ଏଇ ଭାରତରେ

ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍‌ବାହାଦୁର ଶାସ୍ତ୍ରୀଙ୍କ ‘ଜୟ ଯବାନ, ଜୟ କିଷାନ’ ଧ୍ୱନିର ମହତ୍ତ୍ୱକୁ ଉପଲବ୍ଧି କରିଛନ୍ତି ପଞ୍ଜାବର ପୂର୍ବତନ ସେନା ଅଧିକାରୀ ହରିଶ ଚନ୍ଦ୍ର ସିଂ। ସେ ସେନାରେ ନିଜର ଦାୟିତ୍ୱ ଶେଷ କରିବା ପରେ କୃଷିରେ ଲାଗିଛନ୍ତି। ହରିଶ ସିଂ ୨୦୧୫ରେ ସେନାର କର୍ନେଲ ପଦବୀରୁ ଅବସର ନେବା ପରେ ସୁପରଫୁଡ୍‌ ଚାଷ କରିବା ଲାଗି ନିଷ୍ପତ୍ତି ନେଇଥିଲେ।
ସେଥିରେ ସଫଳ ହୋଇ ଏବେ ବର୍ଷକୁ ୧୧ ଲକ୍ଷ ଟଙ୍କା ରୋଜଗାର କରିପାରୁଛନ୍ତି। ସେ ପ୍ରଥମେ ପାଖାପାଖି ୧ ଏକର ଜମିରେ ଚିଆସିଡ୍‌ ଚାଷ ଆରମ୍ଭ କରିଥିଲେ। ସେଥିରେ ୧୫,୦୦୦ ଟଙ୍କା ଖଟାଇ ୧ ଲକ୍ଷ ଟଙ୍କା ପାଇଥିଲେ। ପରେ ସେ ଚିଆସିଡ୍‌ ସହିତ ଏବେ ପ୍ରାୟ ୪ ଏକର ଜମିରେ ଡ୍ରାଗନଫ୍ରୁଟ୍ସ ଓ ପର୍ପଲ ପଟାଟୋ ଚାଷ କରୁଛନ୍ତି। ଏହି ସବୁ ସୁପରଫୁଡ୍‌ ବେଶି ବିଦେଶରୁ ଆସୁଥିବାରୁ ଆମ ଦେଶରେ ଏହାକୁ କିଭଳି ଅଧିକ ଅମଳ କରାଯାଇପାରିବ ସେଥିପାଇଁ ଯୁବବର୍ଗଙ୍କୁ ଏହି ଚାଷ ସମ୍ପର୍କରେ ପ୍ରଶିକ୍ଷଣ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷାନ ଓ ଗାଈଆଳ ପିଲା

ଆଲେଖ୍ୟଟିକୁ ଆରମ୍ଭ କରିବା ସ୍ବର୍ଗତଃ ଶେଷାନଙ୍କ ଅଙ୍ଗେଲିଭା ଏକ ଘଟଣାରୁ। ତିରୁନେଲାଇ ନାରାୟଣ ଆୟାର ଶେଷାନ ହେଉଛନ୍ତି ସେହି ଭାରତୀୟ ପ୍ରଶାସନିକ ଅଧିକାରୀ, ଯିଏକି ମୁଖ୍ୟ ନିର୍ବାଚନ…

କର୍ପୋରେଟ୍‌ଙ୍କ ସ୍ବାର୍ଥରେ

ଦେଶର ଦୁର୍ବଳ ହେଉଥିବା ଅର୍ଥନୀତି ଓ ବିଶେଷକରି ଆମେରିକା ପରି ପାଶ୍ଚାତ୍ୟ ସାମ୍ରାଜ୍ୟବାଦୀ ଶକ୍ତିମାନଙ୍କ ଭାରି ଚାପ ମଧ୍ୟରେ କେନ୍ଦ୍ର ସରକାର ବଜେଟ ଆଗତ କରିଛନ୍ତି। ୨୦୨୪…

କଡ଼ା ନିୟମ

ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସଦ୍ୟ ନିର୍ଦ୍ଦେଶନାମା ଜାରି କରିଛି ଯେ, ୨୦୧୧ ଓ ତା’ପର ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀଙ୍କୁ କେନ୍ଦ୍ରରେ ଇନ୍ସପେକ୍ଟର ଜେନେରାଲ ପଦବୀ ପାଇଁ ତାଲିକାଭୁକ୍ତ ହେବା…

ବହି କଥା

ଦିନ ଥିଲା ବହି ସହିତ ଅନ୍ତରଙ୍ଗ ହେବାପାଇଁ ନିଭୃତ କକ୍ଷଟିଏ ଲୋଡ଼ା ହେଉଥିଲା। ଯାହାର ନାଁ ଥିଲା ପଢ଼ା ଘର। ସେଇ ପଢ଼ାଘର ସବୁ ଆଜି ବି…

ଗୋଟିଏ ଲାଉର ଦୁଇଟି ମଞ୍ଜି

ଯାଯାବର ମଣିଷ ନଦୀକୂଳରେ ବସତି ସ୍ଥାପନ କରି କୃଷିକୁ ଜୀବିକାଭାବେ ଗ୍ରହଣ କଲା। କୃଷି ବଂଶାନୁକ୍ରମିକଭାବେ ଜୀବିକା-ନିର୍ବାହର ସ୍ରୋତ ପାଲଟିଗଲା। ସମୟକ୍ରମେ କୃଷି ସହ ଅନ୍ୟାନ୍ୟ କର୍ମକୁ…

ଟିକା ବିରୋଧୀ ଦୃଷ୍ଟିକୋଣ

୨୦୨୫ରେ ଆମେରିକାରେ ଦୁଇ ପିଲାଙ୍କ ସମେତ ୩ ଜଣ ମିଳିମିଳାରେ ମୃତ୍ୟୁବରଣ କରିଥିଲେ। ସେମାନଙ୍କ ମୃତ୍ୟୁକୁ ରୋକାଯାଇପାରିଥାଆନ୍ତା। ଗତବର୍ଷ ଆମେରିକାରେ ୨,୨୬୭ ଲୋକ ମିଳିମିଳାରେ ଆକ୍ରାନ୍ତ ହୋଇଥିଲେ,…

ବାଲଡା ଗୁମ୍ଫା

ଓଡ଼ିଶାର କୋରାପୁଟ ଜିଲା ଅସରନ୍ତି ପ୍ରାକୃତିକ ସମ୍ପଦ ଏବଂ ନିଆରା ଆଦିବାସୀ ପରମ୍ପରା ପାଇଁ ସାରା ବିଶ୍ବରେ ଖ୍ୟାତ। ଏଠାରେ ଦେଖିବାକୁ ମିଳୁଥିବା ଆକର୍ଷଣୀୟ ସୁନ୍ଦର ସବୁଜିମା…

ଯଜ୍ଞର ଦୁଇ ରୂପ

ଆମେ ଯଜ୍ଞ କରୁ ଏବଂ ଆମ ପାଇଁ ଯଜ୍ଞହୁଏ। ଆମ ଯଜ୍ଞକୁ ଆମେ କେତେ ପ୍ରକାରେ କରିଥାଉ। ତାହା ସମ୍ପାଦନ କରିବା ପାଇଁ ଆମେ କେତେ ନିଃସ୍ବାର୍ଥପର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri