ଏଇ ଭାରତରେ

ଅଙ୍ଗଦାନ ମହାପୁଣ୍ୟ। ଜଣଙ୍କ ମୃତ୍ୟୁ ପରେ ତା’ର ବିଭିନ୍ନ ଅଙ୍ଗ ଦାନ କରାଯାଇପାରିବ। ତେଣୁ କୌଣସି ବ୍ୟକ୍ତି ମୃତ୍ୟୁ ପୂର୍ବରୁ ଅଙ୍ଗଦାନ ପାଇଁ ଶପଥ ନେଇଥିଲେ ଏହା ସମ୍ଭବ ହୋଇପାରିବ। ଜଣଙ୍କର କିଡ୍‌ନୀ, ଚକ୍ଷୁ, ହୃତ୍‌ପିଣ୍ଡ ଭଳି ବିଭିନ୍ନ ଅଙ୍ଗ ଏକାଧିକ ଲୋକଙ୍କଠାରେ ପ୍ରତିରୋପଣ କରାଯାଇପାରେ। ତେବେ ଏ ନେଇ ଲୋକଙ୍କ ମଧ୍ୟରେ ସଚେତନତାର ଅଭାବ ରହିଛି। ଏହି ମର୍ମରେ ଛତିଶଗଡ଼ ଭିଲାଇରେ ଏକ ବିବାହ ଉତ୍ସବରେ ଯୋଗଦେଇଥିବା ୬ଶହ ଅତିଥି ନେତ୍ରଦାନ ପାଇଁ ଶପଥ ନେଇଛନ୍ତି। ସ୍ଥାନୀୟ ସେକ୍ଟର-୭ ବାସିନ୍ଦା ସଞ୍ଜୟ ପାଣ୍ଡେ ନିଜ ସାନଝିଅ ଶ୍ରଦ୍ଧାର ବିବାହ ଉତ୍ସବରେ ଏଭଳି ଶପଥପାଠ ଉତ୍ସବ କରାଇଥିଲେ। ଶ୍ରଦ୍ଧାଙ୍କ ବିବାହ ଉତ୍ସବରେ କୌଣସି ପ୍ଲାଷ୍ଟିକ୍‌ ସାମଗ୍ରୀ ବ୍ୟବହାର କରାଯାଇ ନାହିଁ। ଏହି ନିଆରା ବିବାହ ଉତ୍ସବ ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଦେବେନ୍ଦ୍ର କୁମାରଙ୍କ ଜୀବନ ସଂଘର୍ଷ ଅତ୍ୟନ୍ତ ପ୍ରେରଣାଦାୟୀ। ତାଙ୍କୁ ମାତ୍ର ୨ ବର୍ଷ ବୟସ ହୋଇଥିବାବେଳେ ତାଙ୍କ ମାତାପିତାଙ୍କ ଦେହାନ୍ତ ହୋଇଗଲା। ସେତେବେଳେ ଦେବେନ୍ଦ୍ରଙ୍କ ପାଖରେ ରହିଗଲା…

ସମୟ-ସମାଜ-ମଣିଷ

ଏହି ସଂସାରରେ ସମୟ, ସମାଜ ଏବଂ ମଣିଷ ଏହି ତିନୋଟି ଗୋଟିଏ ସୂତାରେ ବନ୍ଧା ହୋଇଥିବା ଫୁଲ ଭଳି। ସମୟ କାହାରିକୁ ଅପେକ୍ଷା କରେନାହିଁ। ଏହା ନିରନ୍ତର…

ବିଭାଜିତ ବିଶ୍ୱ ବ୍ୟବସ୍ଥା

ପଚିଶବର୍ଷ ପୂର୍ବେ, ପୃଥିବୀର ଗତିପଥ ବଦଳିଯାଇଥିଲା। ପ୍ରାୟ ନୂତନ ସହସ୍ରାବ୍ଦୀର ସେହି ପ୍ରାରମ୍ଭିକ ସମୟରେ ଆମେରିକା ଏବଂ ରୁଷିଆରେ ନୂଆ ରାଷ୍ଟ୍ରପତି କ୍ଷମତାକୁ ଆସିଥିଲେ। ହେଲେ ୧୧…

ଆର୍ଥିକ କ୍ଷମତା ଓ ପ୍ରତିଭା

ଭାରତ ଭଳି ବିକାଶଶୀଳ ଦେଶରେ ଶିକ୍ଷାକୁ ସର୍ବଦା ରାଷ୍ଟ୍ର ଗଠନର ସବୁଠାରୁ ବଡ଼ ମାଧ୍ୟମ ବୋଲି ବିଚାର କରାଯାଇଛି । ହେଲେ ବିଡମ୍ବନାର ବିଷୟ , ଏବେ…

ମାର୍ବଲ୍ ମନ୍ଦିରର ଉତ୍ଥାନ

ମାର୍ୱଲ ମନ୍ଦିରଗୁଡ଼ିକୁ ଦେଖିଲେ ପ୍ରଥମେ ଏହା ଚାରିପାଖର ପରିବେଶ ନଜରକୁ ଆସେ। ଭିକ୍ଟୋରିଆନ୍‌ ଶୈଳୀର ଲନ୍‌, ମୋଗଲ ଆମୋଦପ୍ରମୋଦ ବଗିଚାର ଭ୍ରମ ସୃଷ୍ଟି କରୁଥିବା ଝରଣା ଏବଂ…

ଗଣତନ୍ତ୍ର ଓ ରାଜନୀତି

ଭାରତୀୟ ସମାଜର ଧାରା, ଦର୍ଶନ, କ୍ରିୟାକଳାପ, ପାଶ୍ଚାତ୍ୟ ଧାରାରୁ ସମ୍ପୂର୍ଣ୍ଣ ଅଲଗା। ଭାରତୀୟ ସମାଜ ବ୍ୟଷ୍ଟିତନ୍ତ୍ର ଆଧାରରେ ଅଧିଷ୍ଠିତ। ପ୍ରାଚୀନ ଯୁଗରେ ମୁନି ଋଷିମାନଙ୍କ ବ୍ୟକ୍ତିଗତ ସତ୍ତା…

ବିଦେଶୀ ଅନୁଦାନ ବିନିଯୋଗ ଅଧିନିୟମ

ବିଭିନ୍ନ ଗୋଇନ୍ଦା ଓ ଅର୍ଥନୈତିକ ଅପରାଧ ନିୟନ୍ତ୍ରଣ ସଂସ୍ଥାର ତଥ୍ୟାନୁସାରେ ଭାରତରେ କାର୍ଯ୍ୟ କରୁଥିବା କିଛି ବେସରକାରୀ ଅନୁଷ୍ଠାନ, ସ୍ବୟଂସେବୀ ସଂସ୍ଥା ଓ ଦାତବ୍ୟ ପ୍ରତିଷ୍ଠାନଗୁଡ଼ିକ ବିଦେଶରୁ…

ବିଚାରପତି ବି ଅସହାୟ

ଭାରତୀୟ ଗଣତନ୍ତ୍ରରେ ବିଧାନପାଳିକା, କାର୍ଯ୍ୟପାଳିକା ଓ ନ୍ୟାୟପାଳିକା ତିନୋଟି ପ୍ରମୁଖ ସ୍ତମ୍ଭ ଭାବେ ଜଣାଶୁଣା। ତନ୍ମଧ୍ୟରୁ ନ୍ୟାୟପାଳିକା ଉପରେ ଜନସାଧାରଣ ନ୍ୟାୟ ପାଇଁ ସବୁଠାରୁ ଅଧିକ ଭରସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Trending

ଛୁଟିଦିନ
ପିଲାଙ୍କ ଧରିତ୍ରୀ
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?