ଏଟିଏମକୁ୍‌ ଭାଙ୍ଗି ଟଙ୍କା ଲୁଟ୍‌ ଉଦ୍ୟମ ବିଫଳ

କଳିଙ୍ଗନଗର,୧୪|୮(ଡି.ଏନ୍‌.ଏ.)- ଦାନଗଦୀସ୍ଥିତ ୟୁକୋ ବ୍ୟାଙ୍କ ଏଟିଏମ୍‌କୁ ସୋମବାର ବିଳମ୍ବିତ ରାତିରେ ଦୁବୃର୍ତ୍ତମାନେ ଭାଙ୍ଗି ଟଙ୍କା ଲୁଟ୍‌ ଉଦ୍ୟମ କରି ବିଫଳ ହୋଇଥିବା ଜଣାପଡିଛି। ଏ ନେଇ ମଙ୍ଗଳବାର ଦାନଗଦୀ ଫାଣ୍ଡିରେ ଅଭିଯୋଗ ହୋଇଛି। ପ୍ରକାଶ ଯେ, ସକାଳେ ବ୍ୟାଙ୍କ ମ୍ୟାନେଜର ସାବିତ୍ରୀ ଚକ୍ର ଓ ଅନ୍ୟ କର୍ମଚାରୀ ଶାଖା କାର୍ଯ୍ୟାଳୟ ଠାରେ ପହଞ୍ଚତ୍ ଏଟିଏମ୍‌ଟି ଭଙ୍ଗା ଯାଇଥିବାର ଦେଖିଥିଲେ। ଘଟଣା ବାବଦରେ ଉଚ୍ଚ ଅଧିକାରୀଙ୍କୁ ଅବଗତ କରିଥିଳେ। ପରେ ଦାନଗଦୀ ଫାଣ୍ଡିରେ ଅଭିଯୋଗ କରିଥିଲେ। ଆଭିଯୋଗ ପାଇବାପରେ ପୋଲିସ ସିସିଟିଭି ଫୁଟେଜ୍‌କୁ ଯାଞ୍ଚ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ହିଙ୍ଗୁଳାଙ୍କ ବାର୍ଷିକ ପୂଜାରେ ଶ୍ରଦ୍ଧାଳୁଙ୍କ ଭିଡ଼

ବଡ଼ସାହି,୧୨ା୨(ସ୍ବ.ପ୍ର)- ଉତ୍ତର ଓଡ଼ିଶାର ପ୍ରସିଦ୍ଧ ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ସୁହାଗପୁରା-ଚାନ୍ଦଡିହା ରାସ୍ତା ମଧ୍ୟଭାଗ ଶାଳ ଜଙ୍ଗଲ ପରିସରରେ ମା’ ହିଙ୍ଗୁଳାଙ୍କ ବାର୍ଷିକ ପୂଜା ଶନିବାର...

ମାଲକାନଗିରିରେ ମାଓବାଦୀଙ୍କ ଲଙ୍କାକାଣ୍ଡ

ମାଲକାନଗିରି,୧୮।୫(ଡି.ଏନ୍‌.ଏ): ମାଲକାନଗିରିରେ ମାଓବାଦୀଙ୍କ ବର୍ବରତା ଦେଖିବାକୁ ମିଳିଛି। ଶୁକ୍ରବାର ବିଳମ୍ବିତ ରାତିରେ ମାଥିଲି ଥାନା ଅନ୍ତର୍ଗତ ଟେମୁରପାଲି ପଞ୍ଚାୟତ କାର୍ଯ୍ୟାଳୟରେ ପ୍ରାୟ ୩୦ରୁ ୪୦ ମାଓବାଦୀ...

ବକେୟା ଦରମା ଦାବିରେ ଓଏସ୍‌ଆରଟିସି କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଭଞ୍ଜନଗର,୧୨।୫(ଡି.ଏନ୍‌.ଏ.): ୭ ମାସର ବକେୟା ଦରମା ପ୍ରଦାନ ଦାବିରେ ଭଞ୍ଜନଗର ଓଏସ୍‌ଆରଟିସିର ଠିକା କର୍ମଚାରୀମାନେ ରବିବାରଠାରୁ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ଦାବି ପୂରଣ ନ...

୩ ଦଫା ଦାବି ନେଇ ଜିଲା ଶ୍ରମଆୟୁକ୍ତଙ୍କ କାର୍ଯ୍ୟାଳୟ ଘେରାଉ

ରାୟଗଡ଼ା ଅଫିସ,୪।୩: ଭାରତୀୟ ମଜଦୁର ସଂଘ ପକ୍ଷରୁ ଶ୍ରମଆୟୁକ୍ତଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବୁଧବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଭାରତୀୟ ମଜଦୁର ସଂଘର ରାଜ୍ୟ ନିଷ୍ପତ୍ତି କ୍ରମେ...

ତ୍ରୁଟିପୂର୍ଣ୍ଣ ନୀତି ଯୋଗୁଁ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ

ବଲାଙ୍ଗୀର ଅଫିସ, ୩ା୨: ବଲାଙ୍ଗୀର ଗାନ୍ଧୀଭବନଠାରେ ବୌଦ୍ଧିକ ଅନୁଷ୍ଠାନ ରଚନା ପକ୍ଷରୁ ଶିକ୍ଷା ଅଧିକାର: ଲକ୍ଷ୍ୟ, ବାସ୍ତବତା ଓ ସମ୍ଭାବନା ଶୀର୍ଷକ ଏକ ଆଲୋଚନାଚକ୍ର ରବିବାର...

ଚୋରା ବାଲି ଡିପୋରେ ଚଢାଉ, ୫୬ହଜାର ଜରିମାନା ଆଦାୟ

ଯୋଡା, ୧୬ା୫(ଡି.ଏନ.ଏ.)-କେନ୍ଦୁଝର ଜିଲା ବଡବିଲ ତହସିଲ ଅନ୍ତର୍ଗତ ବନ୍ଧୁଆବେଡା ତଥା ଆଖପାଖ ଗ୍ରାମରେ କରାଯାଇଥିବା ବେଆଇନ ବାଲି ଡିପୋ ଉପରେ ଶୁକ୍ରବାର ରାଜସ୍ବ ବିଭାଗ ପକ୍ଷରୁ...

ଅନ୍ୟ ଜାତିରେ ବିବାହରୁ ସାମାଜିକ ବାସନ୍ଦ ଘଟଣା: ମେଡିକାଲରେ ବାପାଙ୍କୁ ଜଗିଛି ଝିଅ

କେନ୍ଦୁଝର, ୨୦ା୫(ସ୍ବ.ପ୍ର.)- ଅନ୍ୟ ଜାତିରେ ବିବାହ କରିଥିବାରୁ ବାଇଧର ନାୟକ ନାମକ ଜଣେ ବ୍ୟକ୍ତିଙ୍କୁ ସାମଜିକ ବାସନ୍ଦ କରାଯାଇଥିଲା। ଏନେଇ ବାପ, ଝିଅ ଗଛ ତଳେ...

ଇରିଙ୍ଗାଝରଣରେ ବେଲଟିକିରିର ପୁନରାବୃତ୍ତି: ମିଥ୍ୟା ତଥ୍ୟ ଦେଇଥିଲା ଶିଶୁ ସୁରକ୍ଷା ବିଭାଗ

ଢେଙ୍କାନାଳ ଅଫିସ, ୧୨ା୭- ବେଲଟିକିରି ସେଲ୍‌ଟର ହୋମ୍‌ ଅନ୍ତେବାସୀ ନିର୍ଯାତନା ଘଟଣାରୁ କିଛି ଶିଖିଲାନି ଢେଙ୍କାନାଳ ଜିଲା ଶିଶୁ ସୁରକ୍ଷା ବିଭାଗ। ଶିଶୁ ନିର୍ଯାତନା ଭଳି...

Coronavirus Update


Archives

Model This Week

Why Dharitri