ଏକତାର ପରିଚୟ ଦେଲେ ବଡ଼ବିଲବାସୀ

ବଡ଼ବିଲ,୫।୪(ସ୍ଵ.ପ୍ର.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ବାନ କ୍ରମେ କେନ୍ଦୁଝର ଜିଲା ବଡ଼ବିଲରେ ଲୋକେ ଏକତାର ପରିଚୟ ଦେଇଛନ୍ତି। ରବିବାର ରାତି ୯ ଟାରୁ ୯ ମିନିଟ ପର୍ଯ୍ୟନ୍ତ ସମସ୍ତେ ଦୀପ, କ୍ୟାଣ୍ଡେଲ, ଟର୍ଚ୍ଚ ଲାଇଟ ଜଳାଇ ସାରା ଭାରତ ଏକତା ସୂତ୍ରରେ ବନ୍ଧା ବୋଲି ସମଗ୍ର ବିଶ୍ୱକୁ ବାର୍ତ୍ତା ଦେଇଥିଲେ। କିଛି ସମୟ ପାଇଁ ଅଞ୍ଚଳରେ ଅଦିନିଆ ଦୀପାବଳିର ମାହୋଲ ସୃଷ୍ଟି ହୋଇଥିଲା। ସହରରେ ଆଲୋକର ରୋଷଣୀ ପରିଲକ୍ଷିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆବାସ ଯୋଜନା କେଳେଙ୍କାରୀ: କେନ୍ଦୁଝର ସଦର ବ୍ଲକ ଘେରାଉ

କେନ୍ଦୁଝର,୨୮।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହୋଇଥିବା କେଳେଙ୍କାରୀ ପ୍ରତିବାଦରେ ଭାଜପା ପକ୍ଷରୁ ସୋମବାର ସଦର ବ୍ଲକ ଘେରାଉ କରିବା ସହ କାର୍ଯ୍ୟାଳୟ ଆଗରେ...

ବାଲିଚର ହୋଇ ଚାଷଜମି ନଷ୍ଟ

ଦେଓଗାଁ,୧୬ା୮(ଡି.ଏନ.ଏ.) : ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁଁ ହୋଇଥିବା ବନ୍ୟାରେ ଦେଓଗାଁ ଯୋଗୀସାଗର ତଳ ଅଞ୍ଚଳର ହାରାହାରି ୨୦ହେକ୍ଟର ଧାନଚାଷ ଜମି...

ପାଣିରୁ ଯୁବକଙ୍କୁ ଉଦ୍ଧାର କରିଥିବା ଆଗ୍ନିକଙ୍କୁ ପ୍ରଶଂସା

ଆଗ୍ନିକ ପ୍ରକାଶ କୁମାର ବଳଙ୍କୁ ସ୍ଥାନୀୟ ଅଞ୍ଚଳବାସୀ ବେଶ୍‌ ପ୍ରଶଂସା କରୁଛନ୍ତି। ପାଲଲହଡ଼ା ଦମକଳ କେନ୍ଦ୍ରର ମୁଖ୍ୟ ଆଗ୍ନିକ ଭାବେ କାର୍ଯ୍ୟରତ ପ୍ରକାଶ ନିଜ ଜୀବନକୁ...

ରୟତି ଜମି ଅଭାବ:ଆବାସ୍‌ ଯୋଜନାରୁ ବଁଚିତ୍‌ ଦିବ୍ୟାଙ୍ଗ ମୀନକେତନ

ଅତାବିରା, ୧।୬ (ଡି.ଏନ୍‌.ଏ): ବରଗଡ଼ ଜିଲା ଅତାବିରା ବ୍ଲକ କୁଲତାଟୁକୁରା ପଁଚେତ୍‌ ସଦର ଗଁ। ର ମୀନକେତନ ସିଂ(୪୫)। ସେ ଜନମ୍‌ବେଲେ ଠିକ୍‌ ଠାକ୍‌ ଥିଲେ...

ପାଚେରି ଭୁଶୁଡ଼ି ୪ ବ୍ୟବସାୟୀଙ୍କ ମୃତ୍ୟୁ ଘଟଣା: ଉଚ୍ଛେଦ ହେବ ବିପଦସଙ୍କୁଳ ଘର

ଢେଙ୍କାନାଳ ଅଫିସ, ୧୨ା୬- ଅଳସୁଆ ହାଟ ନିକଟରେ ଥିବା ପରିତ୍ୟକ୍ତ ରାଇସ୍‌ ମିଲ ପାଚେରି ଭୁଶୁଡ଼ି ୪ଜଣ ବ୍ୟବସାୟୀଙ୍କ ମୃତ୍ୟୁ ଘଟିବା ପରେ ତତ୍ପର ହୋଇଉଠିଛି...

ରଜରେ ଭିଡ ଜମିବା ଆଶଙ୍କା: ଖୋର୍ଦ୍ଧା ବରୁଣେଇ, ମା’ ଉଗ୍ରତାରା ପୀଠରେ ସପ୍ତାହେ ଯାଏ ୧୪୪ ଧାରା ଜାରି

ଖୋର୍ଦ୍ଧା ଅଫିସ,୧୧।୬: ଖୋର୍ଦ୍ଧା ଜିଲାରେ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଏହାକୁ ନିୟନ୍ତ୍ରଣ ସହ ଗୋଷ୍ଠୀ ସଂକ୍ରମଣକୁ ଏଡାଇବା ଲାଗି ଜିଲା ପ୍ରଶାସନ ପକ୍ଷରୁ...

ବରଗଡ଼ରେ ପୁଣି ୪ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୬ରେ ପହଞ୍ଚିଲା

ବରଗଡ଼ ଅଫିସ,୫ା୬: ବରଗଡ଼ ଜିଲାରେ ପୁଣି ୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନେ ବିଜେପୁର ବ୍ଲକ ଅନ୍ତର୍ଗତ ସାତବନ୍ଧ, ଜାରିଂ କନପୁରୀ ଓ...

୧୦ଥର ଆବେଦନ କରି ନିରାଶ ଘଟ୍‌ନା: ଭତା ପାଏଲେ ବୁରୁଧ୍‌ ଦମ୍ପତି

ଗଣ୍ଡତୁରୁମ, ୨୩।୩ (ଡି.ଏନ୍‌.ଏ.)- ବରଗଡ଼ ଜିଲା ଭେଡ଼େନ ବ୍ଲକ ମହୁଲପାଲି ଗାଁର ଘନ ଦେହେରୀ(୯୦) ଆର ତାକର ମାଏକିନା ସାଲିଣି(୮୫)। ଦମ୍ପତି ଭତାର ଲାଗି ପାଖାପାଖି...

Play 250+ Trending Games
Archives

Model This Week

Why Dharitri