Posted inଜାତୀୟ

ଏଏପିର ଉଦାର ହିନ୍ଦୁତ୍ୱ: ଭାଜପା ସମେତ ଅନ୍ୟ ଦଳ ପାଇଁ ଆଣିଛି ବିପଦ ଘଣ୍ଟି !

ନୂଆଦିଲ୍ଲୀ,୧୯।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି)ର ଉଦାର ହିନ୍ଦୁତ୍ୱ ଛବି ବେଶ୍‌ ସଫଳ ରହିଛି। ଏହାଯୋଗୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ପୁଣି ଥରେ ୬୨ ଆସନ ବଳରେ କ୍ଷମତା ଦଖଲ କରିଛନ୍ତି। କେଜରିଓ୍ବାଲ ନିଜକୁ ହନୁମାନଙ୍କ ଭକ୍ତ ବୋଲି କହି ହନୁମାନ ଚାଳିଶା ପାଠ କାର୍ଯ୍ୟକ୍ରମ କରିଥିଲେ। ଏବେ ଉଦାର ହିନ୍ଦୁତ୍ୱ ଯୋଗୁ ସଫଳତା ହାସଲ ପରେ ଏଏପି ସୁନ୍ଦରାକାଣ୍ଡ ପାଠ ଆରମ୍ଭ କରିଛି। ଦଳ ପକ୍ଷରୁ ବିଧାୟକ ସୌରଭ ଭରଦ୍ୱାଜ ଟୁଇଟ୍‌ କରି କହିଛନ୍ତି ଯେ, ପ୍ରତି ମାସର ପ୍ରଥମ ମଙ୍ଗଳବାର ଦିଲ୍ଲୀର ବିଭିନ୍ନ ସ୍ଥାନରେ ସୁନ୍ଦରାକାଣ୍ଡ ପାଠ କରାଯିବ। ଏଏପିର ଏହି ଉଦାର ହିନ୍ଦୁତ୍ୱ ମନୋଭାବ ଯୋଗୁ ଭାଜପା ସମେତ କଂଗ୍ରେସ ଏବଂ ଅନ୍ୟ ରାଜନୈତିକ ଦଳ ପାଇଁ ବିପଦ ଘଣ୍ଟି ଆଣିଛି ବୋଲି ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି। ଭାଜପା ଭଳି କଠୋର ହିନ୍ଦୁତ୍ୱ ଦଳ ଆଗରେ ଦିଲ୍ଲୀ ନିର୍ବାଚନରେ ଏଏପିର ଉଦାର ହିନ୍ଦୁତ୍ୱ ବେଶ୍‌ କାମ ଦେଇଛି। ଅପରପକ୍ଷରେ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ଶିବଭକ୍ତ ବୋଲି ଲୋକ ସଭା ନିର୍ବାଚନ ପୂର୍ବରୁ ପ୍ରକାଶ କରିଥିଲେ। ସେହିପରି ସମାଜବାଦୀ ପାର୍ଟି ନେତା ଅଖିଳେଶ ଯାଦବ ନିଜକୁ କୃଷ୍ଣଭକ୍ତ କହିବୁଲୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ସିଦ୍ଦାରାମାୟା

ବେଙ୍ଗାଲୁରୁ,୨୮ା୫: କର୍ନାଟକର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ସିଦ୍ଦାରାମାୟା। ବେଙ୍ଗାଲୁରୁ ରାଜଭବନ ଯାଇ ସେ ଇସ୍ତଫା ଦେଇଛନ୍ତି। ଏନେଇ ସିଦ୍ଦାରାମାୟା ଏକ ପ୍ରେସ୍‌ମିଟ୍‌ କରି ସୂଚନା ଦେଇଛନ୍ତି।…

ଶିବକୁମାରଙ୍କୁ ନେଇ ଏମିତି କହିଲେ ପ୍ରିୟଙ୍କା ଗାନ୍ଧୀ, ଯେଉଁମାନେ କଷ୍ଟକର ସମୟରେ…

ବେଙ୍ଗାଲୁରୁ,୨୮ା୫: କର୍ନାଟକର କଂଗ୍ରେସ ସରକାରରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଦୀର୍ଘଦିନ ଧରି ଚାଲିଥିବା ବିବାଦର ଏବେ ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା କ୍ୟାବିନେଟ୍‌ ମନ୍ତ୍ରୀମାନଙ୍କ ସହିତ ଏକ…

ଛାତ୍ରାବାସରେ ଭୟଙ୍କର ଅଗ୍ନିକାଣ୍ଡ: ଜୀବନ୍ତ ଜଳିଗଲେ ୧୬ ଛାତ୍ରୀ

ନାଇରୋବି,୨୮।୫: କେନିଆର ନାକୁରୁ କାଉଣ୍ଟିର ଗିଲଗିଲ୍ସ୍ଥିତ ଉତୁମିଶି ବାଳିକା ଏକାଡେମୀର ଏକ ଛାତ୍ରାବାସରେ ଏକ ଭୟଙ୍କର ଅଗ୍ନିକାଣ୍ଡ ସମଗ୍ର ଦେଶକୁ ଥରାଇ ଦେଇଛି। ପ୍ରାଥମିକ ରିପୋର୍ଟ ଅନୁଯାୟୀ,…

ଜୁନ୍ ୧ରୁ ବଦଳୁଛି Indane, Bharat ଏବଂ HP ଗ୍ୟାସର ୬ଟି ନିୟମ; ସିଧାସଳଖ ଆପଣଙ୍କ ପକେଟ୍ ଉପରେ ପଡ଼ିବ ପ୍ରଭାବ!

ନୂଆଦିଲ୍ଲୀ,୨୮।୫: ଯଦି ଆପଣଙ୍କ ପରିବାର Indane, Bharat ଗ୍ୟାସ, କିମ୍ୱା HP ଗ୍ୟାସର ଏକ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଆଗାମୀ ମାସଟି ଆପଣଙ୍କ ପାଇଁ…

ଇଦ୍‌ରେ ପ୍ରଶଂସକଙ୍କୁ ବଡ଼ ଉପହାର ଦେଲେ ସଲମାନ

ଅଭିନେତା ସଲମାନ ଖାନଙ୍କ ଓ୍ବାର୍‌ ଡ୍ରାମା ଫିଲ୍ମ ‘ମାତୃଭୂମି: ମେଁ ରେଷ୍ଟ ଇନ୍‌ ପିସ୍‌’ର ଏକ ନୂତନ ଗୀତ ଇଦ୍‌-ଉଜ୍‌-ଜୁହାର ବିଶେଷ ଅବସରରେ ମୁକ୍ତିଲାଭ କରିଛି। ଏହା…

ମନ୍ଦିର ଦର୍ଶନ କରି ଫେରୁଥିବା ବେଳେ ଯୁବତୀଙ୍କୁ ଟେକିନେଲେ ଦୁର୍ବୃତ୍ତ, ଗଣବଳାତ୍କାର କରିବା ପରେ କଲେ…..

ଜୟପୁର,୨୮।୫: ରାଜସ୍ଥାନର ରାଜଧାନୀ ଜୟପୁରରେ ଜଣେ ଯୁବତୀଙ୍କ ସହ ଗଣବଳାତ୍କାରର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଘଟଣାଟି ସହରର ଭିକେଆଇ ପୋଲିସ ଷ୍ଟେସନ ଅଧୀନରେ ଘଟିଥିବା…

ସରକାରଙ୍କ ବଡ଼ ପ୍ଲାନ! ଖୁବଶୀଘ୍ର ବଦଳିବାକୁ ଯାଉଛି ପେଟ୍ରୋଲ ପକାଇବାର ନିୟମ…

ନୂଆଦିଲ୍ଲୀ,୨୮।୫: ଭାରତରେ ପେଟ୍ରୋଲ ପମ୍ପର ଗ୍ରାହକମାନେ ଖୁବ ଶୀଘ୍ର ବିଭିନ୍ନ ପ୍ରକାରର ଇଥାନଲ-ମିଶ୍ରିତ ପେଟ୍ରୋଲ ବାଛିବାର ବିକଳ୍ପ ପାଇପାରିବେ, ଯାହା ସେମାନଙ୍କର ର୍ନିଦ୍ଦିଷ୍ଟ ଯାନ ପାଇଁ ଉପଯୁକ୍ତ।…

ଆଜି ପାଇଁ ସାବଧାନ ରୁହନ୍ତୁ ଏହି ଜିଲାବାସୀ, ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର,୨୮।୫: ଆଗାମୀ ପାଞ୍ଚ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସାଙ୍ଗକୁ ଝଡ଼ବର୍ଷା ହେବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri