ଏଇ ଭାରତରେ

ଆମ୍ବର ବିଭିନ୍ନ କିସମ ପ୍ରାୟ ସମସ୍ତେ ଦେଖିଥିବେ। ପସନ୍ଦ ଅନୁସାରେ ଲୋକେ ସେହି ପ୍ରକାରର ଆମ୍ବଗଛ ଲଗାଇଥାନ୍ତି। କିନ୍ତୁ ଗୋଟିଏ ଗଛରେ ୨୪ ପ୍ରକାରର ଆମ୍ବ ଫଳିବା କଥା କେବେ ଶୁଣିଛନ୍ତି! କଥାଟା ହୁଏତ ବିଶ୍ୱାସ ହୋଇ ନ ପାରେ। ମାତ୍ର ଏମିତି ଏକ କାମ କରି ଦେଖାଇଛନ୍ତି ଉତ୍ତରପ୍ରଦେଶ ମେରଟ୍‌ର ନଦିମ୍‌ ଖାନ୍‌। ସେ ତାଙ୍କ ବାଡିରେ ଏକ ଗଛ ଲଗାଇଛନ୍ତି, ଯେଉଁଥିରେ ୨୪ ପ୍ରକାରର ଆମ୍ବ ଫଳିଛି। ପ୍ରକୃତରେ ନଦିମ ଆମ୍ବ ଖାଇବାକୁ ବହୁତ ଭଲ ପାଆନ୍ତି। ଆଉ ଆମ୍ବ ପ୍ରତି ଏହି ଆକର୍ଷଣ ତାଙ୍କୁ ଆମ୍ବ ଗଛ ଲଗାଇବା ପାଇଁ ପ୍ରେରଣା ଦେଇଥିଲା। ସେଥିପାଇଁ ସେ ନିଜ ବାଡିରେ ଆମ୍ବ ଗଛ ଲଗାଇବେ ବୋଲି ଚିନ୍ତା କରିଥିଲେ। ତା’ପରେ ସେ ଆମ୍ବ ଗଛ ବି ଲଗାଇଥିଲେ। ପରେ ଅଧିକ କିସମର ଆମ୍ବ ଲଗାଇବାକୁ ଇଚ୍ଛା କରିଥିଲେ। ଆଉ ହଠାତ୍‌ ତାଙ୍କ ମନକୁ ଆସିଥିଲା କି ଗୋଟିଏ ଗଛରେ ସବୁ ପ୍ରକାରର ଆମ୍ବ ଚାଷ କରିବେ। ଏହି ଲକ୍ଷ୍ୟରେ ଗୋଟିଏ ଗଛରେ ୩୦ରୁ ଅଧିକ କିସମର ଆମ୍ବର କଲମି ପ୍ରକ୍ରିୟା ପ୍ରୟୋଗ କରିଥିଲେ ଓ ସଫଳ ହୋଇଥିଲେ। ଏହାପରେ ସେଥିରେ ୨୪ ପ୍ରକାରର ଆମ୍ବ ଫଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାଧବଙ୍କ ଦୃଷ୍ଟିରେ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହତ୍ତ୍ୱପୂର୍ଣ୍ଣ ସଫଳତାରେ ପହଞ୍ଚତ୍ୱେ ବୋଲି ରାମ ମାଧବ ଏକ ସୁନ୍ଦର ଲେଖା ଲେଖିଛନ୍ତି। ସେ ଲେଖିଛନ୍ତି, ଜୁନ୍‌ ୧୦ରେ ପ୍ରଧାନମନ୍ତ୍ରୀ ଭାବରେ ମୋଦି…

ବାଳାଶ୍ରମରେ ବାପୁ

ଦ୍ବିତୀୟ ପର୍ଯ୍ୟାୟ ହରିଜନ ପଦଯାତ୍ରା ଆରମ୍ଭ (୨୧-୫-୧୯୩୪) ହେବାର ୧୨ ଦିନ ପରେ ଅର୍ଥାତ ଜୁନ୍‌ ୨ ତାରିଖ ଦିନ ବାପୁ ଯାଜପୁର ପାର୍‌ ହୋଇ ଭଦ୍ରକ…

ହିଂସାର ଉତ୍ସବ

ଏକ ସମୟ ଥିଲା ଯେତେବେଳେ ସିନେମା ସମାଜକୁ ଏକ ଦର୍ପଣ ଭାବରେ ନେଇଥିଲା। ସମାଜର ଦାରିଦ୍ର୍ୟ, ଶୋଷଣ, ପ୍ରେମ ଓ ପ୍ରତାରଣା ଏହାର ବିଷୟବସ୍ତୁ ଥିଲା। କିନ୍ତୁ…

ଇଡି ପୁନର୍ଗଠନ

ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)କୁ ବିସ୍ତାର କରିବା ପାଇଁ କେନ୍ଦ୍ର ନିଷ୍ପତ୍ତି ନେଇଛି। ଏହା ଦର୍ଶାଏ ଯେ, ଇଡି ଆଉ ଏକ ସ୍ବତନ୍ତ୍ର ଆର୍ଥିକ ତଦନ୍ତ ସଂସ୍ଥା ନୁହେ,ଁ…

ଏଇ ଭାରତରେ

କେରଳମର ଯୁବ ଫଟୋଗ୍ରାଫର ନନ୍ଦୁ କେ.ଏସ୍‌. କହନ୍ତି, କ୍ୟାମେରା କେବଳ ସୁନ୍ଦର ଦୃଶ୍ୟ ଉତ୍ତୋଳନ ପାଇଁ ନୁହେଁ; ବରଂ ଏହା ସ୍ବଚ୍ଛତା, ଏକତା ଆଣିପାରେ, ପଦକ୍ଷେପ ପାଇଁ…

ଏକାଧିକ ବ୍ୟାଙ୍କ ଆକାଉଣ୍ଟ ରହିଛି କି

ମୋ କଲେଜ ପଢ଼ା ସମୟର ସାଙ୍ଗ ‘ନରେନ୍ଦ୍ର’ କଥା କହୁଛି। ତାଙ୍କର ଏକ ଭଲ ଅଭ୍ୟାସ ଥିଲା ଡାକଘର ବ୍ୟତୀତ ସେ ସମୟରେ ଯେତେ ସବୁ ଛୋଟବଡ଼…

ପୁସ୍ତକରେ ବନ୍ଦୀ ଶୈଶବ

ଏକ ସମୟ ଥିଲା, ସା ହେଲେ ପିଲାଙ୍କ ଚିତ୍କାର ଓ ଦୌଡ଼ାଦୌଡ଼ିରେ ଗାଁର ଖେଳପଡ଼ିଆ ହସୁଥିଲା। ଖେଳପଡ଼ିଆରେ ସେମାନେ ଶିଖୁଥିଲେ ସହଯୋଗ, ମିତ୍ରତା, ସହନଶୀଳତା ଓ ଜୀବନର…

ଦୁଇ ଆଞ୍ଚଳିକ ପ୍ରତିଦ୍ୱନ୍ଦ୍ୱୀ

ନିକଟରେ ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ଭାରତ ଗସ୍ତରେ ଆସିଥିଲେ। ସେତେବେଳେ ସେ କହିଥିଲେ, ଭାରତ ହେଉଛି ଆମେରିକାର ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ ରଣନୈତିକ ଭାଗୀଦାରି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri