ଏଇ ଭାରତରେ

ଜୀବନର ମୋଡ଼ କେତେବେଳେ ବଦଳିଯାଏ ତାହା କହିବା କଷ୍ଟକର। ଏମିତି ଏକ ପରିବର୍ତ୍ତନ ଆସିଛି ବେଙ୍ଗାଲୁରୁର ଚାଷୀ ଅମିତ କିଷାନଙ୍କ ଜୀବନରେ। ସେ ବ୍ୟାଙ୍କ ଚାକିରି ଛାଡ଼ି କୃଷି କ୍ଷେତ୍ରରେ ପ୍ରବେଶ କରି ବର୍ଷକୁ ୨୧ କୋଟି ଟଙ୍କା ରୋଜଗାର କରିବା ସହ ୩୦୦୦ ମହିଳାଙ୍କୁ ନିଯୁକ୍ତି ଦେଇଛନ୍ତି। ଲୋକମାନଙ୍କୁ ଜୈବିକ ଖାଦ୍ୟ ଯୋଗାଇ ଦେବା ପାଇଁ ସେ ୨୦୧୯ରେ କୃଷି କାର୍ଯ୍ୟ ଆରମ୍ଭ କରିଥିଲେ। ଦେଢ଼ କୋଟି ଟଙ୍କା ଋଣ ଆଣି ୬୫୦ ଏକର ବିଶିଷ୍ଟ ଫାର୍ମରେ ଏବେ ଚାଷ କରୁଛନ୍ତି। ଅମିତ ଲୋକମାନଙ୍କୁ ସମ୍ପୂର୍ଣ୍ଣ ଜୈବିିକ ପଦ୍ଧତିରେ ଉପତ୍ାଦିତ ପନିପରିବା, ଡାଲି ଏବଂ ଦୁଗ୍ଧଜାତୀୟ ଖାଦ୍ୟ ଯୋଗାଉଛନ୍ତି। ଫସଲ ଉପତ୍ାଦନ କରିବାଠାରୁ ଆରମ୍ଭ କରି ଦୁଗ୍ଧଜାତୀୟ ଉପତ୍ାଦ ପ୍ରସ୍ତୁତ କରିବା କାର୍ଯ୍ୟରେ ସେ ୩୦୦୦ ମହିଳାଙ୍କୁ ନିଯୁକ୍ତ କରିଛନ୍ତି। ଫାର୍ମରେ ବିଭିନ୍ନ ପ୍ରଜାତିର ୭୦୦ ଦେଶୀ ଗାଈ ରଖିଛନ୍ତି। ଚାଷରେ କୌଣସ ପ୍ଲାଷ୍ଟିକ ବ୍ୟବହାର ହେଉନି, ଏପରି କି ଟ୍ରାକ୍ଟର ଦ୍ୱାରା ଚାଷ କରାଯାଉନାହିଁ। ଚାଷ କେବଳ ପାରମ୍ପରିକ ପଦ୍ଧତିରେ କରାଯାଉଛି । ସେ ମଧ୍ୟ ଫାର୍ମ ଟୁରିଜମ୍‌କୁ ପ୍ରୋତ୍ସାହିତ କରୁଛନ୍ତି। ଜୈବିକ ଖତ,କୀଟନାଶକ ଏବଂ ବାୟୋଗ୍ୟାସ ପ୍ରସ୍ତୁତ କରି ନିଜେ ଚାଷରେ ବ୍ୟବହାର କରିବା ସହ ଅନ୍ୟ ଚାଷୀମାନଙ୍କୁ ତାହା ଶସ୍ତାରେ ଯୋଗାଇ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?