌ ଭଲ ରୋଜଗାର କରିଛନ୍ତି। ଏଭଳି ଦୀପ ତିଆରି କରିବାର ବିନ୍ଧାଣୀ ହେଉଛନ୍ତି ଆଇଏଏସ୍‌ ଅଧିକାରୀ ଦୁର୍ଗା ଶକ୍ତି ନାଗପାଲ। ସେ ବନ୍ଦାର ଜିଲାପାଳ ଭାବେ ଦାୟିତ୍ୱ ନିର୍ବାହ କରୁଛନ୍ତି। ବନ୍ଦାର ଦୁର୍ଗମ ଗାଁଗୁଡ଼ିକରେ ମହିଳାମାନଙ୍କୁ ପ୍ରଶିକ୍ଷଣ ଦେଇ ଏହି ଦୀପ ତିଆରି କରିପାରିଛନ୍ତି। ଏହା ଦୀପାବଳି ବ୍ୟତୀତ ଅନ୍ୟ କାର୍ଯ୍ୟରେ ବି ବ୍ୟବହାର କରାଯାଇପାରିବ ବୋଲି କହନ୍ତି ନାଗପାଲ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଭାରତରେ ମଧ୍ୟାହ୍ନଭୋଜନର ପୌଷ୍ଟିକ ଦିଗକୁ ନେଇ ବହୁସମୟରେ ପ୍ରଶ୍ନ ଉଠୁଛି। ଏଥିପାଇଁ ପ୍ରାୟ ସବୁ ସ୍କୁଲରେ ଶିକ୍ଷକମାନେ ଚିନ୍ତାରେ ପଡ଼ୁଛନ୍ତି। ହେଲେ ନାଗାଲାଣ୍ଡ କୋହିମା ଜିଲାର ବିଶ୍ୱେମାର୍‌…

ସୁଖ ପରିଭାଷା

ଡାକ୍ତରୀ ପଢ଼ିବାକୁ ମନା କରିବା ଦ୍ବାରା ମା’ବାପାଙ୍କର ସ୍ବପ୍ନକୁ ଧୂଳିସାତ କରିଦେଇଥିଲେ ମଧ୍ୟ ନିଜ ପସନ୍ଦରେ ଫିଜିକ୍ସ ଅନର୍ସ ରଖି ପଢ଼ିବାର ସୁଯୋଗ ହାସଲ କରିପାରିଥିବାରୁ ବାପୁନ…

ତଳକୁ ଚାହିଁବା ହେଉ

ଭାରତରେ ଗଣତନ୍ତ୍ରର ଅର୍ଥ ଓ ବାସ୍ତବତା ମଧ୍ୟରେ ଥିବା ବ୍ୟବଧାନ ସାଧାରଣ ଜନତାଙ୍କୁ ବିସ୍ମିତ କରିଛି । ମୁଷ୍ଟିମେୟ ଶାସକ ଗୋଷ୍ଠୀ ପାଇଁ ଗଣତନ୍ତ୍ର ଆଜି ପାଲଟିଛି…

ସମ୍ବର ପରିବର୍ତ୍ତେ ଡାଲମା

ଅଗଷ୍ଟ ୧୫ରେ ଭାରତ ତା’ର ୮୦ତମ ସ୍ବାଧୀନତା ଦିବସ ପାଳନ କରିଛି। ପାରମ୍ପରିକ ଭାବେ ନୂଆଦିଲ୍ଲୀର ଐତିହାସିକ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶକୁ ସମ୍ବୋଧିତ କରିଛନ୍ତି।…

ଶ୍ରୀଅରବିନ୍ଦଙ୍କ ଦୃଷ୍ଟିରେ ପାରିବାରିକ ଜୀବନ

ଶ୍ରୀଅରବିନ୍ଦଙ୍କ ଅନୁସାରେ କଥିତ ପରିବାର ହେଉଛି ମଣିଷର ଜୀବନଗତ ପ୍ରକୃତିର ଏକ ଆବଶ୍ୟକ ସୃଷ୍ଟି ଯାହା ମୌଳିକ, ସାମାଜିକ ଏବଂ ଜୈବିକ ପ୍ରବୃତ୍ତିକୁ ପୂରଣ କରିବା ପାଇଁ…

ଗବେଷଣାରେ ମୌଳିକତାର ମୃତ୍ୟୁ

ଆଧୁନିକ ଭାରତରେ ବିଶ୍ୱବିଦ୍ୟାଳୟଗୁଡ଼ିକର ସଂଖ୍ୟା ଗତ କିଛି ଦଶନ୍ଧି ମଧ୍ୟରେ ବୃଦ୍ଧି ପାଇଛି ସତ, କିନ୍ତୁ ଶୈକ୍ଷିକ ମାନଦଣ୍ଡ ଏବଂ ଗବେଷଣାର ଗୁଣାତ୍ମକ ଦିଗଟି ଏବେ ଏକ…

Dillip Cherian

ତଳ ସ୍ତରରେ ଅନିଶ୍ଚିତତା

କେନ୍ଦ୍ର ସରକାର କ୍ୟାବିନେଟ୍‌ ସଚିବ ଟି.ଭି. ସୋମନାଥନ୍‌ ଏବଂ ସ୍ବରାଷ୍ଟ୍ର ସଚିବ ଗୋବିନ୍ଦ ମୋହନଙ୍କ କାର୍ଯ୍ୟକାଳ ଆଉ ୧ ବର୍ଷ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ପ୍ରଭାବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri