Posted inଜାତୀୟ

ଏକ ମାଠିଆରୁ ଅଧିକ ପାଣି ନେଲେ ଦେବାକୁ ପଡୁଛି ୫୦ ଟଙ୍କା ଜରିମାନା

ରାୟପୁର,୧୫।୫: ଜଳ ହିଁ ଜୀବନ। ଜଳ ବିନା ସଭିଙ୍କ ଅବସ୍ଥା ଖରାପ ହୋଇଥାଏ। ତେଣୁ ଜଳ ସଙ୍କଟ ସମୟରେ ଏହାର ସୁବଣ୍ଟନ ଓ ନଷ୍ଟ ନ କରିବା ଉପରେ ଗୁରୁତ୍ୱାରୋପ କରାଯାଇଥାଏ। ଏହାର ସଦ୍ୟତମ ଉଦାହରଣ ଦେଖିବାକୁ ମିଳିଛି ଛତିଶଗଡ଼ ବସ୍ତର ଜିଲାରେ। ଏହି ଅଞ୍ଚଳ ମାଓପ୍ରବଣ। ଏଠାକାର ଦରଭା ବ୍ଲକ୍‌ରେ ଥିବା ଗାଁରେ ଜଳସଙ୍କଟ ଲାଗି ରହିଛି। ଏହି ବ୍ଲକ୍‌ରେ ଥିବା ଲେଣ୍ଡ୍ରି ଗାଁ ଲୋକେ ପିଇବା ପାଣିର ସୁବଣ୍ଟନ ପାଇଁ ଏକ ନିୟମ ପ୍ରଣୟନ କରିଛନ୍ତି। ପ୍ରତି ପରିବାରକୁ ଏକ ମାଠିଆ ପାଣି ଦିଆଯିବ। ଏହାଠାରୁ ଅଧିକ ପାଣିନେଲେ ମାଠିଆ ପିଛା ୫୦ ଟଙ୍କା ଜରିମାନା ଦେବାକୁ ପଡ଼ିବ ବୋଲି ନିୟମ ଜାରି କରାଯାଇଛି। ସେହିପରି ଅଯଥା ପାଣି ନଷ୍ଟ କରୁଥିବା ବ୍ୟକ୍ତିଙ୍କ ଲାଗି ମଧ୍ୟ ଜରିମାନା ଦଣ୍ଡାଦେଶ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରରେ ଯମରାଜା କରନ୍ତି ସ୍ବର୍ଗ କିମ୍ବା ନର୍କକୁ ଯିବାର ବିଚାର…

ସାଧାରଣରେ ବିଶ୍ୱାସ ରହିଛି ମନ୍ଦିର ବା ଦେବାଦେବୀଙ୍କ ପାଖକୁ ପ୍ରେତାତ୍ମା ଯାଆନ୍ତି ନାହିଁ। ହେଲେ ହିମାଚଳପ୍ରଦେଶର ଚମ୍ବାରେ ରହିଛି ଏଭଳି ମନ୍ଦିର ଯେଉଁଠିକୁ କେବଳ ପ୍ରେତାତ୍ମା...

ଭାଜପାକୁ ଟାର୍ଗେଟ କଲା ଶିବସେନା: ଚିରାଗଙ୍କୁ ଆଣି ନୀତିଶଙ୍କୁ ହରାଇବା ହିଁ ମୁଖ୍ୟ ରାଜନୀତି !

ମୁମ୍ବାଇ,୧୧।୧୧: ବିହାର ବିଧାନସଭା ନିର୍ବାଚନ ଫଳାଫଳ ପରେ ଶିବସେନା ଭାଜପାକୁ ଟାର୍ଗେଟ କରିଛି। ଶିବସେନା ମୁଖପତ୍ର ସାମନାରେ ପ୍ରକାଶ ପାଇଛି ଯେ, ଭାଜପା ଜାଣିଶୁଣି ଚିରାଗ...

ରାଜସ୍ଥାନ ସଙ୍କଟ ମଧ୍ୟରେ ଏହି ରାଜ୍ୟର ୬ଜଣ ସଦସ୍ୟ ହାତ ଛାଡ଼ି ଧରିଲେ ପଦ୍ମ

ଇମ୍ଫାଲ,୩୦।୭: ରାଜସ୍ଥାନରେ ଚାଲିଥିବା ରାଜନୈତିକ ସଙ୍କଟ ମଧ୍ୟରେ ମଣିପୁର ଇମ୍ଫାଲ ନଗର ନିଗମରେ କଂଗ୍ରେସର ୬ଜଣ ଓ ନ୍ୟାସନାଲ ପିପୁଲ୍ସ ପାର୍ଟି(ଏନ୍‌ପିପି)ର ଜଣେ ସଦସ୍ୟ ଭାଜପାରେ...

ନୁପୁର ଶର୍ମା ମାମଲାରେ ଭାଜପାର ୟୁଟର୍ନ…

ନୂଆଦିଲ୍ଲୀ, ୫।୬ : ମୁଖପାତ୍ର ନୁପୁର ଶର୍ମାଙ୍କ ମାମଲାରେ ଭାଜପା ୟୁଟର୍ନ ନେଇଛି। ନୁପୁର ମହାପୁରୁଷ ମହମ୍ମଦଙ୍କ ବିରୋଧରେ ମନ୍ତବ୍ୟ ଦେବା ପରେ ପ୍ରଥମ ଥର...

ଛତିଶଗଡ଼ରେ ଆଇଇଡି ବିସ୍ଫୋରଣ

ବଳରାମପୁର,୨୩।୪: ଝାଡଖଣ୍ଡ-ଛତିଶଗଡ଼ ସୀମାରେ ଥିବା ବନ୍ଦରଚୁଆ ନିକଟରେ ମଙ୍ଗଳବାର ସକାଳେ ଏକ ଆଇଇଡି ବିସ୍ଫୋରଣ ହୋଇଛି। ମାଓବାଦୀଙ୍କ ଦ୍ୱାରା କରାଯାଇଥିବା ଏହି ବିସ୍ଫୋରଣରେ କେହି ମୃତାହତ...

ପିଲାଙ୍କୁ ଛାଡ଼ିବାକୁ ୬୨% ଅଭିଭାବକ ଅମଙ୍ଗ

ନୂଆଦିଲ୍ଲୀ, ୨୫ା୮: ମହାମାରୀ କରୋନା ଯୋଗୁ ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ରହିଥିବାବେଳେ ସେପ୍ଟେମ୍ବର ୧ରେ ସରକାରଙ୍କ ନିର୍ଦ୍ଦେଶ କ୍ରମେ ସ୍କୁଲ ଖୋଲିବା ଲାଗି ଯୋଜନା କରୁଛନ୍ତି। ହେଲେ...

ହୃଦୟ ଜିତିଲେ କୁନି ପ୍ରଚାରକ

ଚଣ୍ଡିଗଡ,୧୦।୨: ପଞ୍ଜାବର ମ୍ୟୁନିସିପାଲିଟି ନିର୍ବାଚନରେ ଆମ ଆଦମୀ ପାର୍ଟିର ଜଣେ କୁନି ପ୍ରଚାରକ ସୋସିଆଲ ମିଡିଆରେ ସମସ୍ତଙ୍କ ହୃଦୟ ଜିତିଛନ୍ତି। ଘର ଘର ବୁଲି ପ୍ରଚାର...

ଶାହଙ୍କ ନୈଶଭୋଜିରେ ଯୋଗ ଦେବାକୁ ଦିଲ୍ଲୀ ପହଞ୍ଚିଲେ ନୀତୀଶ

ନୂଆଦିଲ୍ଲୀ,୨୧।୫: ଭାଜପା ଅଧ୍ୟକ୍ଷ ଅମିତ ଶାହ ମଙ୍ଗଳବାର ନୂଆଦିଲ୍ଲୀରେ ଏକ ନୈଶଭୋଜିର ଆୟୋଜନ କରିଛନ୍ତି। ବିଶେଷ କରି ଏହା ଏନ୍‌ଡିଏ ନେତାଙ୍କ ପାଇଁ ଉଦ୍ଦିଷ୍ଟ ଥିବା...

Advertisement
Archives

Model This Week