ଏଜିଆର୍‌ ମାମଲାର ଶୁଣାଣି ଜୁଲାଇରେ

ନୂଆଦିଲ୍ଲୀ,୧୮।୬: ଦେଶର ଟେଲିକମ୍‌ କମ୍ପାନୀଗୁଡ଼ିକ ସେମାନଙ୍କ ଆର୍ଥତ୍କ ଷ୍ଟେଟମେଣ୍ଟକୁ ସୁପ୍ରିମକୋର୍ଟଙ୍କୁ ପ୍ରଦାନ କରିବେ। ଗୁରୁବାର ଏ ସମ୍ପର୍କରେ କମ୍ପାନୀଗୁଡିକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ସେହିଭଳି ଆଡଜଷ୍ଟେଟ ଗ୍ରସ୍‌ ରେଭିନ୍ୟୁ(ଏଜିଆର୍‌) ସମ୍ପର୍କିତ ମାମଲାର ଶୁଣାଣି ଜୁଲାଇରେ ହେବ ବୋଲି ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି। ଏଜିଆର୍‌ ଦେୟ ଏବଂ ଟେଲିକମ୍‌ କମ୍ପାନୀଗୁଡିକର ଅନ୍ୟ ଉତ୍ତର ରଖିବା ଲାଗି ଟେଲିକମ ବିଭାଗ ସର୍ବୋଚ୍ଚ ନ୍ୟାୟାଳୟଙ୍କଠାରୁ ସମୟ ଲୋଡିଥିବା ଜଣାପଡିଛି। ପୂର୍ବରୁ ରାଷ୍ଟ୍ରାୟତ୍ତ କମ୍ପାନୀଗୁଡିକଠାରୁ କାହିଁକି ୪ ଲକ୍ଷ କୋଟି ଟଙ୍କାର ବକେୟା ଆଦାୟ ଲାଗି ନୋଟିସ ଦିଆଯାଇଥିବା ତା’ର ଉତ୍ତର ମଧ୍ୟ ବିଭାଗ ରଖିଛି। ଏହା ମଧ୍ୟରୁ ୯୬% ବକେୟା ଡିମାଣ୍ଡ ନ ଆଦାୟ କରିବାକୁ ନିଷ୍ପତ୍ତି ନିଆଯାଇଛି ବୋଲି ସୁପ୍ରିମକୋର୍ଟଙ୍କୁ ବିଭାଗ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଣିିଜ୍ୟିକ ଋଣ କ୍ଷେତ୍ରରେ ମନ୍ଥରତା

ମୁମ୍ବାଇ,୧୮-୧୦: ଜୁନ୍‌ ତ୍ରୈମାସ ଶେଷ ସୁଦ୍ଧା ବାଣିଜି୍ୟକ ଋଣ ଚାହିଦା ୨.୬%କୁ ହ୍ରାସ ଘଟି ୬୩.୮୦ ଲକ୍ଷ କୋଟି ଟଙ୍କା ରହିଛି। ଅଣୁ, କ୍ଷୁଦ୍ର, ମଧ୍ୟମ...

ସୁପ୍ରିମକୋର୍ଟରେ ସେବିର ଅପିଲ; ୬୨ ହଜାର କୋଟି ଜମା ଲାଗି ସାହାରାକୁ ନିର୍ଦ୍ଦେଶ ଦିଆଯାଉ

ମୁମ୍ବାଇ: ଭାରତୀୟ ପ୍ରତିଭୂତି ଏବଂ ବିନିମୟ ବୋର୍ଡ(ସେବି) ଏବଂ ସାହାରା ମାମଲାରେ ଆଉ ଏକ ନୂଆ ମୋଡ ଦେଖିବାକୁ ମିଳିଛି। ନିକଟରେ ସେବି ସାହାରା ବିରୋଧରେ...

ତେଲ ଦର ବୃଦ୍ଧିକୁ ନେଇ ଗ୍ରାହକ ଅସନ୍ତୁଷ୍ଟ

ନୂଆଦିଲ୍ଲୀ,୧୯।୬:ଦେଶରେ କରୋନା ସଂକ୍ରମଣର ମହାମାରୀ ସମୟରେ କ୍ରମାଗତ ତେଲ ଦର ବୃଦ୍ଧିକୁ ନେଇ ଗ୍ରାହକଙ୍କ ମଧ୍ୟରେ ଅସନ୍ତୁଷ୍ଟ ଦେଖାଦେଇଛି। ଗୋଟିଏ ପଟେ ଲୋକଙ୍କର ଆର୍ଥିକ ଅବସ୍ଥା...

ଦେବାଳିଆ ଆଇନରେ ସଂଶୋଧନ ଲାଗି ଅଧ୍ୟାଦେଶକୁ ମଞ୍ଜୁରୀ

ନୂଆଦିଲ୍ଲୀ,୨୫-୧୨: ଇନ୍‌ସଲଭେନ୍ସି ଆଣ୍ଡ ବ୍ୟାଙ୍କରପ୍ସି କୋଡ୍‌(ଆଇବିସି) ବା ଦେବାଳିଆ ଆଇନରେ ସଂଶୋଧନ ଆଣିବା ଲାଗି କେନ୍ଦ୍ର କ୍ୟାବିନେଟ ପକ୍ଷରୁ ମଙ୍ଗଳବାର ଅଧ୍ୟାଦେଶକୁ ମଞ୍ଜୁରୀ ଦିଆଯାଇଛି। ଇଜ୍‌...

ଟିକସ ବୃଦ୍ଧି ପ୍ରସଙ୍ଗରେ ୩ ଅଧିକାରୀଙ୍କୁ ଚାର୍ଜଶିଟ୍‌

ନୂଆଦିଲ୍ଲୀ,୨୯।୪: ଅତି ଧନୀଙ୍କ ଉପରେ ଟିକସ ବୃଦ୍ଧି କରିବା ନେଇ ସରକାରଙ୍କୁ ଭାରତୀୟ ରାଜସ୍ବ ସେବା(ଆଇଆର୍‌ଏସ୍‌)ର ୫୦ ଜଣ ଅଧିକାରୀ କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ(ସିବିଡିଟି)କୁ...

ଡାକ ବିଭାଗର ବିଶେଷ ରଦ୍ଦକରଣ କାର୍ଯ୍ୟକ୍ରମ

ଭୁବନେଶ୍ୱର: ଚଳିତ ମାସ ୨୧ରେ ବିଶ୍ୱ ଯୋଗ ଦିବସର ମହତ୍ତ୍ୱ ପ୍ରତିପାଦନ ନିମିତ୍ତ ଭାରତୀୟ ଡାକ ବିଭାଗ ପକ୍ଷରୁ ଏକ ବିଶେଷ ରଦ୍ଦକରଣ (ସ୍ପେଶାଲ କ୍ୟାନସେଲେଶନ)...

ନେକ୍ସସ୍‌ ମଲ୍‌ସର ନୂତନ ଅଭିଯାନ

ନୂଆଦିଲ୍ଲୀ,୨୮ା୧୨: ଦେଶର ପ୍ରମୁଖ ବାଣିଜି୍ୟକ ବ୍ରାଣ୍ଡ ‘ନେକ୍ସସ୍‌ ମଲ୍‌ସ’ ପକ୍ଷରୁ ନିକଟରେ ଏକ ନୂତନ ଅଭିଯାନ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଉକ୍ତ ଅଭିଯାନ ପରିପ୍ରେକ୍ଷୀରେ...

୧.୦୪ ଲକ୍ଷ କୋଟିର ନିବେଶ ହାତେଇଲା ଜିଓ

ନୂଆଦିଲ୍ଲୀ,୧୫।୬: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଏହାର ଡିଜିଟାଲ ୟୁନିଟ ଜିଓ ପ୍ଲାଟଫର୍ମ ଲାଗି ମାତ୍ର ୮ ସପ୍ତାହରେ ୧.୦୪ ଲକ୍ଷ କୋଟି ଟଙ୍କାର ନିବେଶ ହାତେଇଛି। ଶନିବାର...

Advertisement
Archives

Model This Week