Posted inଜାତୀୟ

ଏକ ଭାରତ-ଶ୍ରେଷ୍ଠ ଭାରତ ଭାବନା ଉଦ୍‌ଜୀବିତ ହେଉ: ଶାହ

ନୂଆଦିଲ୍ଲୀ,୯।୧୧: ଭାରତବାସୀଙ୍କ ମଧ୍ୟରେ ସବୁବେଳେ ଏକତାର ଦୃଷ୍ଟାନ୍ତ ଦେଖିବାକୁ ମିଳେ। ଏବେ ଜାତୀୟ ସଂହତି କ୍ଷେତ୍ରରେ ଏହା ଏକ ଭାରତ-ଶ୍ରେଷ୍ଠ ଭାରତ ଭାବନାକୁ ଉଦ୍‌ଜୀବିତ କରୁ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅଯୋଧ୍ୟା ରାୟ ପ୍ରକାଶ ପାଇବା ପରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ କହିଛନ୍ତି। ଏହା ସହିତ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ସେ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ପରାମର୍ଶ ଦେଇଛନ୍ତି। ଶହ ଶହ ବର୍ଷ ଧରି ଲାଗି ରହିଥିବା ବିବାଦରେ ସମାଧାନ ସହମତିରେ ହେବା ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା। ଏହି ରାୟ ଭାରତବାସୀଙ୍କ ମଧ୍ୟରେ ଏକତ୍ୱ ରଜ୍ଜୁକୁ ସୁଦୃଢ଼ କରିବା ସହିତ ଭାରତର ଅନନ୍ୟ ସଂସ୍କୃତିକୁ ବିକଶିତ କରିବାକୁ ସକ୍ଷମ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେଟାରୁ ଛଟେଇ ହେଲେ ଭାରତୀୟ ମୂଳ ବାସିନ୍ଦା ସୁରଭି ଗୁପ୍ତା, ନେଟଫ୍ଲିକ୍ସ ଶୋ’ରେ ଆସିଥିଲେ ନଜର

ନୂଆଦିଲ୍ଲୀ,୯ ।୧୨: ଏବେ ବଡ ବଡ କମ୍ପାନୀରେ ଛଟେଇ ଅଭିଯାନ ଚାଲିଛି । ଫେସବୁକର ପ୍ୟାରେଣ୍ଟ କମ୍ପାନୀ ମେଟା ବି ଏଥିରୁ ଗୋଟିଏ । ନିକଟରେ...

‘ମହିଳାଙ୍କୁ ଅସମ୍ମାନିତ କରିଛି ଭାଜପା ସରକାର’

ନୂଆଦିଲ୍ଲୀ,୧୮ା୨(ପି.ଟି.)-କମାଣ୍ଡ ପଦବୀ କିମ୍ବା ସ୍ଥାୟୀ କମିଶନ ପାଇଁ ମହିଳା ସେନା ଅଧିକାରୀମାନେ ଯୋଗ୍ୟ ନୁହନ୍ତି ବୋଲି ସୁପ୍ରିମକୋର୍ଟରେ ଯୁକ୍ତି ଦର୍ଶାଇ ଭାଜପା ସରକାର ଦେଶର ମହିଳାମାନଙ୍କ...

ମୋଦିଙ୍କ ଜନ୍ମଦିନରେ ଭାଜପାର ମେଗା ପ୍ଲାନ

ନୂଆଦିଲ୍ଲୀ,୧୭ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟର ଭାଡନଗରରେ ୧୭ ସେପ୍ଟେମ୍ବର ୧୯୫୦ରେ ଜନ୍ମଗ୍ରହଣ କରିଥିଲେ । ଆଜି ସେ ତାଙ୍କର ୭୧ ତମ ଜନ୍ମଦିନ...

ଅଗ୍ନିପଥ ଯୋଜନା ହିଂସା: ପୋଲିସର ସମନ ଭୟରେ ଯୁବକଙ୍କ ଆତ୍ମହତ୍ୟା

ହାଇଦ୍ରାବାଦ,୧୩।୮: କେନ୍ଦ୍ର ସରକାରଙ୍କ ଅଗ୍ନିପଥ ଯୋଜନାକୁ ବିରୋଧ କରି ତେଲେଙ୍ଗାନାର ସିକନ୍ଦରାବାଦର ରେଳ ଷ୍ଟେଶନରେ ଜୁନ ୧୭ରେ ଏକ ବଡ଼ ଧରଣର ହିଂସାକାଣ୍ଡ ଘଟିଥିଲା। ଏଥିରେ...

ସିଦ୍ଧୁ ମୂସେୱାଲାଙ୍କ ପରିବାରକୁ ଭେଟିଲେ ରାହୁଲ

ନୂଆଦିଲ୍ଲୀ,୭।୬: କଂଗ୍ରେସ ନେତା ରାହୁଲ ଗାନ୍ଧୀ ସିଦ୍ଧୁ ମୁସେୱାଲାଙ୍କ ପରିବାରକୁ ଭେଟିବା ପାଇଁ ମଙ୍ଗଳବାର ମାନସାର ମୁସା ଗାଁରେ ପହଞ୍ଚିଛନ୍ତି। ରାହୁଲ ସିଦ୍ଧୁଙ୍କ ପିତାଙ୍କୁ ଭେଟି...

କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ନେଲେ ଅଶ୍ୱିନୀ ବୈଷ୍ଣବ, ମିଳିପାରେ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରୀପଦ

ନୂଆଦିଲ୍ଲୀ,୭।୭: ରାଷ୍ଟ୍ରପତି ଭବନରେ ଶପଥ ନେଉଛନ୍ତି ନୂଆ ମନ୍ତ୍ରୀଗଣ। ଏହି ଅବସରରେ ଓଡ଼ିଶାର ଅଶ୍ୱିନୀ ବୈଷ୍ଣବ କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ...

ମୂଲ ଲାଗି ସ୍ତ୍ରୀ-ପିଲାଙ୍କ ଭରଣପୋଷଣ କରିବା ପୁରୁଷଙ୍କର କର୍ତ୍ତବ୍ୟ, କହିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୨୯।୯ : ସୁପ୍ରିମକୋର୍ଟ କହିଛନ୍ତି ଯେ ଜଣେ ପୁରୁଷଙ୍କୁ ନିଜ ସ୍ତ୍ରୀ ଏବଂ ପିଲାମାନଙ୍କର ଭରଣପୋଷଣ ପାଇଁ ମୂଲ ଲାଗି ପରିଶ୍ରମ କରି ମଧ୍ୟ...

ପ୍ରସ୍ତୁତ ହେବ କରୋନା ଭ୍ୟାକ୍ସିନ ‘କାର୍ବେଭାକ୍ସ’ର ୫ କୋଟି ଡୋଜ

ନୂଆଦିଲ୍ଲୀ,୬ ।୨: ହାଇଦ୍ରାବାଦ ସ୍ଥିତ ଫାର୍ମାସ୍ୟୁଟିକାଲ କମ୍ପାନୀ ବାୟୋଲଜିକାଲ-ଇକୁ କରୋନା ଭ୍ୟାକ୍ସିନ ‘କାର୍ବେଭାକ୍ସ’ର ୫ କୋଟି ଡୋଜ ପ୍ରସ୍ତୁତ କରିବାକୁ କେନ୍ଦ୍ର ସରକାର କହିଛନ୍ତି ।...

Advertisement
Archives

Model This Week