ଏକତାଙ୍କ ବାୟୋପିକରେ ଦିଶା

ମୁମ୍ବାଇ: ବଲିଉଡ୍‌ର ହଟ୍‌ ଓ ସେକ୍ସି ନାୟିକା ଦିଶାା ପାଟନି ଏବେ ଚଣ୍ଡିଗଡ଼ରେ ଅଛନ୍ତି। ସେ ତାଙ୍କ ଅପ୍‌କମିଙ୍ଗ ଫିଲ୍ମ ‘କେ ଟିନା’ର ଶୁଟିଂରେ ବ୍ୟସ୍ତ ଅଛନ୍ତି। ରାଜ ସାଣ୍ଡିଲ୍ୟଙ୍କ ଦ୍ୱାରା ଲିଖିତ ଏହି ଫିଲ୍ମ ଏକତା କପୁରଙ୍କ ହୋମ୍‌ ପ୍ରଡକ୍‌ସନରେ ନିର୍ମାଣ କରାଯାଉଛି। ଏବେ ୟଙ୍ଗଷ୍ଟରଙ୍କ ପ୍ରଥମ ପସନ୍ଦ ଦିଶା ଥିବାରୁ ଏକତା ତାଙ୍କ ଫ୍ୟାନ ଫଲୋଇଙ୍ଗକୁ ନେଇ ନାୟିକା ଭାବେ ଦିଶାଙ୍କୁ ହିଁ ବାଛିଛନ୍ତି। ନିକଟରେ ‘କେ ଟିନା’ରେ ଦିଶାଙ୍କ ଏକ ଫଟୋକୁ ଏକତା ତାଙ୍କ ଟୁଇଟର ଆକାଉଣ୍ଟରେ ଶେୟାର କରିଛନ୍ତି। ଆଉ ଠିକ୍‌ ଦିଶାଙ୍କ ଭଳି ଆଙ୍ଗୁଠିରେ ଗୁଡାଏ ମୁଦି ଓ ବ୍ରେସଲେଟ୍‌ ପିନ୍ଧି ଏକତା ତାଙ୍କର ମଧ୍ୟ ଏକ ଫଟୋ ଶେୟାର କରିଛନ୍ତି। ଶୁଣିବାକୁ ମିଳୁଛି କି ‘କେ ଟିନା’ ଏକତାଙ୍କ ଜୀବନି ଉପରେ ନିର୍ମାଣ କରାଯାଉଥିବା ଫିଲ୍ମ। ଯଦି ଏହା ଠିକ୍‌ ହୁଏ ତେବେ ଦର୍ଶକେ ଖୁବ୍‌ଶୀଘ୍ର ଏକତା କପୁରଙ୍କ ବାୟୋପିକ୍‌ ଦେଖି ତାଙ୍କ ସମ୍ପର୍କରେ ଅନେକ ଜଣା ଅଜଣା କଥା ଜାଣି ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଅନୁଷ୍କାଙ୍କ ଓ୍ବେବ୍‌ ସିରିଜ୍‌ର ଟିଜର ରିଲିଜ

ମୁମ୍ବାଇ: ୨୦୧୮ ମସିହାରେ ଜିରୋ ଫିଲ୍ମ ରିଲିଜ ପରେ ଅନୁଷ୍କା ଶର୍ମା ବଲିଉଡ୍‌ ଇଣ୍ଡଷ୍ଟ୍ରିରୁ ଏକପ୍ରକାର ଦୂରେଇ ଯାଇଥିଲେ। ବର୍ତ୍ତମାନ ଏକ ଲମ୍ବା ସମୟ ପରେ...

ଏହି ଅଭିନେତାଙ୍କୁ ଲୋକେ ସ୍ବୟଂ ଭଗବାନ ଭାବି କରୁଥିଲେ ପୂଜା

ମୁମ୍ବାଇ: ରାମାନନ୍ଦ ସାଗରଙ୍କ ‘ରାମାୟଣ’ ପୁଣି ଥରେ ଟିଭିରେ ପ୍ରସାରିତ ହେଉଛି। ଏଥିରେ କୁଶ ଭୂମିକାରେ ଅଭିନୟ କରିଥିବା ଅଭିନେତା ମଧ୍ୟ ‘ଶ୍ରୀକୃଷ୍ଣ’ ସିରିଏଲରେ ଶ୍ରୀକୃଷ୍ଣ...

ଅନୁଷ୍କାଙ୍କୁ ବଦଳାଇଦେଲା ‘ଦ ଗେମ୍‌ ଚେଞ୍ଜର’

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ନିଜର ଭିନ୍ନ ଅଭିନୟ ଶୈଳୀ ସହ ହେଲ୍‌ଦୀ ଲାଇଫ୍‌ଷ୍ଟାଇଲ ଓ ଫିଟ୍‌ନେଶ୍‌ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ଗତ...

ସାମ୍ନାକୁ ଆସିଲା ରିୟାଙ୍କ କଲ୍‌ ଡିଟେଲ୍ସ: ଏଥିରେ ରହିଛି ଚାଞ୍ଚଲ୍ୟକର ଖୁଲାସା

ମୁମ୍ବାଇ: ବଲିଉଡ୍‌ ଭର୍ସାଟାଇଲ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମାମଲାର ତଦନ୍ତ ଯେମିତି ଯେମିତି ଆଗକୁ ବଢ଼ୁଛି ସେମିତି ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି।...

ଶ୍ୱଶୁରଙ୍କ ମୃତ୍ୟୁ ପରେ କାଜଲଙ୍କ ମାଆ ହସ୍ପିଟାଲରେ ଭର୍ତ୍ତି

ଅଜୟ ଦେବଗନ ଏବଂ କାଜଲଙ୍କ ପରିବାରରେ ଖରାପ ସମୟ ପଡ଼ିଛି। ଶ୍ୱଶୁର ବୀରୁ ଦେବଗନଙ୍କ ମୃତ୍ୟୁକୁ ୩ ଦିନ ନ ପୂରୁଣୁ କାଜଲଙ୍କ ମାଆ ଏବେ...

୫ ଦିନ ପୂର୍ବରୁ ବାହାଘର ଭାଙ୍ଗିଥିଲେ ସଲ୍‌ମାନ

ମୁମ୍ବାଇ: ସବୁବେଳେ ନିଜ ବ୍ୟକ୍ତିଗତ ଜୀବନକୁ ନେଇ ସଲ୍‌ମାନ ଖାନ୍‌ ବେଶ୍‌ ଚର୍ଚ୍ଚାରେ ରହିଥାନ୍ତି। ବଲିଉଡ୍‌ର ମୋଷ୍ଟ ଏଲିଜିବଲ୍‌ ବ୍ୟାଚେଲର୍‌ ହୋଇ ବି ୫୩ ବର୍ଷ...

ତୈମୁର-ଇନାୟାଙ୍କ ଫଟୋ ଭାଇରାଲ

ମୁମ୍ବାଇ: ଶିଶୁ ଦିବସ ଅବସରରେ ସୋହା ଆଲ୍ଲି ଖାଁ ଏକ ଫଟୋ ଶେୟାର କରିଛନ୍ତି। ଏହି ଫଟୋ ଶେୟାର ହେବାର କିଛି ସମୟ ମଧ୍ୟରେ ଭାଇରାଲ...

କାନ୍ଦୁଛନ୍ତି ଶାହାରୁଖ୍‌ ଖାନ୍‌ଙ୍କ ଝିଅ: ଜାଣନ୍ତୁ କାହିଁକି…

ବଲିଉଡ୍‌ର କିଙ୍ଗ୍‌ ଖାନ୍‌ ଶାହାରୁଖ୍‌ଙ୍କ ଝିଅ ସୁହାନା ଖାନ୍‌ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସୁହାନା ଏପର୍ଯ୍ୟନ୍ତ ଫିଲ୍ମ ଇଣ୍ଡଷ୍ଟ୍ରିରେ...

Coronavirus Update


Archives

Model This Week

Why Dharitri