ଏଇ ଭାରତରେ

ତିନି ବନ୍ଧୁ ଗ୍ରାମୀଣ ଅଞ୍ଚଳର ରୋଗୀମାନଙ୍କୁ ମାତ୍ର ୧ ଟଙ୍କାରେ ଇ-କ୍ଲିନିକ ମାଧ୍ୟମରେ ଡାକ୍ତରଙ୍କ ପରାମର୍ଶ ନେବାର ବ୍ୟବସ୍ଥା କରିଛନ୍ତି। ଆଙ୍କାଶ ଟଣ୍ଡନ ଏବଂ ତାଙ୍କର ଦୁଇ ବନ୍ଧୁ ସକେତ ଆସତି ଓ ଅଙ୍କୁର ଚୌରାସିଆ ଡିଗିକ୍ୟୁରେ ଷ୍ଟାର୍ଟଅପ୍‌ ମାଧ୍ୟମରେ ଏହି ସେବା ଯୋଗାଇ ଦେଉଛନ୍ତି। ଉକ୍ତ ଷ୍ଟାର୍ଟଅପ୍‌କୁ ସେମାନେ ୨୦୨୦ରେ ପ୍ରତିଷ୍ଠା କରିଥିଲେ। ସେ ଟେଲିକନ୍‌ସଲଟେଶନ ମାଧ୍ୟମରେ ଡାକ୍ତରଙ୍କ ପରାମର୍ଶ ନେବାରେ ରୋଗୀମାନଙ୍କୁ ସାହାଯ୍ୟ କରୁଛନ୍ତି । ଏଥିପାଇଁ ଲୋକମାନଙ୍କୁ ସକ୍ଷମ କାର୍ଡ ଦିଆଯାଉଛି, ଯାହାଦ୍ୱାରା ସେମାନେ ଏହି ସେବା ପାଉଛନ୍ତି। ଏ ପର୍ଯ୍ୟନ୍ତ ତିନିବନ୍ଧୁ ମଧ୍ୟପ୍ରଦେଶର ୨୦,୦୦୦ ଲୋକଙ୍କୁ ଏହି ସେବା ଯୋଗାଇ ଦେଇସାରିଲେଣି। ସେମାନେ ଲୋକମାନଙ୍କୁ ବି ଡିଜିଟାଲ ପ୍ରେସ୍‌କ୍ରିପଶନ ଏବଂ ଲାବ୍‌ ଟେଷ୍ଟ ସର୍ଭିସ ମଧ୍ୟ ଯୋଗାଇ ଦେଉଛନ୍ତି। ଏପରି କି ଆବଶ୍ୟକ ପଡ଼ିଲେ ରୋଗୀଙ୍କୁ ତାଙ୍କ ସହଭାଗୀ ହସ୍ପିିଟାଲକୁ ପଠାଇବାର ବ୍ୟବସ୍ଥା କରୁଛନ୍ତି ।
୩୬୫ ଟଙ୍କା ଦେଲେ ଲୋକେ ବର୍ଷସାରା ଡାକ୍ତରଙ୍କ ପରାମର୍ଶ ନେବାର ବ୍ୟବସ୍ଥା ମଧ୍ୟ କରାଯାଇଛି। ଡିଗିକ୍ୟୁରେ ୧୦ ହସ୍ପିଟାଲର ୬୦ ଜଣ ଡାକ୍ତର ଯୋଡି ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଭାରତର ଗ୍ରାମାଞ୍ଚଳର ବହୁ ମେଡିକାଲରେ ଏବେ ମଧ୍ୟ ଆଇସିୟୁର ଅଭାବ ରହିଛି। ଫଳରେ ଗ୍ରାମାଞ୍ଚଳ ଲୋକମାନେ ଉନ୍ନତ ଚିକିତ୍ସା ସେବା ପାଇବାରୁ ବଞ୍ଚିତ ହେଉଛନ୍ତି। ଆବଶ୍ୟକ...

ଏକ ପରିବେଶୀୟ ଆହ୍ୱାନ

ନିଭର୍ସିଟି ଅଫ ଶିକାଗୋର ଏନର୍ଜି ପଲିସି ଇନ୍‌ଷ୍ଟିଟ୍ୟୁଟ (ଏପିକ) ଦ୍ୱାରା ପ୍ରକାଶିତ ୨୦୨୫ ବାୟୁ ଗୁଣବତ୍ତା ଜୀବନ ସୂଚକାଙ୍କ (ଏୟାର କ୍ୱାଲିଟି ଲାଇଫ ଇଣ୍ଡେକ୍ସ ବା...

ସୃଷ୍ଟିର ଚିରନ୍ତନ ଆଧାର

ନୁଷ୍ୟର ଉଚ୍ଚତର ଚେତନଶୀଳତା ତାକୁ ବାଧ୍ୟ କରିଛି ଏ ବିଶ୍ୱବ୍ରହ୍ମାଣ୍ଡ ସୃଷ୍ଟିର ରହସ୍ୟ ଉପରେ ପ୍ରଶ୍ନ ଉତ୍‌ଥାପନ କରିବା ପାଇଁ। ଏ ଜଗତର ସୃଷ୍ଟି କିପରି...

ବିଭାଜନକାରୀ ରାଜନୀତି

ଡିସେମ୍ୱର ୬ ଆଧୁନିକ ଭାରତର ସବୁଠୁ ଗୁରୁତ୍ୱପୂର୍ଣ୍ଣ ଆନ୍ଦୋଳନ କଥା ସ୍ମରଣ କରାଇଦିଏ। ରାଜନୀତିକୁ ସବୁଦିନ ପାଇଁ ପରିବର୍ତ୍ତନ କରିଦେଇଥିବା ଏହି ଆନ୍ଦୋଳନ ବିଷୟରେ ଲେଖିବା...

ଏଇ ଭାରତରେ

ପ୍ରବେଶିକାର ଲିଖିତ ଓ ଶାରୀରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ପୋଲିସରେ ନିଯୁକ୍ତି ମିଳିଥାଏ। ଏଥିପାଇଁ ଅଶାୟୀମାନେ ବୟସ ସୀମା ମଧ୍ୟରେ ନିଜକୁ ପ୍ରସ୍ତୁତ କରିଥାନ୍ତି।...

ସ୍ମାର୍ଟ ସିଟି ଲୋକର ବ୍ୟଥା

ପ୍ରବଳ ଶୀତରେ କିଛି ବେସାହାରା ଲୋକ ପୋଲ ତଳେ, ଦୋକାନ ପିଣ୍ଡାରେ, ପାର୍କ ବେଞ୍ଚ ଉପରେ କଟାଉଥିବା ଦେଖାଯାଏ। ସେମାନଙ୍କ ମଧ୍ୟରୁ କୌଣସି ବୃଦ୍ଧାବୃଦ୍ଧ ରୋଗୀଙ୍କ...

ଗଣତନ୍ତ୍ର କ’ଣ ଦଳ-ମୁଖ୍ୟଙ୍କ ତନ୍ତ୍ର

ଯେଉଁ ଦଳର କେନ୍ଦ୍ର ସରକାର ସମ୍ବିଧାନ ଦିବସ (ନଭେମ୍ବର ୨୯) ପାଳନ କରି ସମ୍ବିଧାନର ଆଦର୍ଶକୁ ସର୍ବୋଚ୍ଚ ସ୍ଥାନ ଦେଉଛି ସେହି ଦଳର ରାଜ୍ୟ ସରକାର...

ପରିଚିତଙ୍କ ହାତରେ ପଦବୀ

ଭବିଷ୍ୟତରେ କାର୍ଯ୍ୟକୁ ସୁଚାରୁରୂପେ ସଞ୍ଚାଳନକରିବା ପାଇଁ ସବୁଠାରୁ ନିରାପଦ ଉପାୟ ଉପରେ ଆନ୍ଧ୍ରପ୍ରଦେଶ ନିଷ୍ପତ୍ତି ନେଇଥିବା ଜଣାଯାଇଛି। ଏଥିରେ ଏହାର ଶ୍ରେଷ୍ଠ ବାବୁମାନଙ୍କ ପାଇଁ ରହୁଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri