ଏକେଲା ରେସ୍ତୋରାଁ ଯାଇପାରିବେ ସୌଦି ମହିଳା

ରିୟାଦ,୯।୧୨: ଧିରେ ଧିରେ ସୌଦି ମହିଳାଙ୍କୁ ନେଇ ଥିବା କଟକଣା ହଟିବାରେ ଲାଗିଛି। ପୂର୍ବରୁ ଜଣେ ସୌଦି ମହିଳା ଏକେଲା ରେସ୍ତାରାଁ ଯିବାକୁ ବାରଣ କରାଯାଉଥିଲା। କେବଳ ସେ ତାଙ୍କର ଯେକୌଣସି ସମ୍ପର୍କୀୟ ପୁରୁଷଙ୍କ ସହ ରେସ୍ତୋରାଁ ଯାଇ ପାରିବେ। ହେଲେ ଏବେ ଏହି ନିୟମ ହଟାଇ ଦିଆଇଛି। ଏଣିକି ସୌଦିର ମହିଳାମାନେ ଏକେଲା ରେସ୍ତୋରାଁ ଯାଇପାରିବେ। ସୌଦି ଆରବ କ୍ରାଉନ ପ୍ରିନ୍ସ ମହମ୍ମଦ ବିନ ସଲମାନ ଏହାକୁ ଭିଜନ ୨୦୩୦ର ଏକ ଅଂଶ ବୋଲି କହିଛନ୍ତି। ସେ ପୂର୍ବ ପ୍ରଚଳିତ କିଛି ନିମୟରେ ପରିବର୍ତ୍ତନ ଆଣିବାକୁ ଚାହୁଁଥିବା ଜଣାପଡିଛି। ସୂଚନାଯୋଗ୍ୟ, ପୂର୍ବରୁ ଏଠାକାର ମହିଳାଙ୍କୁ ଡ୍ରାଇଭିଂ କରିବା, ଷ୍ଟାଡିୟମରେ ବସି ଖେଳ ଦେଖିପାରିବା ଭଳି ଅଧିକାର ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କ ହାତଗୋଡ଼ ବାନ୍ଧି ମରଣାନ୍ତଙ୍କ ଆକ୍ରମଣ ପରେ ଅପହରଣ ଘଟଣା: ୫ ଦିନ ବିତିଲା, ପୋଲିସ ହାତ ଖାଲି

ଆଳି,୧।୬(ବନମାଳୀ ସେନାପତି)- କେନ୍ଦ୍ରାପଡ଼ା ଜିଲା ଆଳି ଥାନା ମହାଦେଇ ପାଟଣା ଗ୍ରାମର ଗୌରାଙ୍ଗ ସେଠୀଙ୍କୁ କିଛି ବ୍ୟକ୍ତି ହାତ ଗୋଡ଼ ବାନ୍ଧି ମାଡ଼ ମାରି ଅପହରଣ କରିବା…

ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ: ବ୍ଲକ ପରେ ଏବେ ପଞ୍ଚାୟତରେ ବି ଅଭିଯୋଗ ଶୁଣିବେ ଅଧିକାରୀ

ଦାରିଙ୍ଗବାଡି,୧।୬(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବୁଡ଼ାଗୁଡା ଗ୍ରାମପଞ୍ଚାୟତରେ ପ୍ରଥମଥର ପାଇଁ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ…

ଟ୍ରାକ୍ଟର ଉପରେ ଚଢି ଖେଳୁଥିଲେ ମନୁ: ହଠାତ୍‌ ଖସିଗଲା ଗୋଡ଼, ଆଉ ତା’ପରେ…

ଦାରିଙ୍ଗବାଡି, ୧।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଭ୍ରମରବାଡ଼ି ଅଞ୍ଚଳରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ଟ୍ରାକ୍ଟରରୁ ଖସି ଜଣେ ୪ ବର୍ଷ ଶିଶୁର…

୨୯ ଦିନରେ ପହଞ୍ଚିଲା ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ପଟୁଆରରେ ସହର ପରିକ୍ରମା କଲେ ମା‘

ଛତ୍ରପୁର, ୧।୬ (ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟା ଦେବୀ ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରାକୁ ନେଇ ସାରା ସହର ଉତ୍ସବମୁଖର ହୋଇଉଠିଛି। ସୋମବାର ଯାତ୍ରାର…

ଦୋକାନ ତାଲା ଭାଙ୍ଗି ଟଙ୍କା-ସାମଗ୍ରୀ ଲୁଟିନେଲେ ଦୁର୍ବୃତ୍ତ: ପୋଲିସ ପାଇଁ ବଡ଼ ଚ୍ୟାଲେଞ୍ଜ୍‌

ଛତ୍ରପୁର,୧।୬(ଦିଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ଲୋୟର ବସ ଷ୍ଟାଣ୍ଡଠାରେ ସୋମବାର ଭୋରରୁ ଏକ ଦୋକାନରୁ କିଛି ଦୁର୍ବୃତ୍ତ ଚୋରି କରିବା ଖବର…

ସ୍ୱୟଂ ସହାୟକ ଗୋଷ୍ଠୀର ବ୍ୟାଙ୍କ ଖାତା ଖୋଲିବା ପାଇଁ ଯାଇଥିଲେ: ମୁକୁଳା ବିଏସଏନଏଲ୍ ତାର ନେଲା ଜୀବନ

ମୋହନା,୧।୬ (ମନ୍ମଥ ମିଶ୍ର): ମୁକୁଳା ଭାବେ ପଡ଼ିଥିବା ବିଏସଏନଏଲ୍ ତାର ନେଲା ଜଣେ ମହିଳାଙ୍କ ଜୀବନ। ଏଭଳି   ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର.ଉଦୟଗିରି ଥାନା…

ଜୋର ଧରିଲା ‘ମାଳି ସୁରକ୍ଷା ଆନ୍ଦୋଳନ’: ଖଣି ଖନନ ବିରୋଧରେ ଏକଜୁଟ ହେଲେ ଆଦିବାସୀ, କହିଲେ ଆମକୁ ଭତ୍ତା ନୁହଁ…

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ‘ମାଆ, ମାଟି ଓ ମାଳି’ର ସୁରକ୍ଷା ପାଇଁ ଚାଲିଥିବା ଗଣ-ଆନ୍ଦୋଳନ ଏବେ ତୀବ୍ର…

ଟେଲିଫୋନ ଏକ୍ସଚେଞ୍ଜରୁ ବ୍ୟାଟେରୀ ଚୋରି: ବିଜୁଳି ଚାଲିଗଲେ ଉପଭୋକ୍ତା ସେବାରୁ ବଞ୍ଚିତ

ଭଞ୍ଜନଗର, ୧।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଟେଲିଫୋନ ଏକ୍ସଚେଞ୍ଜରୁ ଗତ ଶୁକ୍ରବାର ମୂଲ୍ୟବାନ ସବୁ ବ୍ୟାଟେରୀ ଚୋରି ହୋଇଯାଇଛି । ଏହାପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri