ଏଇ ଭାରତରେ

ସହରୀକରଣରେ ବ୍ୟାପକ ଭାବେ ପୁରୁଣା ଆମ୍ବଗଛ କାଟି ଦିଆଯାଉଥତ୍ବାରୁ ବହୁ କିସମର ଦେଶୀ ଓ ସ୍ବାଦିଷ୍ଟ ଆମ୍ବ ସମୟକ୍ରମେ ଲୋପ ପାଇବାରେ ଲାଗିଛି। ଜଳବାୟୁ ପରିବର୍ତ୍ତନ ଯୋଗୁ ମଧ୍ୟ ଅନେକ କିସମ ଆମ୍ବ ଗଛ ଲୋପ ପାଇଗଲାଣି। ତେବେ ବିଲୁପ୍ତ ପ୍ରାୟ କିଛି ବିରଳ କିସମର ଦେଶୀ ଆମ୍ବ ସଂରକ୍ଷିତ କରି ରଖତ୍ଛନ୍ତି ଭାରତର କେତୋଟି ରାଜ୍ୟର ସ୍ଥାନୀୟ ଲୋକେ । ତାମିଲନାଡୁ ମଦୁରାଇ ଜିଲା କାରୁପଟ୍ଟି ଗାଁର ଲୋକେ କାରୁପଟ୍ଟିକାଇ କିସମ ଆମ୍ବ ସଂରକ୍ଷଣ କରି ରଖତ୍ପାରିଛନ୍ତି। ଏହାର ସ୍ବାଦ ତାଳଗୁଡ଼ ଭଳି। ସେହିଭଳି କେରଳର ଅନେକ ଅଞ୍ଚଳରେ କାନିମାଙ୍ଗା ଆମ୍ବ ଉତ୍ପାଦନ ହେଉଛିି, ଯାହା ଆଚାର ପାଇଁ ସବୁଠୁ ଭଲ। କର୍ନାଟକରେ କାଲଭାବି ମଭୁ କିସମ ଆମ୍ବକୁ ସ୍ଥାନୀୟ ଲୋକେ ସଂରକ୍ଷିତ କରି ରଖତ୍ଛନ୍ତି। ଏହାସହ ଆନ୍ଧ୍ରପ୍ରଦେଶର ଅନେକ ଅଞ୍ଚଳରେ ଆମ୍ମା ଛେତୁ ଆମ୍ବ ଏବେ ଯାଏ ଅଛି। ଏହାର ଆକାର ବଡ଼, ତନ୍ତୁଯୁକ୍ତ ଓ ରସାଳ । ପଶ୍ଚିମବଙ୍ଗର ବତାଶ୍‍ କିସମ ଦେଶୀ ଆମ୍ବ ଆକାରରେ ଛୋଟ ଏବଂ ବ୍ୟବସାୟ ଉପଯୋଗୀ ନ ହେଲେ ମଧ୍ୟ ଲୋକେ ଏହାକୁ ସ୍ବାଦ ଦୃଷ୍ଟିରୁ ସଂରକ୍ଷଣ କରି ରଖତ୍ ପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ତାନ ପାଳନ ଓ ମାର୍ଗ ଦର୍ଶନ

ଈଶ୍ୱରଙ୍କ ସୃଷ୍ଟିରେ ମଣିଷ ସର୍ବଶ୍ରେଷ୍ଠ ଜୀବ ରୂପେ ପରିଗଣିତ ହୋଇଥାଏ। ଏହାର କାରଣ ହେଲା ଜୀବଜନ୍ତୁମାନେ ଭଲ, ମନ୍ଦ, ଭୁଲ୍‌, ଠିକ୍‌ ବିବେଚନା କରିବାରେ ଅସମର୍ଥ ହୋଇଥିବା…

ନିର୍ବାଚନ: ଆଞ୍ଚଳିକ ଦଳ ବନାମ ଏନ୍‌ଡିଏ

କେନ୍ଦ୍ର ଶାସିତ ଅଞ୍ଚଳ ପୁଡୁଚେରୀ ସହ ୪ଟି ରାଜ୍ୟ ବିଧାନସଭା ପାଇଁ ଚଳିତ ମାସରେ ନିର୍ବାଚନ ଅନୁଷ୍ଠିତ ହେବ। ଏହି ସମସ୍ତ ରାଜ୍ୟରେ ରହିଛି ମୋଟ ୮୨୪ଟି…

ଶାସନରେ ଭୟ

ଭାରତରେ ଯେବେ ଏକ ପ୍ରକଳ୍ପ ଅଟକିଯାଏ, ଖର୍ଚ୍ଚ ବଢ଼ିଯାଏ ଆମେ ସ୍ବାଭାବିକ ଭାବରେ ସେଥିରେ ଦୁର୍ନୀତି କଥା ଉଠାଇଥାଉ। କିନ୍ତୁ ବେଳେ ବେଳେ ବ୍ୟବସ୍ଥାର ନିଷ୍କ୍ରିୟତା ଯୋଗୁ…

ଏଇ ଭାରତରେ

ଅସହାୟ ପିଲାଙ୍କ ଆଶାବାଡ଼ି ପୋର୍ତ୍ତିଆ ପୁଟାଟୁଣ୍ଡା। ସେ ତାଙ୍କ ପିତାଙ୍କ ସ୍ମୃତିରେ ଏକ ଆବାସିକ ସ୍କୁଲ ଖୋଲି ମାଗଣାରେ ପିଲାମାନଙ୍କୁ ପଢାଉଛନ୍ତି। ସେମାନଙ୍କୁ ଖାଦ୍ୟ, ଚିକିତ୍ସା, ପୋଷାକ…

ଅଦୃଶ୍ୟ ଈଶ୍ୱରଙ୍କ ଦୃଶ୍ୟ ପ୍ରତିମା

ଭୁ ଯିଶୁଖ୍ରୀଷ୍ଟ ଦୁଇ ହଜାରରୁ ଅଧିକ ବର୍ଷ ତଳେ, ରୋମୀୟ ସାମ୍ରାଜ୍ୟ ସମୟରେ, ନିଜର ପରିଚୟ ଓ ବ୍ୟକ୍ତିତ୍ୱକୁ ଖୋଲାଖୋଲି ଭାବେ ପ୍ରକାଶ କରିଥିଲେ। ତାଙ୍କ ବିରୋଧରେ…

ଜନଜାତୀୟ ଖେଳ ପ୍ରତିଭା: ଆମ ଜାତୀୟ ଗୌରବ

ମୁଁ  ଦେଖିଛି ଯେ ଆମ ଦେଶର ଗ୍ରାମାଞ୍ଚଳ ଓ ବନାଞ୍ଚଳରେ ପିଲାମାନେ ସେମାନଙ୍କ ଦୈନନ୍ଦିନ ଜୀବନର ଅଧିକାଂଶ ସମୟ ପ୍ରକୃତି କୋଳରେ ଅତିବାହିତ କରିଥା’ନ୍ତି। ସେମାନେ ପ୍ରାକୃତିକ…

ଆଣବିକ ପ୍ରତିରୋଧ ଓ ମହାଶକ୍ତି

ଆଣବିକ ଅସ୍ତ୍ରଶସ୍ତ୍ର ଯୋଗୁ ମହାଶକ୍ତିଙ୍କ ମଧ୍ୟରେ ଯୁଦ୍ଧର ବିଜୟ ଅସମ୍ଭବ ହୋଇଯାଇଛି। ଅର୍ଥାତ୍‌ ମହାଶକ୍ତିଙ୍କ ନିକଟରେ ଏତେ ଅଣୁ ଅସ୍ତ୍ରଶସ୍ତ୍ର ରହିଛି ଯେ, ଯଦି ସେମାନଙ୍କ ମଧ୍ୟରେ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri