କଳିଙ୍ଗନଗର,୧୪|୮(ଡି.ଏନ୍.ଏ.)- ଦାନଗଦୀସ୍ଥିତ ୟୁକୋ ବ୍ୟାଙ୍କ ଏଟିଏମ୍କୁ ସୋମବାର ବିଳମ୍ବିତ ରାତିରେ ଦୁବୃର୍ତ୍ତମାନେ ଭାଙ୍ଗି ଟଙ୍କା ଲୁଟ୍ ଉଦ୍ୟମ କରି ବିଫଳ ହୋଇଥିବା ଜଣାପଡିଛି। ଏ ନେଇ ମଙ୍ଗଳବାର ଦାନଗଦୀ ଫାଣ୍ଡିରେ ଅଭିଯୋଗ ହୋଇଛି। ପ୍ରକାଶ ଯେ, ସକାଳେ ବ୍ୟାଙ୍କ ମ୍ୟାନେଜର ସାବିତ୍ରୀ ଚକ୍ର ଓ ଅନ୍ୟ କର୍ମଚାରୀ ଶାଖା କାର୍ଯ୍ୟାଳୟ ଠାରେ ପହଞ୍ଚତ୍ ଏଟିଏମ୍ଟି ଭଙ୍ଗା ଯାଇଥିବାର ଦେଖିଥିଲେ। ଘଟଣା ବାବଦରେ ଉଚ୍ଚ ଅଧିକାରୀଙ୍କୁ ଅବଗତ କରିଥିଳେ। ପରେ ଦାନଗଦୀ ଫାଣ୍ଡିରେ ଅଭିଯୋଗ କରିଥିଲେ। ଆଭିଯୋଗ ପାଇବାପରେ ପୋଲିସ ସିସିଟିଭି ଫୁଟେଜ୍କୁ ଯାଞ୍ଚ କରି ତଦନ୍ତ ଚଳାଇଛି।
Posted inଆମ ଜିଲା ଖବର, ଯାଜପୁର View All

ତଟାଞ୍ଚଳରେ ୭ ନଦୀକୁ ସଂଯୋଗ ଚିନ୍ତା
କେନ୍ଦ୍ରାପଡ଼ା ଅଫିସ, ୨୯।୧: କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ଅଞ୍ଚଳର ଗୋବିନ୍ଦପୁର, ଡିମିରିପାଳ, ପେତପଡା, ସଂସିଧା, ଏରଡଙ୍ଗ, ଦେସାହି, ପାଳମୀ, କେତୁଆପାଳ ଆଦି ୧୦ ପଞ୍ଚାୟତକୁ...

୯୦ ବାଉଁଶ କାରିଗର ପରିବାର ପ୍ରଭାବିତ
ସମ୍ବଲପୁର,୧୭ା୪(ବ୍ୟୁରୋ): ମହାମାରୀ କରୋନା ଯୋଗୁ ସରକାରଙ୍କ କଟକଣା ଓ ଲକ୍ ଡାଉନ୍ ଘୋଷଣା ଅନେକ ଲୋକଙ୍କ ହାତରୁ ରୋଜଗାର ଛଡାଇ ନେଇଛି । ଏଥିରେ ଅଧିକ...

ଗଁ। ଲୋକେ ପ୍ରତିବର୍ଷ ବାନ୍ଧୁଛନ୍ତି ବନ୍ଧ
ଚାନ୍ଦବାଲି,୨୩।୧୧(ଡି.ଏନ.ଏ.)- ପ୍ରଶାସନ ପକ୍ଷରୁ ହୋଇପାରୁନି ସ୍ଥାୟୀ ପ୍ରତିକାର। ନିଜ ଜମିକୁ ଜୁଆର ପ୍ରଭାବରୁ ରକ୍ଷା କରିବା ପାଇଁ ଚାଷୀମାନେ ପ୍ରତିବର୍ଷ ମାଟିବନ୍ଧ ତିଆରି କରୁଛନ୍ତି। ବର୍ଷାଦିନେ...

୩୬ ନଂ. ଓ୍ବାର୍ଡରେ ୨୨ୟୁନିଟ୍ ରକ୍ତ ସଂଗ୍ରହ
କଟକ ଅଫିସ,୨୨।୪: କଟକ-ଚୌଦ୍ୱାର ନିର୍ବାଚନ ମଣ୍ଡଳୀର ୱାର୍ଡ଼ ନଂ. ୩୬ରେ ଜୀବନ ବିନ୍ଦୁ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ୨୨ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି।...

୭୨ ଘଣ୍ଟା ପାଇଁ ବନ୍ଦ ହେଲା ରାଉରକେଲା ଇପିଏଫ କାର୍ଯ୍ୟାଳୟ
ରାଉରକେଲା,୨୫।୪: ରାଉରକେଲା ପାନପୋଷ ରୋଡରେ ଥିବା ଇପିଏଫ ଉପ ଆଞ୍ଚଳିକ କାର୍ଯ୍ୟାଳୟ (ଭବିଷ୍ୟନିଧି ଭବନ)ରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଉରକେଲା ମ୍ୟୁନିସିପାଲ କର୍ପୋରେଶନ...

ଗୋଡ଼ଭଗାରେ ଏଟିଏମ୍ ଲୁଟ୍ ଉଦ୍ୟମ ବିଫଳ
ଅତାବିରା,୩।୮(ଡି.ଏନ୍.ଏ.): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଏଟିଏମ୍ରୁ ଶୁକ୍ରବାର ବିଳମ୍ବିତ ରାତିରେ ଲୁଟ୍ ଉଦ୍ୟମ ବିଫଳ ହୋଇଛି। ଦୁର୍ବୃତ୍ତମାନେ ଏଟିଏମ୍ ଭାଙ୍ଗିବାରେ ସଫଳ...

ହାଇକୋର୍ଟ ଗଲେ ସୁମିତ୍ଙ୍କ ବାପା
ବ୍ରହ୍ମପୁର ଅଫିସ,୧୦।୧: ବ୍ରହ୍ମପୁର ବ୍ରହ୍ମାନଗରର ବହୁଚର୍ଚ୍ଚିତ ତପସ୍ବିନୀ ଦାଶ ଓ ସୁମିତ ସାହୁଙ୍କ ପାରିବାରିକ ବିବାଦ ମାମଲା ଦିନକୁ ଦିନ ନୂଆ ମୋଡ ନେଉଛି। ସୁମିତଙ୍କ...

ବାଇକ-ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା: ଚାଲିଗଲା ୨ ଜୀବନ
କୋରାପୁଟ,୧୬।୨(ସ୍ବ.ପ୍ର.): କୋରାପୁଟ-ଜୟପୁର ୨୬ ନମ୍ବର ଜାତୀୟ ରାଜପଥର କଫି ବୋର୍ଡ ନିକଟରେ ବାଇକ-ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ଦୁଇ ବାଇକ ଆରୋହୀଙ୍କ ମୃତ୍ୟୁ...