ଏଟିଏମ୍‌ ଲାଗି କାନାରା ବ୍ୟାଙ୍କର ଅଭିନବ ଓଟିପି ସୁରକ୍ଷା

ଭୁବନେଶ୍ୱର, ୨୯-୮: ଏଟିଏମ୍‌ ବ୍ୟବହାରକୁ ସୁରକ୍ଷିତ କରିବା ଲାଗି କାନାରା ବ୍ୟାଙ୍କ ପକ୍ଷରୁ ଅଭିନବ ଓ୍ବାନ ଟାଇମ ପାସଓ୍ବାର୍ଡ(ଓଟିପି) ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏଣିକି ଏଟିଏମରୁ ଟଙ୍କା ଉଠାଇବାକୁ ଯିବା ବେଳେ ମୋବାଇଲ ସାଥିରେ ନେଇ ଯିବାକୁ ପଡିବ। କାରଣ ଗ୍ରାହକ ଟଙ୍କା ଉଠାଣ ଲାଗି ମୋବାଇଲକୁ ଓଟିପି ଆସିବ। ଏଟିଏମରୁ ୧୦ ହଜାର ଟଙ୍କା କିମ୍ବା ତଦୁର୍ଦ୍ଧ୍ୱ ଉଠାଣ କରୁଥିଲେ ପଞ୍ଜୀକୃତ ମୋବାଇଲ ନମ୍ବରରେ ଗ୍ରାହକ ଓଟିପି ଲାଭ କରିପାରିବେ। ଓଟିପିକୁ ଏଟିଏମ୍‌ରେ ଏଣ୍ଟ୍ରି କରିବା ପରେ ଟଙ୍କା ଉଠାଇବାକୁ ଗ୍ରାହକ ସକ୍ଷମ ହୋଇ ପାରିବେ। କାନାରା ବ୍ୟାଙ୍କ ପ୍ରଥମ କରି ଏଭଳି ବ୍ୟବସ୍ଥା ଗ୍ରହଣ କରିଥିବା ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟର ମହାପ୍ରବନ୍ଧକ ଶ୍ରୀକାନ୍ତ ମହାପାତ୍ର ସୂଚନା ଦେଇଛନ୍ତି। ଏହା ଦ୍ୱାରା ଏଟିଏମ୍‌ କାରବାର ବେଳେ ହେଉଥିବା ଠକାମୀକୁ ରୋକାଯାଇ ପାରିବ ବୋଲି ସେ କହିଛନ୍ତି। ଓଡିଶା ସମେତ ଅନ୍ୟ ରାଜ୍ୟରେ କାନାରା ବ୍ୟାଙ୍କର ଏଟିଏମ୍‌ରେ ଏହି ସୁବିଧା ଉପଲବ୍ଧ।


Enter your email to get our daily news in your inbox.

All Right Reserved By Dharitri.Com

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…

ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri