ଏଇ ଭାରତରେ

୧୩୫ ବହି ଲେଖି ସାରିଲେଣି ୧୨ ବର୍ଷର ବାଳକ। ଏ କଥା ଆଶ୍ଚର୍ଯ୍ୟ ଲାଗିଲେ ବି ସତ୍ୟ। କଳା, ସଂସ୍କୃତି ଓ ପ୍ରସିଦ୍ଧ ବ୍ୟକ୍ତିତ୍ୱଙ୍କୁ ନେଇ ତାଙ୍କ ପୁସ୍ତକଗୁଡ଼ିକ ରଚିତ ହୋଇଛି। ଉତ୍ତରପ୍ରଦେଶର ମୃଗେନ୍ଦ୍ର ରାଜ ମାତ୍ର ୬ବର୍ଷ ବୟସରୁ ଲେଖାଲେଖି ଆରମ୍ଭ କରିଥିଲେ। ତାଙ୍କର ପ୍ରଥମ ପୁସ୍ତକ ଥିଲା ଏକ କବିତା ବହି। ଏବେ ଲଣ୍ଡନର ଓ୍ବାର୍ଲଡ ରେକର୍ଡ ୟୁନିଭର୍ସିଟିରେ ଡକ୍ଟରେଟ କରିବା ପାଇଁ ତାଙ୍କୁ ଆମନ୍ତ୍ରଣ କରାଯାଇଛି। ‘ଆଜ କା ଅର୍ଜୁନ’ ନାମରେ ପରିଚିତ ରାଜ କୁହନ୍ତି, ଲେଖା ପାଇଁ ତାଙ୍କୁ ୪ଟି ବିଶ୍ୱ ରେକର୍ଡ ମିଳିବା ସହ ଆହୁରି ଅନେକ ସମ୍ମାନ ମିଳିଛି। ସେ କୁହନ୍ତି, ମହାକାବ୍ୟ ରାମାୟଣର ୫୧ଟି ଚରିତ୍ରକୁ ସେ ତାଙ୍କ ପୁସ୍ତକରେ ସ୍ଥାନ ଦେଇଛନ୍ତି। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଜୀବନୀକୁ ନେଇ ଏକ ପୁସ୍ତକ ମଧ୍ୟ ରଚନା କରିଛନ୍ତି। ତାଙ୍କ ବହି ୨୫ରୁ ୧୦୦ପୃଷ୍ଠା ବିଶିଷ୍ଟ ହୋଇଥାଏ। ସୁଲତାନପୁରର ଏକ ଘରୋଇ ସ୍କୁଲରେ ତାଙ୍କ ମା’ ଶିକ୍ଷକତା କରୁଥିବା ବେଳେ ପିତା ଜଣେ ସରକାରୀ କର୍ମଚାରୀ। ବାସ୍ତବରେ ଏହି ସ୍ବଳ୍ପ ବୟସର ସାରସ୍ବତ ସାଧକ ସମସ୍ତଙ୍କ ପାଇଁ ଆଦର୍ଶ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଲଲକ୍‌ଡାଉନରେ ହାଇଦ୍ରାବାଦର ଏଚ୍‌ଆର୍‌ ମ୍ୟାନେଜର ଦୋସାପତି ରାମୁଙ୍କ ଜୀବନର ମୋଡ଼ ବଦଳିଯାଇଛି। ସେ ଏକ ରାଇସ୍‌ ଏଟିଏମ୍‌ ଖୋଲି ଗରିବଙ୍କୁ ମାଗଣାରେ ଖାଇବାକୁ ଦେଉଛନ୍ତି। ରାମୁ...

ପ୍ରଗତିର ଅଗ୍ରଦୂତ କଲାମ

ଅକ୍ଷୟ କୁମାର ରାଉତ ଭାରତୀୟ କ୍ଷେପଣାସ୍ତ୍ରର ଜନକ, ପୂର୍ବତନ ରାଷ୍ଟ୍ରପତି ଡ.ଏପିଜେ ଅବଦୁଲ କଲାମ ୧୯୩୧ ଅକ୍ଟୋବର ୧୫ରେ ମାଡ୍ରାସ (ଚେନ୍ନାଇ) ଅନ୍ତର୍ଗତ ରାମେଶ୍ୱର ଦ୍ୱୀପାଞ୍ଚଳର...

ଏଇ ଭାରତରେ

ବନବାସୀମାନଙ୍କ ଜୀବନଶୈଳୀକୁ ପ୍ଲାଷ୍ଟିକ ମୁକ୍ତ କରିବାରେ ଲାଗିଛନ୍ତି ପଶ୍ଚିମବଙ୍ଗର ସିଦ୍ଧାର୍ଥ ବ୍ଲୋନେ ଓ ସ୍ବେତା ପ୍ରଧାନ। ଏହି ଦମ୍ପତିଙ୍କ ବୟସ ପାଖାପାଖି ୪୦ ହେବ। ପଶ୍ଚିମବଙ୍ଗ...

ଦୁର୍ଦ୍ଦିନର ଜୟଗାନ

ଚିତ୍ର ଚରିତ୍ର/ ଅଧ୍ୟାପକ ନିରଞ୍ଜନ ପାଢ଼ୀ ଦୁଃସମୟର ଆୟୁଷ ବେଶ୍‌ ଲମ୍ବା ଜଣାପଡ଼େ, ଯେତେବେଳେ ସୁସମୟ ବିଜୁଳି ଝଟକିଲା ଭଳି ଆସେ ଓ ନିମିଷକେ ପୁଣି...

ମୁଁ କରୋନା କହୁଛି

ପ୍ରକାଶ ତ୍ରିପାଠୀ ହାଲୋ ବିଶ୍ୱବାସୀ! ମୁଁ କରୋନା କହୁଛି। କରୋନା ଭାଇରସ୍‌, ମାନେ ସାରା ବିଶ୍ୱରେ କୋକୁଆ ଭୟ ସୃଷ୍ଟି କରିଥିବା କୋଭିଡ୍‌-୧୯ ରୋଗ ସୃଷ୍ଟିକାରୀ...

ବିପର୍ଯ୍ୟୟ ମୁକାବିଲା ଲାଗି ଭିତ୍ତିଭୂମି ଲୋଡ଼ା

ପ୍ରମୋଦ କୁମାର ମିଶ୍ର ପ୍ରତିବର୍ଷ ଅକ୍ଟୋବର ୧୩ ତାରିଖରେ ସାରା ବିଶ୍ୱ ଅନ୍ତର୍ଜାତୀୟ ବିପର୍ଯ୍ୟୟ ପ୍ରଶମନ ଦିବସ ପାଳନ କରିଥାଏ। ବିପର୍ଯ୍ୟୟଜନିତ କ୍ଷୟକ୍ଷତିକୁ ହ୍ରାସ କରିବା...

ବୈଶେଷିକ ଦର୍ଶନର ମୂଳତତ୍ତ୍ୱ

ଡ. ଗୋପାଳ ଚନ୍ଦ୍ର ଦାଶ ମହର୍ଷି କଣାଦ ବୈଶେଷିକ ଦର୍ଶନର ରଚୟିତା। ଏହି ଦର୍ଶନ ଦଶଗୋଟି ଅଧ୍ୟାୟରେ ବିଭକ୍ତ ଓ ପ୍ରତି ଅଧ୍ୟାୟରେ ଦୁଇଗୋଟି ଆହ୍ନିକ...

ଏଇ ଭାରତରେ

ଅଭିନବ ପଦ୍ଧତିରେ ବର୍ଜ୍ୟର ଉପଯୋଗ କରିବାରେ ଉତ୍ତରପ୍ରଦେଶ ହରିହରପୁରର ରବି ପ୍ରସାଦଙ୍କ ପ୍ରୟାସ ବେଶ୍‌ ପ୍ରଶଂସନୀୟ। ରବିଙ୍କ ବୟସ ୩୬। ସେ କଦଳୀ ଗଛ ବର୍ଜ୍ୟରୁ...

Advertisement
Archives

Model This Week