ଏକକ ଷାଣ୍ମାସିକ ପରୀକ୍ଷାରେ ବିଭ୍ରାଟ ପ୍ରସଙ୍ଗ: ତ୍ରୁଟିକୁ ସ୍ବୀକାର କଲେ ମନ୍ତ୍ରୀ

ଭୁବନେଶ୍ୱର,୨।୧୧(ବ୍ୟୁରୋ): ରାଜ୍ୟରେ ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ଏକକ ଷାଣ୍ମାସିକ ପରୀକ୍ଷାରେ ହୋଇଥିବା ତ୍ରୁଟିକୁ ସ୍ବୀକାର କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ଏନେଇ ପ୍ରତିକ୍ରିୟା ରଖି ସେ କହିଛନ୍ତି, ପ୍ରଥମ ଥର ପାଇଁ ଏକା ସାଙ୍ଗରେ ପରୀକ୍ଷା ହେଉଥିବାରୁ ଏଭଳି ଅସୁବିଧା ଦେଖାଦେଇଛି। ତଥାପି ନବେ ପ୍ରତିଶତ ଠିକ୍‌ ଅଛି। ଯେଉଁ ସମସ୍ୟା ସୃଷ୍ଟି ହୋଇଛି ତାହାର ସମାଧାନ ପାଇଁ ବୈଠକ ଡ଼କା ଯାଇଛି ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ, ଶୁକ୍ରବାରଠାରୁ ଏକକ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ପ୍ରଥମ ଦିନରେ ହିଁ ପ୍ରଶ୍ନପତ୍ରକୁ ନେଇ ବିଭ୍ରାଟ ଦେଖାଦେଇଥିଲା। ପୁରୀ ଜିଲାର ବ୍ରହ୍ମଗିରି, ଅସ୍ତରଙ୍ଗ, ପିପିଲି, କାକଟପୁର, ଗୋପ ଅଞ୍ଚଳ ସମେତ କେନ୍ଦ୍ରାପଡ଼ାର ଅନେକ ସ୍ଥାନରେ ଏଭଳି ଅବ୍ୟବସ୍ଥା ଦେଖିବାକୁ ମିଳିଥିଲା। ବିଭିନ୍ନ ସ୍କୁଲରେ ପ୍ରଶ୍ନପତ୍ର ଅଭାବ ହେବାରୁ କେଉଁଠି ଜେରକ୍ସ ତ ଆଉ କେଉଁଠି ବ୍ଲାକ୍‌ବୋର୍ଡରେ ଇତିହାସ, ଭୂଗୋଳ ପ୍ରଶ୍ନ ଲେଖି ବିଦ୍ୟାଳୟ କର୍ତ୍ତୃପକ୍ଷ ପରୀକ୍ଷା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରଭଙ୍ଗା ସହାୟତାକୁ ନେଇ ଅଭିନବ ଧାରଣା: ବ୍ଲକ ସମ୍ମୁଖରେ ରୋଷେଇ କରି ଖାଇଲେ କ୍ଷତିଗ୍ରସ୍ତ

ପୁରୀ ଅଫିସ, ୩।୧୧: ବାତ୍ୟା ଫନୀକୁ ୬ ମାସ ପୂରିଛି। ହେଲେ ଏବେ ବି ଅନେକ କ୍ଷତିଗ୍ରସ୍ତଙ୍କୁ ଘରଭଙ୍ଗା ସହାୟତା ମିଳିପାରିନାହିଁ। ତଦନ୍ତରେ ବ୍ୟାପକ ଅନିୟମିତତା...

୪ଶହ ଏକର ଜମିକୁ ମାଡ଼ିଗଲା ଜୁଆର

ରାଜନଗର,୧୪ା୭(ଡି.ଏନ.ଏ.): ପାଟ୍ଟଶାଳା ନଦୀର ଜୁଆର ଗୁରୁବାର ବନ୍ଧ ଡେଇଁ ଭେଡାକୁ ପଶିଛି। ଉଚ୍ଚ ଜୁଆର ରଙ୍ଗଣୀ ପଞ୍ଚାୟତର ପଟ୍ଟାପାରିଆ ଓ ଭେକ୍ଟାମୌଜାର ପ୍ରାୟ ୪ଶହ ଏକର...

‘ଧରିତ୍ରୀ’ ଖବରଦାତା ସଞ୍ଜୀବ ଯୋଷୀଙ୍କ ପରଲୋକ

ଭବାନୀପାଟଣା,୩୧।୧(ସ୍ବ.ପ୍ର.): ‘ଧରିତ୍ରୀ’ର କଳାହାଣ୍ଡି ଜିଲା ପ୍ରତିନିଧି ସଞ୍ଜୀବ କୁମାର ଯୋଷୀଙ୍କ ରବିବାର ସନ୍ଧ୍ୟା ୭ଟା ୪୦ ମିନିଟ୍‌ରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ପରଲୋକ ହୋଇଯାଇଛି। ତାଙ୍କୁ...

‘ଶିଳ୍ପ ସଂସ୍ଥାରେ ସୁରକ୍ଷା ବ୍ୟବସ୍ଥାର ନିୟମିତ ଯାଞ୍ଚ ହେଉ’: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ

ବାଲେଶ୍ୱର ଅଫିସ,୧୯।୧୧-ରାଜ୍ୟର ଶିଳ୍ପସଂସ୍ଥାରେ ଦିନକୁ ଦିନ ଦୁର୍ଘଟଣା ବୃଦ୍ଧି ପାଇ ଚାଲିଛି। ଏହାର ପ୍ରତିରୋଧ କରିବା ପାଇଁ କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ,...

CORONAVIRUS UPDATE: ରାଜ୍ୟରେ ୧୫୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୬।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ମଙ୍ଗଳବାର ସକାଳେ ରାଜ୍ୟରେ ଆଉ ୭୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।...

ଦରବୃଦ୍ଧି ପ୍ରତିବାଦରେ ବିରୋଧୀ ଦଳର ୬ଘଣ୍ଟିଆ ବନ୍ଦ ଡାକରା

ଭୁବନେଶ୍ୱର,୧୫।୭(ବ୍ୟୁରୋ): ତୈଳ ଦର ସାଙ୍ଗକୁ ଅତ୍ୟାବଶ୍ୟକ ଜିନିଷର ଦରବୃଦ୍ଧି ପ୍ରତିବାଦରେ ଗୁରୁବାର ବାମପନ୍ଥୀ ଦଳ ପକ୍ଷରୁ ରାଜ୍ୟବ୍ୟାପି ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ ମଧ୍ୟାହ୍ନ...

ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ମାମଲା : ୪ବର୍ଷ ପରେ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ) : ଜଣେ ନାବାଳିକାଙ୍କୁ ଅପହରଣ କରିବା ପରେ ବଳାତ୍କାର କରିବା ମାମଲାର ୪ବର୍ଷ ପରେ ନୟାପଲ୍ଲୀ ଥାନା ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ...

ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୨୧୪କୁ ବୃଦ୍ଧି

ଭୁବନେଶ୍ୱର,୩।୧୦(ବ୍ୟୁରୋ): ଆଜି ରାଜ୍ୟରୁ ଆଉ ୫ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

Advertisement
Archives

Model This Week