ଏଟିପି ଫାଇନାଲ୍ସ: ଥିମ୍‌ଙ୍କଠାରୁ ହାରିଲେ ଫେଡରର

ଲଣ୍ଡନ,୧୧।୧୧(ଏଏଫ୍‌ପି): ସ୍ଥାନୀୟ ଓ୨ ଏରିନାରେ ରବିବାର ଏଟିପି ଫାଇନାଲ୍ସ ଆରମ୍ଭ ହୋଇଛି। ସେସନ ଶେଷରେ ଆୟୋଜିତ ହେଉଥିବା ଏହି ହାଇପ୍ରୋଫାଇଲ ଟୁର୍ନାମେଣ୍ଟର ପ୍ରଥମ ଦିବସରେ ସୁଇଜରଲାଣ୍ଡ ଅଭିଜ୍ଞ ଖେଳାଳି ରୋଜର ଫେଡରର ଅଷ୍ଟ୍ରିଆର ଡୋମିନିକ ଥିମଙ୍କଠାରୁ ୭-୫, ୭-୫ ସେଟରେ ପରାସ୍ତ ହୋଇଛନ୍ତି। ଫଳରେ ପୂର୍ବରୁ ୬ଥର ଟାଇଟଲ ହାସଲ କରିଥିବା ଫେଡରର ଏହି ଟୁର୍ନାମେଣ୍ଟରୁ ବିଦା ହେବାର ସମ୍ଭାବନା ସୃଷ୍ଟି ହୋଇଛି। ଚଳିତ ସପ୍ତାହରେ ପରେ ଫେଡେରର ଓ ଜୋକୋଭିଚ୍‌ ମୁହଁାମୁହିଁ ହେବେ। ବର୍ତ୍ତମାନ ଅଗ୍ରଗତି କରିବାକୁ ହେଲେ ୩୮ ବର୍ଷୀୟ ଫେଡରରଙ୍କୁ ଜୋକୋଭିଚ୍‌ଙ୍କ ବିପକ୍ଷ ମ୍ୟାଚ୍‌ରେ ବିଜୟୀ ହେବ ଅପରିହାର୍ଯ୍ୟ ହୋଇପଡିଛି।
ଟୁର୍ନାମେଣ୍ଟର ଅନ୍ୟଏକ ମ୍ୟାଚ୍‌ରେ ଜୋକୋଭିଚ୍‌ ଇଟାଲୀର ମାଟେଓ ବେରେଟିନୀଙ୍କୁ ୬-୨, ୬-୧ ସେଟରେ ପରାସ୍ତ କରିଛନ୍ତି। ଏଥର ସଫଳ ହେଲେ ଜୋକୋଭିଚ୍‌ ଷଷ୍ଠଥର ପାଇଁ ଏଟିପି ଫାଇନାଲ୍ସ ଟାଇଟଲ ହାସଲ କରି ରେକର୍ଡର ସମକକ୍ଷ ହେବେ। ନିଜ ପ୍ରଦର୍ଶନରେ ଫେଡରର ନିରାଶ ଜାହିର କରିଛନ୍ତି। ଉଲ୍ଲେଖଥାଉ କି, ସେସନ ଶେଷରେ ଆୟୋଜନ ହେଉଥିବା ଏଟିପି ଫାଇନାଲ୍ସ ଟୁର୍ନାମେଣ୍ଟରେ ବର୍ଷର ଶ୍ରେଷ୍ଠ ୮ ଜଣ ଖେଳାଳି ଅଂଶଗ୍ରହଣ କରିଥାନ୍ତି। ରାଉଣ୍ଡ- ରବିନ ଫର୍ମାଟରେ ଖେଳାଯାଉଥିବା ଏହି ଟୁର୍ନାମେଣ୍ଟରେ ଶ୍ରେଷ୍ଠ ୪ ଖେଳାଳି ସିଙ୍ଗଲ୍ସ ଓ ଶ୍ରେଷ୍ଠ ୪ ଡବଲ୍ସ ଯୋଡି ନକ୍‌ଆଉଟ ପର୍ଯ୍ୟାୟ ତଥା ସେମିଫାଇନାଲରେ ପ୍ରବେଶ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗାରେ କେନ୍ଦ୍ରମନ୍ତ୍ରୀ

କେସିଙ୍ଗା,୧୨ା୬(ଡି.ଏନ୍‌.ଏ.): କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଅର୍ଜ୍ଜୁନ ମୁଣ୍ଡା ରବିବାର କେସିଙ୍ଗା ପରିଦର୍ଶନରେ ଆସିଛନ୍ତି। ମନ୍ତ୍ରୀ ଉତ୍‌କେଲା ଏରୋଡ୍ରମ ଫିଲ୍ଡ ପଡ଼ିଆରେ ଓହ୍ଲାଇ ଏକ କାର୍‌ରେ...

ବକ୍ସିଂ ବିଶ୍ୱକପ: ଫାଇନାଲରେ ସିମରନଜିତ

ନୂଆଦିଲ୍ଲୀ, ୧୯।୧୨(ପି.ଟି.)- ବିଶ୍ୱ ଚାମ୍ପିୟନଶିପ୍‌ ବ୍ରୋଞ୍ଜ ମେଡାଲିଷ୍ଟ ସିମରନଜିତ କୌର (୬୦ କେଜି) ଜର୍ମାନୀର କଲୋନରେ ଚାଲିଥିବା ବକ୍ସିଂ ବିଶ୍ୱକପର ଫାଇନାଲରେ ପ୍ରବେଶ କରିଛନ୍ତି। ସେ...

ଡେଭିସ୍‌ କପ୍‌: ପାକିସ୍ତାନକୁ ଦଳ ପଠାଇପାରେ ଆଇଟା

ନୂଆଦିଲ୍ଲୀ, ୧୫ା୧୦ (ପି.ଟି.)-ଜାତୀୟ ଟେନିସ ମହାସଂଘ ଏହାର ଖେଳାଳି ଏବଂ ସପୋର୍ଟ ଷ୍ଟାଫ୍‌ଙ୍କ ଲାଗି ପାକିସ୍ତାନ ଭିଜା ଯୋଗାଡ଼ କରିବା ପ୍ରକ୍ରିୟା ଆରମ୍ଭ କରବା ଲାଗି...

ଡିପ୍ରେସନ୍‌ରେ ଥିଲେ ରହସ୍ୟମୟୀ ସ୍ପିନର୍‌: ଗୋଟିଏ ଫୋନ୍‌ କଲ୍‌ ବଦଳାଇ ଦେଲା ଭାଗ୍ୟ

ନୂଆଦିଲ୍ଲୀ,୯।୯:୨୦୧୫ରେ କିଙ୍ଗସ ଏକାଦଶ ପଞ୍ଜାବ ପକ୍ଷରୁ ୨.୪୦ କୋଟି ଟଙ୍କାରେ କିଣାଯାଇଥିବା ବେଳେ ରହସ୍ୟ ସ୍ପିନର କେସି କାରିଆପ୍ପା କେହି ଜାଣି ନ ଥିଲେ। କାରିଆପ୍ପାଙ୍କୁ...

କରୋନା ମୁକାବିଲା ପାଇଁ ଆହ୍ବାନ: ଗଠନ ହେଲା ପଞ୍ଚାୟତସ୍ତରୀୟ, ଗ୍ରାମ୍ୟସ୍ତରୀୟ କମିଟି

ଆରଡି,୨୮ା୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଆରଡି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର କରୋନା ମୁକାବିଲା ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଛି। ସରପଞ୍ଚ ଅରବିନ୍ଦ ପାଢ଼ୀ...

ବାଇକ ସ୍କୁଟି ମୁହାଁମୁହିଁ ଧକ୍କା

ଭଞ୍ଜନଗର,୧୦।୭(ଡି.ଏନ୍‌.ଏ.): ଭଞ୍ଜନଗର ଆସିକା ମୁଖ୍ୟ ରାସ୍ତାରେ ଶୁକ୍ରବାର ରାତିରେ ବାଇକ ଓ ସ୍କୁଟି ମୁହାଁମୁହିଁ ଧକ୍କା ହୋଇଛନ୍ତି। ଏଥିରେ ୨ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକମାନେ...

ଓଡ଼ିଶାକୁ ବ୍ରୋଞ୍ଜ ପଦକ

ଭୁବନେଶ୍ୱର, ୧୯।୮ (କ୍ରୀଡ଼ା ପ୍ରତିନିଧି): ଚେନ୍ନାଇରେ ଅନୁଷ୍ଠିତ ୨୭ତମ ଜାତୀୟ ସବ୍‌ଜୁନିୟର ଟେନିସବଲ୍‌ କ୍ରିକେଟ ଟୁର୍ନାମେଣ୍ଟରେ ତୃତୀୟ ସ୍ଥାନ ଅଧିକାର କରି ଓଡ଼ିଶା ବ୍ରୋଞ୍ଜ ପଦକ...

ଗୋଡ଼ାଇ ଗୋଡ଼ାଇ ୧୫ ଜଣଙ୍କୁ କାମୁଡ଼ିଲା ପାଗଳ କୁକୁର

ପାଟଣା,୨୫।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ତୁରୁମୁଙ୍ଗା ମୁଖ୍ୟ ବଜାର ଅଞ୍ଚଳରେ ଏକ ପାଗଳ କୁକୁର ଆତଙ୍କ ସୃଷ୍ଟି କରିଛି । ଏହି କୁକୁରଟି...

Advertisement
Archives

Model This Week