ଏକାଗ୍ରତା ବଢ଼ାଏ ସଙ୍ଗୀତ

ଭାରାକ୍ରାନ୍ତ ମନକୁ ଅନେକାଂଶରେ ହାଲ୍‌କା କରିଥାଏ ସଙ୍ଗୀତ। ତେଣୁ ଅବସର ସମୟରେ ଅନେକେ ମନ ପସନ୍ଦର ସଙ୍ଗୀତ ଶୁଣିବାକୁ ପସନ୍ଦ କରିଥାଆନ୍ତି। ଏଭଳି ଅଭ୍ୟାସ ଜଣେ ବ୍ୟକ୍ତିର ଏକାଗ୍ରତା ଉପରେ ସୁପ୍ରଭାବ ପକାଇଥାଏ। କୌଣସି କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ଯଦି ଜଣେ ମନ ପସନ୍ଦର ଗୀତ ଶୁଣନ୍ତି ତେବେ କୌଣସି କାମ କରିବା ସମୟରେ ଏକାଗ୍ରତା ଆହୁରି ବଢ଼ିଥାଏ । ‘ଏକାଗ୍ରତା ଏବଂ ସଙ୍ଗୀତ’ ବିଷୟ ଉପରେ ଲଣ୍ଡନ ୟୁନିଭର୍ସିଟିର ମନୋବିଜ୍ଞାନୀମାନେ ଏକ ସର୍ଭେ କରିଥିଲେ। ଏହାର ପରିସରଭୁକ୍ତ ବ୍ୟକ୍ତିମାନଙ୍କୁ ଦୁଇଟି ଗ୍ରୁପ୍‌ରେ ବିଭକ୍ତ କରି ଗୋଟିଏ ଗ୍ରୁପ୍‌ର ବ୍ୟକ୍ତିମାନଙ୍କୁ ପ୍ରତିଦିନ କିଛି ସମୟ ନିଜ ମନ ପସନ୍ଦର ଗୀତ ଶୁଣିବାକୁ ପରାମର୍ଶ ଦେଇଥିଲେ। ଆଶ୍ଚର୍ଯ୍ୟଜନକ ଭାବରେ କାମ କରିବା ସମୟରେ ସେମାନଙ୍କ ମଧ୍ୟରୁ କେତେକ ବ୍ୟକ୍ତିଙ୍କର ଏକାଗ୍ରତା ଆହୁରି ବଢ଼ିଥିଲା ବୋଲି ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍‌ଦାର ପ୍ରସ୍ତୁତି

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍‌ଦାର କରାଯାଉଛି। ୪ଦିନ ଧରି...

ନୂଆବର୍ଷରେ ବଡ଼ ପ୍ରତିଜ୍ଞା କରିଦେଲେ ଅନୁପମ ଖେର: ପ୍ରଶଂସକ ଚକିତ

ବଲିଉଡ ନୂଆବର୍ଷକୁ ଜୋରଦାର୍‌ ସ୍ବାଗତ କରିଛି। କିଏ ନିଜ ପରିବାର ସହିତ ସମୟ ବିତାଉଛନ୍ତି, ଆଉ କିଏ ମନ୍ଦିରରେ ପ୍ରାର୍ଥନା କରି ଆଶୀର୍ବାଦ ନେଉଛନ୍ତି। ଅଭିନେତା...

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

‘୧୦ ବର୍ଷର ପ୍ରାର୍ଥନା ପରେ ଜନ୍ମ ହୋଇଥିଲା ପୁଅ…’, ଦୂଷିତ ପାଣି ପିଇ…

ଇନ୍ଦୋର,୧।୧: ମଧ୍ୟପ୍ରଦେଶର ଇନ୍ଦୋରର ଭାଗୀରଥପୁର ଅଞ୍ଚଳର ମରାଠୀ ମୋହଲ୍ଲାରେ ଦୂଷିତ ପାଣି ପିଇ ଜଣେ ଛଅ ମାସର ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହା...

ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି, ଏହି ଦିନ ଆସିବା ନେଇ ଭକ୍ତ ଦାସଙ୍କ ସୂଚନା

ଭୁବନେଶ୍ୱର,୧।୧: ଆସନ୍ତା ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ତେବେ ମାର୍ଚ୍ଚ...

ନୂଆବର୍ଷରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ବର ନିକୋ ପାର୍କର…

ଭୁବନେଶ୍ୱର,୧।୧: ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ୩ଟି...

ସିଗାରେଟ୍‌, ବିଡ଼ି, ପାନ ମସଲା ହେବ ମହଙ୍ଗା: ଏହି ତାରିଖରୁ ଲାଗୁ ହେବାକୁ ଯାଉଛି ନୂଆ TAX

ନୂଆଦିଲ୍ଲୀ,୧।୧: ଯଦି ସିଗାରେଟ, ବିଡ଼ି, ପାନ ମସଲା ଇତ୍ୟାଦି ଆପଣଙ୍କ ଅଭ୍ୟାସର ଅଂଶ ଏବଂ ଆପଣ ଏହା ବିନା କିଛି ଅଭାବ ଅନୁଭବ କରୁଛନ୍ତି, ତେବେ...

ନୂଆବର୍ଷ ଆରମ୍ଭରୁ ଆମେରିକାକୁ ବଡ଼ ଝଟକା ଦେଲା ଏହି ୨ ଦେଶ, ଟ୍ରମ୍ପଙ୍କ ନିଦ ହଜିଲା…

ଓ୍ବାଶିଂଟନ୍‌,୧।୧: ନୂତନ ବର୍ଷର ପ୍ରଥମ ଦିନରେ ଆମେରିକା ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ବଡ଼ ଝଟକା ଲାଗିଛି। ଦୁଇଟି ଦେଶ ଆମେରିକୀୟ ନାଗରିକଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri