ଏଟିଏମ୍‌ ତାଡ଼ି ଟଙ୍କା ଲୁଟ୍‌

ଛେଣ୍ଡିପଦା,୧ା୯(ଡି.ଏନ.ଏ.)- ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଅନ୍ତର୍ଗତ କୋଶଳା ଲକ୍ଷ୍ମୀ ବଜାରଠାରେ ଥିବା ଆକ୍ସିସ ବ୍ୟାଙ୍କ ଏଟିଏମ ତାଡ଼ି ଶନିବାର ରାତିରେ ଦୁର୍ବୃତ୍ତମାନେ ଟଙ୍କା ଲୁଟ୍‌ କରିଛନ୍ତି। କେତେ ପରିମାଣର ଟଙ୍କା ଲୁଟ୍‌ ହୋଇଛି ତାହା ତଦନ୍ତ ପରେ ଜଣାପଡିବ ବୋଲି ପୋଲିସ କହିଛି। ଏ ସମ୍ପର୍କରେ ରବିବାର ସକାଳେ ଭଡା ଘର ମାଲିକ ବ୍ୟାଙ୍କ କର୍ତ୍ତୃପକ୍ଷ ଏବଂ ଛେଣ୍ଡିପଦା ଥାନା ପୋଲିସକୁ ସୂଚନା ଦେଇଥିଲେ। ଖବରପାଇ ଛେଣ୍ଡିପଦା ପୋଲିସ ଏବଂ ବ୍ୟାଙ୍କ କର୍ତ୍ତୃପକ୍ଷ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କମୁଛି ପରିବାର କଲ୍ୟାଣ ଅସ୍ତ୍ରୋପଚାର ସଂଖ୍ୟା: ଲକ୍ଷ୍ୟ ଥିଲା ୮ଶହ, ହୋଇଛନ୍ତି ୬୧

ବଅଁରପାଳ,୧୯।୬ (ଡି.ଏନ୍‌.ଏ.) – ପରିବାର କଲ୍ୟାଣ ଅସ୍ତ୍ରୋପଚାର ହେଲେ ମିଳିବ ଅନେକ ସୁବିଧା ସୁଯୋଗ। ପ୍ରୋତ୍ସାହନ ରାଶି ଆକାରରେ ନଗଦ ଅର୍ଥ ଦିଆଯିବ ସରକାରଙ୍କ ପକ୍ଷରୁ।...

କାମରେ ଆସୁନି ଟ୍ରାଫିକ୍‌ ସିଗ୍‌ନାଲ

ବଅଁରପାଳ, ୧୪ା୧୨(ଡି.ଏନ.ଏ.) – ଅନୁଗୋଳରେ ଦିନକୁ ଦିନ ଟ୍ରାଫିକ୍‌ ସମସ୍ୟା ବୃଦ୍ଧି ଓ ଏଥିଜନିତ ଦୁର୍ଘଟଣା ହାର ବଢୁଥିଲେ ହେଁ ଏହାର ନିୟନ୍ତ୍ରଣ ପାଇଁ ପଦକ୍ଷେପ...

ହାତୀ ସହ ମୁହାଁମୁହିଁ ଏଡ଼ାଇବ ମୋବାଇଲ ଆପ୍‌

ଅନୁଗୋଳ ଅଫିସ, ୧୨।୬ – ଜଙ୍ଗଲ ମଧ୍ୟରେ କ’ଣ ଘଟୁଛି, କେଉଁ ହିଂସ୍ରଜନ୍ତୁ ଜନବସତିର କେତେ ନିକଟରେ ଅଛନ୍ତି, କେଉଁଠି କାହା ପାଇଁ କିଛି ବିପଦ...

କୁକୁଡ଼ା ନେବାକୁ ଗଁ।ରେ ଡେଙ୍ଗୁରା

ଅନୁଗୋଳ ସହର,୧୭ା୩ କରୋନା ଭାଇରସ ଆତଙ୍କ ବ୍ରଏଲର କୁକୁଡ଼ା ଚାଷୀ ଓ କମ୍ପାନୀକୁ ତଳିତଳାନ୍ତ କରିଦେଲାଣି। କୁକୁଡ଼ା ମାଂସ କି ଅଣ୍ଡା ସହିତ କରୋନାର କୌଣସି...

ଅନୁଗୋଳରେ ଲାଇଫ ଲାଇନ ଏକ୍ସପ୍ରେସ

ଅନୁଗୋଳ ଅଫିସ, ୧୪।୧୧: ଅନୁଗୋଳ ରେଳ ଷ୍ଟେଶନରେ ପ୍ରଥମ ଥର ପାଇଁ ହସ୍ପିିଟାଲ ଇନ୍‌ ଟ୍ରେନ ଲାଗିଛି। ଏହା ୧୫ ଦିନ ପର୍ଯ୍ୟନ୍ତ ଷ୍ଟେଶନ୍‌ରେ ରହି ରୋଗୀଙ୍କୁ...

ଆଜିଠାରୁ ୪୬ତମ ରାଜ୍ୟସ୍ତରୀୟ ବିଜ୍ଞାନମେଳା: ଯୋଗଦେବେ ୧୮୦ କୁନି ବୈଜ୍ଞାନିକ

ଅନୁଗୋଳ ଅଫିସ, ୨୧।୧୨- ଅନୁଗୋଳ ହାଇସ୍କୁଲରେ ଶନିବାର ଠାରୁ ଆରମ୍ଭ ହେବ ରାଜ୍ୟସ୍ତରୀୟ ୪୬ ତମ ବିଜ୍ଞାନମେଳା। ୩ ଦିନ ଧରି ହେବାକୁ ଥିବା ଏହି...

କ୍ୱାରାଣ୍ଟାଇନ କଡ଼ାକଡ଼ି କରିବାକୁ ଦାବି

ତାଳଚେର,୯ା୫(ନି.ପ୍ର.) – ଓଡ଼ିଶା ବାହାରୁ ଅନୁଗୋଳ ଜିଲାକୁ ଆସୁଥିବା ଶ୍ରମିକ, ଛାତ୍ରୀଛାତ୍ର ତଥା ବ୍ୟକ୍ତି ବିଶେଷଙ୍କ ସମ୍ପର୍କରେ ଠିକ୍‌ ଭାବେ ସର୍ଭେ କରାଯାଇ ସେମାନଙ୍କୁ ମାସେ...

ବସିଲା କୁଲାଡ଼ ହାଟ: ଗହଳି ନ କରି ଶାନ୍ତିଶୃଙ୍ଖଳାରେ ପରିବା କିଣିଲେ ଲୋକେ

ବଅଁରପାଳ,୨୯।୩(ଡି.ଏନ୍‌.ଏ.): ଅନୁଗୋଳ ଜିଲାର ବଅଁରପାଳ ବ୍ଲକ କୁଲାଡ ଏଫ୍‌ସିଆଇ ଛକଠାରେ ରବିବାର କୁଲାଡ଼ ହାଟ ବସିଛି। ଲକ୍‌ଡାଉନ୍‌ ଲାଗି ଅନୁଗୋଳ ହାଟ ବନ୍ଦ ହୋଇଥିବା ବେଳେ...

Advertisement
Archives

Model This Week