ଏଇ ଭାରତରେ

ବିଶ୍ୱର ସର୍ବାଧିକ ଜନସଂଖ୍ୟା ବିଶିଷ୍ଟ ଦେଶ ହେଉଛି ଭାରତ। ଅନେକ ସମସ୍ୟା ମଧ୍ୟରେ ଦେଶ ଛନ୍ଦି ହୋଇଥିବାବେଳେ ସେଥିମଧ୍ୟରେ ଶିଶୁ ଚାଲାଣ ଏକ ଚିନ୍ତାଜନକ ବିଷୟ ହୋଇଛି। ଦେଶରୁ ବର୍ଷକୁ ପ୍ରାୟ ୧,୩୫, ୦୦୦ ପିଲା ବାହାରକୁ ଚାଲାଣ ହେଉଥିବାବେଳେ ଏମାନଙ୍କ ମଧ୍ୟରେ ସଂଖ୍ୟାଧିକ ହେଉଛନ୍ତି ଝିଅ। ଏଭଳି ବେଆଇନ ଚାଲାଣକୁ ରୋକିବା ଲାଗି ପ୍ରଶାସନିକ ପଦକ୍ଷେପ ନିଆଯାଉଥିଲେ ବି ଏଥିରେ ଆଶାନୁରୂପ ସଫଳତା ମିଳିପାରୁନାହିଁ। କିନ୍ତୁ ଏ ଦିଗରେ ଜଣେ ମହିଳାଙ୍କ ପ୍ରଚେଷ୍ଟା ଏକ ଉଦାହରଣ ସୃଷ୍ଟି କରିଛି। ଆସାମର ପଲ୍ଲବୀ ଘୋଷ ଦେଶର ବିଭିନ୍ନ ଅଞ୍ଚଳରେ ୭୫,୦୦୦ ମହିଳାଙ୍କୁ ନେଇ ଏକ ଆର୍ମି ଗଠନ କରିଛନ୍ତି, ଯାହା ଶିଶୁ ବିଶେଷକରି ଝିଅ ଚାଲାଣ ରୋକିବାରେ ପ୍ରଶଂସନୀୟ କାର୍ଯ୍ୟ କରିପାରିଛି। ପଲ୍ଲବୀ ‘ଇମ୍ପାକ୍ଟ ଆଣ୍ଡ୍‌ ଡାଇଲଗ୍‌ ଫାଉଣ୍ଡେଶନ’ ଗଠନ କରି ତା’ ମାଧ୍ୟମରେ ମହିଳା ସେନାର ପରିଚାଳନା କରିବା ସହ ଏବେ ସୁଦ୍ଧା ୧୦,୦୦୦ ପିଲାଙ୍କୁ ଉଦ୍ଧାର କରିସାରିଲେଣି। କେବଳ ଉଦ୍ଧାର କାର୍ଯ୍ୟରେ ସୀମିତ ରହିନାହାନ୍ତି ପଲ୍ଲବୀ ବରଂ ସେମାନଙ୍କୁ ମଧ୍ୟ ଥଇଥାନ କରାଇବା ବ୍ୟବସ୍ଥା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୃଜନାମତ୍କ ସାରସ୍ବତ ସାଧନା

ସରକାରୀ ଚାକିରି ଜୀବନ ଆରମ୍ଭରେ ବିଶ୍ୱବିଦ୍ୟାଳୟର ଜଣେ ଅଧ୍ୟାପକ ଓ ଜଣେ ଆଇଏଏସ୍‌ ଅଫିସରଙ୍କ ବେତନ ପ୍ରାୟତଃ ସମାନ ରହିଥାଏ। କିନ୍ତୁ ପ୍ରଶ୍ନ ଉଠେ, ଆଇଏଏସ୍‌ ଅଫିସର…

ଦୁରାରୋଗ୍ୟ ସଂରକ୍ଷଣ ବ୍ୟାଧି

ମୁଁ କେବେ ଡାକ୍ତର ହୋଇପାରିବିନି, କାରଣ ମୋ ଦୁର୍ଭାଗ୍ୟକୁ ମୁଁ ତଥାକଥିତ ଉଚ୍ଚ ଜାତିରେ ଜନ୍ମ ନେଇଛି। ସଂରକ୍ଷଣ ଭିତ୍ତିରେ ସରକାରୀ କୋଟାରେ ପାଠ ପଢ଼ିବାକୁ ମୋର…

ଏଠାର ପୋଲିସ ସେଠାରେ

କେନ୍ଦ୍ର ଓ ରାଜ୍ୟ ଏବଂ ରାଜ୍ୟ-ରାଜ୍ୟ ମଧ୍ୟରେ ଉତ୍ତମ ସମ୍ପର୍କ ବଜାୟ ରଖିବା ଦିଗରେ ସଂଘୀୟ ବ୍ୟବସ୍ଥା ପ୍ରମୁଖ ଭୂମିକା ନିର୍ବାହ କରିଥାଏ। ହେଲେ ଭାରତରେ ଏହା…

ଯୋଗ ବିୟୋଗର କାହାଣୀ

ସାମାଜିକ ସଂରଚନାରେ ମଧ୍ୟବିତ୍ତ ଶ୍ରେଣୀ ଏପରି ଏକ ଅଦୃଶ୍ୟ ସେତୁ, ଯିଏ ଗରିବର ଅଭାବ ଏବଂ ଧନୀର ବୈଭବ ମଝିରେ ନିଜକୁ ସନ୍ତୁଳିତ ରଖିବାକୁ ଆପ୍ରାଣ ଚେଷ୍ଟା…

କେବଳ ରାଜନୈତିକ ବିଜୟ ନୁହେଁ, ବିକାଶର ଉଦ୍‌ଘୋଷ

ସଦ୍ୟ ୪ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ପୁଡୁଚେରୀରେ ସମାପ୍ତ ହୋଇଥିବା ନିର୍ବାଚନ ଏବଂ ସୋମବାର ପ୍ରକାଶିତ ହୋଇଥିବା ଏହାର ଫଳାଫଳ ଭାରତୀୟ ଗଣତାନ୍ତ୍ରିକ ଇତିହାସରେ…

ନେତା ମତଦାତା

ପୂର୍ବରୁ ଥିଲା ମୁଖ୍ୟମନ୍ତ୍ରୀ ପ୍ରାର୍ଥୀଙ୍କ ନାମ ଓ ମୁହଁ ଜଣା ନ ପଡ଼ିଲେ ବିଧାନସଭା ନିର୍ବାଚନ ଲଢ଼ିବା କଷ୍ଟକର। ଏଥିସହିିତ ସବୁବେଳେ କୁହାଯାଉଥିଲା ‘ବିକଳ୍ପ କିଏ’। ଇଂଲିଶ୍‌ରେ…

ଏଇ ଭାରତରେ

ଜଳବାୟୁ ପରିବର୍ତ୍ତନ ସଙ୍କଟ ଗମ୍ଭୀର ହେବାରେ ଲାଗିଛି। ପ୍ରାକୃତିକ ବିପର୍ଯ୍ୟୟର ତୀବ୍ରତା ବୃଦ୍ଧି ପାଉଥିବାବେଳେ କୃଷି ଓ ଜୀବନ ଜୀବିକା ପ୍ରଭାବିତ ହେଉଛି। ଏହାକୁ ନେଇ ଜାତୀୟ…

ଶେଷ ଧାଡ଼ିର ସ୍ବର

ଜଣେ ସରଳ, ଆଦିବାସୀ ମଣିଷର ବ୍ୟାଙ୍କକୁ ‘ଗୁହାରି’ ସାରା ବିଶ୍ୱକୁ ଚକିତ କଲା। ନିଜ ମୃତ ଭଉଣୀର ଖାତାରେ ଥିବା ଟଙ୍କା ଉଠାଣ ପାଇଁ କେତେଥର ବ୍ୟାଙ୍କକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri