ଏଇ ଭାରତରେ

ଅସହାୟ ପିଲାମାନଙ୍କ ଜୀବନରେ ପରିବର୍ତ୍ତନ ଆଣୁଛନ୍ତି ୬୮ ବର୍ଷୀୟା ସୀମା ସେଠ୍‌। ସେ ‘ନୟି ଦିଶା’ ନାମକ ଏନ୍‌ଜିଓ ମାଧ୍ୟମରେ ଏହା କରୁଛନ୍ତି। ଗୁର୍‌ଗାଁଓର ହରିଜନ କଲୋନୀରେ ନୟି ଦିଶା ୨୦୧୪ରେ ସ୍ଥାପିତ ହୋଇଥିଲା। ଏହା ମୁଖ୍ୟତଃ ବିଭିନ୍ନ ବସ୍ତିର ରହି ଘରକାମ କରୁଥିବା, ଗାଡ଼ିଚାଳକ କିମ୍ବା ଛୋଟ ବ୍ୟବସାୟ କରି ପରିବାର ଚଳାଉଥିବା ବ୍ୟକ୍ତିଙ୍କ ପିଲାଙ୍କୁ ଶିକ୍ଷିତ କରୁଛି। ନୟି ଦିଶା ଦ୍ୱାରା ପରିଚାଳିତ ସ୍କୁଲରେ ପଢୁଥିବା ପିଲାଙ୍କୁ ପ୍ରଶିକ୍ଷଣ ଦିଆଯାଇ ଗୁର୍‌ଗାଁଓର ବିଭିନ୍ନ ପବ୍ଲିକ୍‌ ସ୍କୁଲ ପ୍ରବେଶିକା ପରୀକ୍ଷା ଲାଗି ପ୍ରସ୍ତୁତ କରାଯାଉଛି। ସୀମା ଏବେସୁଦ୍ଧା ୪୦୦ରୁ ଊର୍ଦ୍ଧ୍ୱ ଅସହାୟ ପିଲାଙ୍କୁ ବିଭିନ୍ନ ପବ୍ଲିକ ସ୍କୁଲରେ ନାମ ଲେଖାଇସାରିଲେଣି। ନୟି ଦିଶାର ସ୍କୁଲରେ ୧୨ ଜଣ ଶିକ୍ଷକ ଏନ୍‌ସିଆର୍‌ଟି ପାଠ୍ୟକ୍ରମ ଅନୁଯାୟୀ ପିଲାଙ୍କୁ ୫ମ ଯାଏ ପଢ଼ାଉଛନ୍ତି। ପ୍ରଥମେ ହାତଗଣତି କେତେଜଣ ପିଲାଙ୍କୁ ଗୋଟିଏ ରୁମ୍‌ରେ ପଢ଼ାଇବା ଆରମ୍ଭ ହୋଇଥିଲା ଓ ଏବେ ୮ଟି ରୁମ୍‌ରେ ୧୦୦ରୁ ଅଧିକ ପିଲା ପଢ଼ିପାରୁଛନ୍ତି। ସେମାନେ ଗଣିତ, ଇଂଲିଶ, ହିନ୍ଦୀ, ପରିବେଶ ବିଜ୍ଞାନ, କଳା, କମ୍ପ୍ୟୁଟର ଓ ନାଟକ ଉପରେ ପଢ଼ୁଛନ୍ତି। ଏବେ ସୀମା ଇନ୍ଦିରା କଲୋନୀରେ ଆଉ ଏକ ସ୍କୁଲ ଆରମ୍ଭ କରିଛନ୍ତି, ଯେଉଁଠି ୬୫ ପିଲା ପଢ଼ୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଆନ୍ଧ୍ରପ୍ରଦେଶ ଏନ୍‌ଟିଆର୍‌ ଜିଲାର ଜି. ଶ୍ରୀନିବାସ ରେଡ୍ଡୀ ଏକ ନୂଆ କ୍ୟୁଆର୍‌ କୋଡ୍‌ ତିଆରି କରିଛନ୍ତି। କେହି ଯାତ୍ରା କରୁଥିବା ସମୟରେ ଏହି କ୍ୟୁଆର୍‌ ସ୍କାନ୍‌ କଲେ…

ସ୍ବାଧୀନତାର ମଣିଷ

ହାଯାଏ, ମଣିଷକୁ ସ୍ବାଧୀନତା ଦିଆଯାଇଛି। ମଣିଷ ସ୍ବାଧୀନ। ପୁଣି ସେହି ସ୍ବାଧୀନତାର ମର୍ମ ଉପଲବ୍ଧି କରି ସେ କର୍ମ ସମ୍ପାଦନ କଲେ ତା’ର ଜୀବନ ଠିକ୍‌ ବାଟରେ…

ଜନ ଆନ୍ଦୋଳନକୁ ଜନାର୍ଦ୍ଦନ ସାହା

ପଜିଲାପାଳଙ୍କ ଜନଶୁଣାଣିକୁ ନାପସନ୍ଦ କଲେ ଦେବଗଡ଼ ବାରକୋଟ ପଞ୍ଚାୟତବାସୀ, କାର୍ଯ୍ୟାଳୟରେ ତାଲା ପକେଇଲେ। ଦେଢ଼ କିଲୋମିଟର ରାସ୍ତା ଧୂଳି ଉଡିବାରେ ଜୀବନଯାତ୍ରା ବେହାଲ ହେବାରୁ ଅଭିଯାନ ଆରମ୍ଭ…

ଭାରତ କ’ଣ ପାଇଲା

ଜୁନ୍‌ ୧୭ରେ ଏକ ଖବର ପ୍ରକାଶ ପାଇଥିଲା, ଆମେରିକା ଇଣ୍ଡୋ-ପାସିଫିକ କମାଣ୍ଡର ନାମ ବଦଳାଇ ପୁଣିଥରେ ‘ପାସିଫିକ କମାଣ୍ଡ’ କରିଦେଇଛି। କଶ୍ମୀରର ଏକ ଭୁଲ୍‌ ମାନଚିତ୍ର ସହିତ…

ଝାଡୁ ଓ କଲମ

ତାକୁ ଗୋଟେ କୋଣକୁ କିଆଁ ଫୋପାଡ଼ିଦେଲ? ସିଏ ତୁମ ଘରଦ୍ୱାର ସଫା କରିଦେଲା। ତୁମ ଘର ସଫା ରହିଲାରୁ ଲକ୍ଷ୍ମୀ ବିଜେ କଲେ। ଧନଧାନ୍ୟରେ ଘର ପୂରିଉଠିଲା।…

ଦୁଇ ବର୍ଷର ଅବିସ୍ମରଣୀୟ ବିକାଶ ଯାତ୍ରା

ଆଜି ଦିନଟି ଆଧୁନିକ ଓଡ଼ିଶାର ରାଜନୈତିକ ଚିତ୍ରପଟରେ ସବୁଦିନ ପାଇଁ ସ୍ବର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇ ରହିବ। ବୋଧହୁଏ, ଆଜି ପର୍ଯ୍ୟନ୍ତ କୌଣସି ରାଜ୍ୟର ସଫଳତା ପାଳନ କରିବା…

ସ୍ମାର୍ଟ କୂଟନୀତି

ସମ୍ପ୍ରତି ଭାରତୀୟ ବୈଦେଶିକ ସେବା (ଆଇଏଫ୍‌ଏସ୍‌)କୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମାଲୋଚନା ହେଉଛି ଏକ ନିରାଶାର ଅଭିବ୍ୟକ୍ତି। ଏଥିରୁ ଏକ ସ୍ପଷ୍ଟ ସତର୍କ ବାର୍ତ୍ତା ମିଳେ…

ଏଇ ଭାରତରେ

ଚାଇନା ବିଶ୍ୱରେ ଏକ ପ୍ରମୁଖ କାଗଜ ଉତ୍ପାଦନ କେନ୍ଦ୍ର ହେବାର ବହୁ ପୂର୍ବରୁ ଭାରତର ଏକ ଛୋଟ ଗାଁର ହାତତିଆରି କାଗଜର ଆଦୃତି ରହିଥିଲା ଏବଂ ପୂର୍ବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri