ଏକାଧିକ ରାଜ୍ୟରେ ଅଫିସ୍‌ ଥିଲେ ଦେବାକୁ ହେବ ଜିଏସ୍‌ଟି

ନୂଆଦିଲ୍ଲୀ,୨୬-୬: କୌଣସି କମ୍ପାନୀର ଏକାଧିକ ରାଜ୍ୟରେ ଅଫିସ ଥିଲେ ତାହା ଜିଏସ୍‌ଟି ଅଧୀନକୁ ଆସିବ ବୋଲି କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି। ଅର୍ଥାତ୍‌ ଗୋଟିଏ ରାଜ୍ୟର ଅଫିସ୍‌ରୁ ଅନ୍ୟ ରାଜ୍ୟରେ ଥିବା ଅଫିସକୁ ଯୋଗାଯାଉଥିବା ସେବା ଉପରେ ଜିଏସ୍‌ଟି ଲାଗୁ ହେବ। ଜିଏସ୍‌ଟି କାଉନସିଲ୍‌ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସଂକ୍ରାନ୍ତରେ ଏକ ସର୍କୁଲାର ସରକାର ଖୁବଶୀଘ୍ର ଜାରି କରିବାକୁ ଯାଉଛନ୍ତି ବୋଲି ଜଣେ ଅଧିକାରୀ ପ୍ରକାଶ କରିଛନ୍ତି। ପୂର୍ବରୁ କର୍ନାଟକ ଅଥରିଟି ଫର୍‌ ଆଡଭାନ୍ସଡ ରୁଲିଂରେ ଏ ସମ୍ପର୍କରେ କୁହାଯାଇଥିଲା। ଏଥିରେ କୁହାଯାଇଥିଲା ଯେ, ହ୍ୟୁମାନ ରିସୋର୍ସେଜ ଓ ପେରୋଲ୍‌ ଭଳି ଇନ୍‌-ହାଉସ କାର୍ଯ୍ୟକଳାପ ଯଦି ଗୋଟିଏ ରାଜ୍ୟର ଏକ ସେଣ୍ଟରରୁ ଅନ୍ୟ ରାଜ୍ୟର ଅଫିସ ଲାଗି କରାଯାଏ, ତେବେ ଏହା ଉପରେ ଜିଏସ୍‌ଟି ଆଦାୟ କରାଯିବ। ଏଥିଲାଗି ଇନ୍‌ଭଏସ ଜାରି କରିବାକୁ ହେବ। ଉଦ୍ୟୋଗ ଜଗତ ପକ୍ଷରୁ ଏକାଧିକ ରାଜ୍ୟରେ ଥିବା ଅଫିସ ପାଇଁ ଜିଏସ୍‌ଟି ସ୍ଥିତି ସ୍ପଷ୍ଟ କରିବାକୁ ପୂର୍ବରୁ କେନ୍ଦ୍ର ସରକାରଙ୍କ ନିକଟରେ ଦାବି କରାଯାଇଥିଲା। ସାଧାରଣତଃ ପଚାରା ଯାଇଥିବା ପ୍ରଶ୍ନ ଛଳରେ ଏହି ସର୍କୁଲାରକୁ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ହାଇଦ୍ରାବାଦ୍‌କୁ ହରାଇ ପଞ୍ଜାବର ତୃତୀୟ ବିଜୟ

ଚଣ୍ଡିଗଡ଼,୧୧ା୪: ଅଧିନାୟକ ଶ୍ରେୟସ ଆୟାରଙ୍କ ଅପରାଜିତ ୬୯ ରନର ଇନିଂସ ବଳରେ ପଞ୍ଜାବ କିଙ୍ଗ୍ସ ଏକ ହାଇସ୍କୋରିଂ ଆଇପିଏଲ୍‌ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ପଞ୍ଜାବର…

ଭାରତକୁ ମିଳିଲା ୧୩ ସ୍ବର୍ଣ୍ଣ ପଦକ

ଶିମ୍‌ଲା, ୧୧ା୪: ଭାରତୀୟ ଟେବୁଲ ଟେନିସ ଖେଳାଳି ସାଉଥ ଏସିଆନ ୟୁଥ୍‌ ଟେବୁଲ ଟେନିସ ଚାମ୍ପିୟନଶିପ୍‌ରେ ଆଧିପତ୍ୟ ବିସ୍ତାର କରି ସମସ୍ତ କାଟେଗୋରିରେ ମୋଟ ୧୩ ସ୍ବର୍ଣ୍ଣ…

ଧରିତ୍ରୀ ପ୍ରଭାବ: ଆରମ୍ଭ ହେଲା ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତା କାମ

ଖଜୁରିପଡ଼ା, ୧୧ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତାର ସମସ୍ୟାକୁ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ନିଦ ଭାଙ୍ଗିଛି। ଦୀର୍ଘ…

ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ

ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି…

ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ବଣାଇଁ/ଟେନସା,୧୧।୪(ପ୍ରଦୀପ ତ୍ରିପାଠୀ/ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଶସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ…

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri