ନୂଆଦିଲ୍ଲୀ,୩। ୫: ଏଚ୍୧ ବି ଭିଜା ଏବଂ ଗ୍ରୀନ କାର୍ଡଧାରୀଙ୍କ ଲାଗି ଆଶ୍ୱସ୍ତି । ଏ କ୍ଷେତ୍ରରେ ବ୍ୟକ୍ତି ବିଶେଷଙ୍କୁ ଦସ୍ତାବିଜ ଦାଖଲ କରିବା ନେଇ ୬୦ ଦିନ ସମୟ ପ୍ରଦାନ କରାଯାଇଛି। ୟୁନାଇଟେଡ ଷ୍ଟେଟସ୍ ସିଟିଜେନଶିପ ଆଣ୍ଡ ଇମିଗ୍ରେସନ ସର୍ଭିସେସ୍ (ୟୁଏସ୍ସିଆଇସି) ପକ୍ଷରୁ ଏ ସଂକ୍ରାନ୍ତରେ ଘୋଷଣା କରାଯାଇଛି। ଆବଶ୍ୟକୀୟ ଦସ୍ତାବିଜ ଦାଖଲ କରିବା ଲାଗି ଆମେରିକା ନୋଟିସ ଜାରି କରିଥିଲା। କୋଭିଡ୍ ଯୋଗୁ ଲୋକମାନେ ଏବେ ଫସି ରହିଥିବାରୁ ଦସ୍ତାବିଜ ପ୍ରଦାନ କରିବାକୁ ବିଭିନ୍ନ ଅସୁବିଧା ସାମ୍ନା କରୁଛନ୍ତି। କୋଭିଡ୍-୧୯ ଯୋଗୁ ଆମେରିକା ଅର୍ଥ ବ୍ୟବସ୍ଥା ଗଭୀର ଭାବେ କ୍ଷତିଗ୍ରସ୍ତ ହୋଇଥିବା ବେଳେ ପ୍ରାୟ ୧୦ ଲକ୍ଷରୁ ଉର୍ଦ୍ଧ୍ୱ ବ୍ୟକ୍ତି ସଂକ୍ରମିତ ହୋଇଛନ୍ତି।
E20 ପେଟ୍ରୋଲରେ କମୁଛି ଗାଡ଼ିର ମାଇଲେଜ୍? ପ୍ରଥମ ଥର ମାନିଲେ ସରକାର
ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ସରକାର ବୁଧବାର କହିଛନ୍ତି ଯେ E20 ପେଟ୍ରୋଲ (୨୦ ପ୍ରତିଶତ ଏଥାନୋଲ ମିଶ୍ରିତ ପେଟ୍ରୋଲ) ବ୍ୟବହାର ଦ୍ୱାରା E10 ପେଟ୍ରୋଲ ପାଇଁ ଡିଜାଇନ୍ କରାଯାଇଥିବା…
ପେଟ୍ରୋଲ ପରେ ଡିଜେଲର ପାଳି! ଆରମ୍ଭ ହେବ ବାୟୋ ଡିଜେଲ, ଜାଣନ୍ତୁ କେତେ ପରିମାଣରେ ମିଶିବ…
ନୂଆଦିଲ୍ଲୀ,୨୨।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ (Ethnaol Blending) କୁ ନେଇ ସାରା ଦେଶରେ ବେଶ୍ ହଙ୍ଗାମା ଚାଲିଛି। ଏହି ପେଟ୍ରୋଲ ଯୋଗୁଁ ସେମାନଙ୍କ ଗାଡ଼ି ଖରାପ ହେଉଥିବା…
ଆଗକୁ ପେଟ୍ରୋଲରେ ମିଶିବ କି ୨୦% ରୁ ଅଧିକ ଇଥାନଲ୍? ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ,୨୧।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ ବା ଇ-୨୦ ପେଟ୍ରୋଲକୁ ନେଇ ଚର୍ଚ୍ଚା ଆଲୋଚନା ଲାଗି ରହିଛି । ଏହାଦ୍ୱାରା ଗାଡି଼ର ଇଞ୍ଜିନ ଖରାପ ହେଉଥିବା ନେଇ କହୁଛନ୍ତି…
ଏଣିକି ବିନା ଇଣ୍ଟରନେଟ୍ରେ ହେବ UPI ପେମେଣ୍ଟ! ଦ୍ରୁତ ଗତିରେ ଚାଲିଛି…
ନୂଆଦିଲ୍ଲୀ,୨୧।୭: UPI ଭାରତରେ ଡିଜିଟାଲ ପେମେଣ୍ଟର ଦୃଶ୍ୟପଟକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିଛି। ଏବେ ଇଣ୍ଟରନେଟ ସଂଯୋଗ ବିନା ମଧ୍ୟ UPI ପେମେଣ୍ଟ କରିବାର ଏକ ଉପାୟ ଖୋଲିବାରେ…
Archives

