ଏଟିଏମ୍‌, ଶାଖାରେ ଟଙ୍କାର ଅଭାବ ରଖନାହିଁ

ଭୁବନେଶ୍ୱର, ୨୧ା୩(ବ୍ୟୁରୋ): କରୋନା କଟକଣା ପରିପ୍ରେକ୍ଷୀରେ ରାଜ୍ୟର ସମସ୍ତ ବ୍ୟାଙ୍କକୁ ଶୁକ୍ରବାର ଅର୍ଥ ବିଭାଗ ପକ୍ଷରୁ କେତେକ ପରାମର୍ଶ ଦିଆଯାଇଛି। ବର୍ତ୍ତମାନ ସ୍ଥିତିରେ ବ୍ୟାଙ୍କଗୁଡିକ ପର୍ଯ୍ୟାପ୍ତ ପରିମାଣର ଟଙ୍କା ବ୍ୟାଙ୍କ ଶାଖା ସମେତ ଏଟିଏମ୍‌ଗୁଡ଼ିକରେ ମହଜୁଦ ରଖିବାକୁ କୁହାଯାଇଛି। ବ୍ୟାଙ୍କ ଶାଖା ଓ ଏଟିଏମ୍‌ଗୁଡ଼ିକରେ ଭବିଷ୍ୟତରେ ଯେପରି ନଗଦ ଟଙ୍କାର ଅଭାବ ପରିଲକ୍ଷିତ ନ ହୁଏ ତାହାକୁ ସୁନିଶ୍ଚିତ କରିବାକୁ ଅର୍ଥ ବିଭାଗ ପକ୍ଷରୁ ସମସ୍ତ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪୪ ଦିନ ଧାରଣାରେ ପୂର୍ଣ୍ଣଚ୍ଛେଦ: ସୁମିତଙ୍କ ଘରେ ରହିବେ ତପସ୍ବିନୀ

ବ୍ରହ୍ମପୁର ଅଫିସ,୪।୧: ଶେଷରେ ୪୪ ଦିନ ଧାରଣାରେ ପଡ଼ିଲା ପୂର୍ଣ୍ଣଚ୍ଛେଦ। ବହୁଚର୍ଚ୍ଚିତ ତପସ୍ବିନୀ ଦାଶ-ସୁମିତ ସାହୁ ବୈବାହିକ ଜୀବନରେ ବିବାଦ ମାମଲାରେ ଛତ୍ରପୁର ଜିଲା କୋର୍ଟ...

୬ ମାସରେ ୪ଟି ସେମିଷ୍ଟର ଅଫ୍‌ଲାଇନ ପରୀକ୍ଷା ନେଇ ଆଇନ୍‌ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ

ଭୁବନେଶ୍ୱର,୨୩।୮(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ ମୁଖ୍ୟ ଫାଟକ ସାମ୍ନାରେ ସୋମବାର ଆଇନ ଛାତ୍ରୀଛାତ୍ର ବିକ୍ଷୋଭ କରିଛନ୍ତି। ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ଆସୁଥିବା ୟୁନିଭରସିଟି ଲ କଲେଜ, କ୍ୟାପିଟାଲ...

ତୃପ୍ତି ହୋଟେଲ ମାଲିକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିବା ଘଟଣା: ପ୍ରତିଶ୍ରୁତି ପରେ ହଟିଲା ରାସ୍ତା ଅବରୋଧ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ରସୁଲଗୁଡ଼ସ୍ଥିତ ତୃପ୍ତି ହୋଟେଲ ମାଲିକ ବୁଲୁ ସାମନ୍ତରାୟଙ୍କୁ ମଙ୍ଗଳବାର ରାତିରେ ଆକ୍ରମଣ କରି ସୁନାଚେନ୍‌, ବ୍ରେସଲେଟ୍‌ ଓ ଟଙ୍କା ଲୁଟି ନେଇଥିଲେ ଦୁର୍ବୃତ୍ତ। ଏହାର...

ଆସନ୍ତା ୩୧ରୁ ଜୟପୁରକୁ ଉଡ଼ିବ ବିମାନ

ଜୟପୁର,୨୯।୧୦(ସ୍ବ.ପ୍ର): ଆସନ୍ତା ୩୧ ତାରିଖରୁ କୋରାପୁଟ ଜିଲା ଜୟପୁରକୁ ଉଡ଼ିବ ବିମାନ। ଏ ନେଇ ଇଣ୍ଡିଆ ୱାନ୍‌ ଏୟାର ବିମାନ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା...

ମହଙ୍ଗା ପଡ଼ିଲା ଏସ୍‌ଟିଏଫ୍‌ ନୋଟିସ୍‌ : ମେରିଟୋରିୟସ ପଦକ ହରାଇଲେ ଆଇଆଇସି

ଖୋର୍ଦ୍ଧା ଅଫିସ,୧୫।୮: ସ୍ବାଧୀନତା ଦିବସ ଅବସରରେ ଭୁବନେଶ୍ୱର ସୂଚନା ଭବନଠାରେ ଏକ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୩୯ଜଣ ପୋଲିସ ଅଧିକାରୀ ଓ...

ରାଜ୍ୟରେ ୨୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୯।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ଘଣ୍ଟାରେ ୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୮ ବର୍ଷରୁ କମ୍‌ ବୟସର ପିଲା ୨ ଜଣ ଆକ୍ରାନ୍ତ...

ଶିଶୁପାଳଗଡ଼ ମହୋତ୍ସବର ତୃତୀୟ ସନ୍ଧ୍ୟା: ଋତୁରାଜଙ୍କ ସୁଫି ସଙ୍ଗୀତରେ ଝୁମିଲେ ଶ୍ରୋତା, ଆଜି ସରିବ

ଭୁବନେଶ୍ୱର(ବ୍ୟୁରୋ)/ ପୁରୁଣା ଭୁବନେଶ୍ୱର(ଡି.ଏନ୍‌.ଏ.), ୧୯।୧ – କଳିଙ୍ଗ ସଂସ୍କୃତି ଓ ଐତିହ୍ୟ ସୁରକ୍ଷା ମଞ୍ଚ (କାପୋକ) ପକ୍ଷରୁ ଆୟୋଜିତ ଶିଶୁପାଳଗଡ଼ ମହୋତ୍ସବର ଶନିବାର ଥିଲା ତୃତୀୟ...

ଡିବିରି ନିଆଁରୁ ଅଗ୍ନିକାଣ୍ଡ, ବାପପୁଅ ଗୁରୁତର

ତୁମୁଡ଼ିବନ୍ଧ,୨୬ା୬(ଡି.ଏନ୍‌.ଏ)-ତୁମୁଡ଼ିବନ୍ଧ ବ୍ଲକ ବେଲଘର ବଜାରସାହିରେ ସୋମବାର ରାତିରେ ଡିବିରିରୁ ନିଅଁା ବ୍ୟାପି ୨ ବଖରା ଜଳି ଯାଇଥିବାବେଳେ ବାପ ପୁଅ ଗୁରୁତର ହୋଇଛନ୍ତି। ସେମାନେ ହେଲେ...

Advertisement
Archives

Model This Week