Posted inଖେଳ

ଏକଦିବସୀୟ କ୍ରିକେଟରରେ ପ୍ରଥମ ହ୍ୟାଟ୍ରିକ୍‌ ନେଇଥିଲେ ଏହି ବୋଲର

କ୍ରିକେଟରେ ହ୍ୟାଟ୍ରିକ୍‌ ନେବା ସବୁ ବୋଲରଙ୍କଙ୍କ ସ୍ବପ୍ନ ଥାଏ। ଏକଦିବସୀୟ କ୍ରିକେଟରେ ଏପର୍ଯ୍ୟନ୍ତ ୪୯ଟି ହ୍ୟାଟ୍ରିକ ହୋଇଛି। ପ୍ରଥମ ହ୍ୟାଟ୍ରିକ ବେଶ୍‌ ରୋଚକ ଥିଲା। ସାଧାରଣତଃ ବେଲାରମାନେ ହ୍ୟାଟ୍ରିକ୍‌ ନେଲେ ସେହି ମୁହୂର୍ତ୍ତରେ ଖୁସି ହୋଇଥାନ୍ତି। ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ପ୍ରଥମ ହ୍ୟାଟ୍ରିକ ନେବା ପରେ ବୋଲର ମ୍ୟାଚ୍‌ର ପରଦିନ ଖୁସି ପାଳନ କରିଥିଲେ। ୧୯୮୨, ରେ ପାକିସ୍ତାନ ଡାହାଣହାତୀ ପେସର ଜଲାଲୁଦ୍ଦିନ ଏକଦିବସୀୟ କ୍ରିକେଟରେ ପ୍ରଥମ ହ୍ୟାଟ୍ରିକ ନେଇଥିଲେ। ଅଷ୍ଟ୍ରେଲିଆ ବିପ’ରେ ସେ ଏହି କୃତିତ୍ୱ ଅର୍ଜନ କରିଥିଲେ। ଜଲାଲୁଦ୍ଦିନଙ୍କ ଆଜି ୬୧ତମ ଜନ୍ମଦିନ। ପାକିସ୍ତାନର କରାଚିରେ ଜନ୍ମଗ୍ରହଣ କରିଥିବା ଜଲାଲୁଦ୍ଦିନ ଏହି ହ୍ୟାଟ୍ରିକରେ ସେ ଖୁସି ଥିଲେ, କିନ୍ତୁ ପ୍ରଥମ ଥର ପାଇଁ ଏକଦିବସୀୟ କ୍ରିକେଟରେ ଏହି ସଫଳତା ହାସଲ କରିଛନ୍ତି ସେ ଜାଣି ନ ଥିଲେ। ମ୍ୟାଚର ପରଦିନ ରେକର୍ଡ ବୁକ ଯାଞ୍ଚ କରାଯାଇଥିଲା। ତା’ପରେ ଏହି ବିଶ୍ୱ ରେକର୍ଡ ପ୍ରକାଶ ପାଇଲା। ଯାହା ଜଲାଲୁଦ୍ଦିନଙ୍କ ଖୁସିକୁ ଦ୍ୱିଗୁଣିତ କରିଥିଲା। ସେ ପାକିସ୍ତାନ ପକ୍ଷରୁ ୮ ଟି ଏକଦିବସୀୟ ଖେଳି ୧୪ଟି ଉଇକେଟ ନେଇଥିଲେ। ସେହିପରି ୬ଟି ଟେଷ୍ଟ ୧୧ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇପିଏଲ୍‌: ପ୍ଲେ- ଅଫ୍‌ ଆଶା ଉଜ୍ଜୀବିତ ଲକ୍ଷ୍ୟରେ ଚେନ୍ନାଇ, ରାଜସ୍ଥାନ

ଆବୁଧାବି, ୧୯।୧୦(ପି.ଟି.): ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ନିଜର ସ୍ଥିତି ବଜାୟ ରଖିବାକୁ ସଂଘର୍ଷ କରୁଥିବା ଦୁଇ ଦଳ ଚେନ୍ନାଇ ସୁପର କିଙ୍ଗ୍ସ ଓ...

ଜାଫର ଉତ୍ତରାଖଣ୍ଡ ହେଡ୍‌ କୋଚ୍‌ ନିଯୁକ୍ତ

ମୁମ୍ବାଇ,୨୩।୬(ପି.ଟି.): ପୂର୍ବତନ ଭାରତୀୟ ଓପନର ତଥା ଡେମୋଷ୍ଟିକ୍‌ ହେଭିଓ୍ବେଟ୍‌ ଓ୍ବାସିମ୍‌ ଜାଫର ଉତ୍ତରାଖଣ୍ଡ କ୍ରିକେଟ ଦଳର ମୁଖ୍ୟ କୋଚ୍‌ ନିଯୁକ୍ତ ହୋଇଛନ୍ତି। ଆଗାମୀ ଘରୋଇ ସେସନ୍‌ରେ...

ଧୋନୀଙ୍କ ଦଳର ଥିଲେ ଅଭିନ୍ନ ଅଙ୍ଗ, ମାତ୍ର ଏବେ ସୁଯୋଗ ନ ମିଳିବାରୁ ଦୁଃଖିତ

ମୁମ୍ବାଇ,୬।୬ : ଗତ ୧୨ରୁ ୧୫ ମାସ ହେଲା ଜାତୀୟ ଦଳରେ ସ୍ଥାନ ପାଉ ନାହାନ୍ତି ସ୍ପିନର କୁଲଦୀପ ଯାଦବ। ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱରେ...

ପ୍ରଥମ ଓଭର୍‌ରେ ହ୍ୟାଟ୍ରିକ୍‌ ନେଇ ପାକିସ୍ତାନ ବ୍ୟାଟ୍‌ସମ୍ୟାନ୍‌ଙ୍କୁ ଧରାଶାୟୀ କରିଥିଲେ ଏହି ବୋଲର୍‌

ଭାରତର ପୂର୍ବତନ ଅଲରାଉଣ୍ଡର ଇରଫାନ ପଠାନ ଆଜି ୩୫ ତମ ଜନ୍ମଦିନ ପାଳନ କରୁଛନ୍ତି। ଗୁଜରାଟରେ ଜନ୍ମିତ ଏହି କ୍ରିକେଟର ଭାରତ ପାଇଁ ଅନେକ ସ୍ମରଣୀୟ...

ବାରବାଟୀରେ ସିରିଜ ନିର୍ଣ୍ଣାୟକ ମୁକାବିଲା

କଟକ,୨୧।୧୨(କ୍ରୀଡ଼ା ପ୍ରତିନିଧି): ଓଡ଼ିଶା କ୍ରିକେଟର ମକ୍କାଭାବେ ପରିଚିତ ବାରବାଟୀ ଷ୍ଟାଡିୟମ ଏବେ ଚଳଚଞ୍ଚଳ। ଏହି ଐତିହାସିକ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ହେବ ଭାରତ-ଓ୍ବେଷ୍ଟଇଣ୍ଡିଜ ସିରିଜର ତୃତୀୟ...

ରୋମାଞ୍ଚକ ଆଶେସ୍‌

ଦୀର୍ଘ ୪୭ ବର୍ଷ ପରେ ହାଇପ୍ରୋଫାଇଲ ଆଶେସ ସିରିଜ ଅମୀମାଂସିତ ଭାବେ ଶେଷ ହୋଇଛି। ଏଥର ଆଶେସ ଅସାଧାରଣ ପ୍ରଦର୍ଶନ ପାଇଁ ନୁହଁ ବରଂ ରୋମାଞ୍ଚ...

ନେଟ୍ସରେ ଭୁବିଙ୍କ ଅଭ୍ୟାସ

ନୂଆଦିଲ୍ଲୀ,୨୫।୬- ଭାରତୀୟ ଦଳର ମ୍ୟାନେଜମେଣ୍ଟକୁ ମଙ୍ଗଳବାର ବଡ଼ ଆଶ୍ୱସ୍ତି ମିଳିଛି। ପେସର ଭୁବନେଶ୍ୱର କୁମାର (ଭୁବି) ୩୦ରୁ ୩୫ ମିନିଟ୍‌ ଧରି ମାଞ୍ଚେଷ୍ଟରର ଇନ୍‌ଡୋର ନେଟ୍ସରେ...

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ରୋହିତ ଶର୍ମା

ପୋର୍ଟ ଅଫ୍‌ ସ୍ପେନ୍‌,୨୧।୭: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ପୋର୍ଟ ଅଫ ସ୍ପେନରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଅଧିନାୟକ କ୍ରେଗ...

Advertisement
Archives

Model This Week