Posted inଜାତୀୟ

ଏଏପିକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୬।୨: ଦିଲ୍ଲୀ ହଜ କମିଟି ନିର୍ବାଚନରେ ଭାଜପା ବାଜିମାରିଛି। ଭାଜପାର କୌସର ଜାହାଁ ବିଜୟୀ ହୋଇ ଅଧ୍ୟକ୍ଷ ପଦ ପାଇଛନ୍ତି। ଫଳରେ ଆମ ଆଦମୀ ପାର୍ଟି(ଏଏପି)କୁ ବଡ଼ ଝଟ୍‌କା ଲାଗିଛି। ଦିଲ୍ଲୀ ଲେଫ୍ଟନାଣ୍ଟ ଗଭର୍ଣ୍ଣର ଭି.କେ ସକ୍ସେନା ଗତ ଜାନୁଆରୀ ୬ରେ ଆସନ୍ତା ତିନି ବର୍ଷ ପାଇଁ ରାଜ୍ୟ ହଜ କମିଟି ଗଠନ କରିଥିଲେ। ଏହି କମିଟିର ସଦସ୍ୟ ଭାଜପା ଏମ୍‌ପି ଗୌତମ ଗମ୍ଭୀର, ଦୁଇ ଆମ ଆଦମୀ ପାର୍ଟିର ବିଧାୟକ ଅବଦୁଲ ରେହମାନ ଏବଂ ହାଜି ୟୁନୁସ, କଂଗ୍ରେସ ଏମସିଡି କାଉନସିଲର ନାଜିଆ ଡାନିଶ, ମୁସଲିମ ଧର୍ମଶାସ୍ତ୍ର ବିଶେଷଜ୍ଞ ମହମ୍ମଦ ସାଦ ଏବଂ ମୁସଲମାନ ସ୍ବେଚ୍ଛାସେବୀ ସଂଗଠନର ସଦସ୍ୟ କୌସର ଜାହାଁ ଥିଲେ।
ସୂଚନାନୁସାରେ, କୌଶରଙ୍କୁ ମୋଟ ତିନୋଟି ଭୋଟ ମିଳିଛି, ଯେଉଁଥିରେ ଗୌତମ ଗମ୍ଭୀର ଏବଂ ମହମ୍ମଦ ସାଦଙ୍କ ଭୋଟ ସହିତ ନିଜର ଭୋଟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାବାସୀଙ୍କ ପାଇଁ ଗୌରବର ମୁହୂର୍ତ୍ତ, ଏସୀୟ ଇନ୍‌ଡୋର ଆଥଲେଟିକ୍ସ ନେଇ ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ବର,୨୭ା୫: ଓଡ଼ିଶାରେ ହେବ ୨୦୨୭ ଏସୀୟ ଇନ୍‌ଡୋର ଆଥଲେଟିକ୍ସ ଚାମ୍ପିଅନସିପ୍ । ଏନେଇ ଏକ୍ସରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ହଂକଂଠାରେ ଅନୁଷ୍ଠିତ…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ଇଡି ଚଢ଼ାଉକୁ ବିରୋଧ: ଅଧିକାରୀଙ୍କ ଗାଡ଼ି ଉପରକୁ ଆକ୍ରମଣ

ଥିରୁଭାନନ୍ତପୁରମ୍‌,୨୭ା୫: କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ଥିରୁଭାନନ୍ତନପୁରମ୍‌ସ୍ଥିତ ବାସଭବନ ବାହାରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ) (ସିପିଆଇଏମ) କର୍ମୀମାନେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଧିକାରୀଙ୍କ ଗାଡ଼ି…

ମୋଦି କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ରାସନକୁ ନେଇ ଆସିଲା ନୂଆ ନିୟମ; ୮୦ କୋଟି ଲୋକଙ୍କ ଉପରେ ପଡ଼ିବ ସିଧା ପ୍ରଭାବ!

ନୂଆଦିଲ୍ଲୀ,୨୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହି କ୍ୟାବିନେଟ ନିଷ୍ପତ୍ତି ରାସନ ପାଉଥିବା 800 ନିୟୁତ…

ରବିବାରଠୁ ବଢ଼ିପାରେ ବସ୍ ଭଡ଼ା! ଦାବି କଲା ଘରୋଇ ବସ୍ ମାଲିକ ସଂଘ

ଭୁବନେଶ୍ବର,୨୭ା୫: ରାଜ୍ୟରେ ପୁଣି ବଢି଼ପାରେ ବସ୍ ଭଡ଼ା । ଘରୋଇ ବସ୍ ମାଲିକ ସଂଘ ଏନେଇ ଦାବି କରିଛି । ଗତ କିଛି ଭିତରେ ରାଜ୍ୟରେ ତେଲ…

NASAର ବଡ଼ ଘୋଷଣା: ଚନ୍ଦ୍ରରେ ନିର୍ମାଣ କରିବ ଘାଟି

ଓ୍ବାଶିଂଟନ୍‌,୨୭।୫: ଆମେରିକାର ମହାକାଶ ସଂସ୍ଥା ନାସା, ଚନ୍ଦ୍ରରେ ଏକ ଘାଟି ନିର୍ମାଣ କରିବ ବୋଲି ଘୋଷଣା କରିଛି। ନାସା ପ୍ରଶାସକ ଜାରେଡ ଆଇଜାକମ୍ୟାନ କହିଛନ୍ତି ଯେ, ଏହି…

୩ ବ୍ୟାଙ୍କ ଅଫିସରଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ

ଭୁବନେଶ୍ୱର,୨୭।୫(ତ୍ରିନାଥ ମହାନ୍ତି): ଜାଲ ଦସ୍ତାବିଜ୍‌ ଦେଇ ଏସ୍‌ବିଆଇର ୪ଟି ଶାଖାରୁ ବ୍ୟକ୍ତିଗଣ ଋଣ ନାମରେ ୬କୋଟି ୮୮ଲକ୍ଷ ୨୯ ହଜାର ଟଙ୍କା ଠକେଇ ମାମଲାରେ କ୍ରାଇମ୍‌ବ୍ରାଞ୍ଚର ଅର୍ଥନୈତିକ…

TMC ଛାଡ଼ିଲେ ଏମ୍‌ପି କାକୋଲି ଘୋଷ, ମମତାଙ୍କର ଥିଲେ ଅତି ଘନିଷ୍ଠ

କୋଲକାତା,୨୭ା୫: TMCକୁ ବଡ଼ ଝଟ୍‌କା। ଦଳ ଛାଡ଼ଛନ୍ତି ଏମ୍‌ପି କାକୋଲି ଘୋଷ। ସେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଅତି ଘନିଷ୍ଠ ଥିଲେ। ବାରାଶତ୍ରୁରୁ ସେ…

ଅଧାରୁ ଫେରିଲା ଏୟାର ଇଣ୍ଡିଆ ବିମାନ, ୩ ଘଣ୍ଟା ଉଡ଼ାଣ ପରେ…

ନୂଆଦିଲ୍ଲୀ,୨୭ା୫: ଯାନ୍ତ୍ରିକ ତ୍ରୁଟି ପାଇଁ ଅଧାରୁ ଫେରିଆସିଲା ଏୟାର ଇଣ୍ଡିଆ ବିମାନ। ସାନ ଫ୍ରାନ୍ସିସ୍କୋ ଯାଉଥିଲା ବେଳେ ଫେରି ଆସିଲା। ୩ ଘଣ୍ଟା ଉଡ଼ାଣ କରି ସାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri