Posted inଜାତୀୟ

୨୨ ଟଙ୍କାରେ ମିଳୁଛି ପିଆଜ

ନୂଆଦିଲ୍ଲୀ,୨୪।୯: ପିଆଜ କିଲୋକୁ ୮୦। ସମଗ୍ର ଦେଶରେ ପୁଣି ଥରେ ବୃଦ୍ଧି ପାଇଛି ପିଆଜ ଦର। ଦର ବୃଦ୍ଧିକୁ ନେଇ ଲୋକେ ଚିନ୍ତାରେ ପଡିଯାଇଛନ୍ତି । ଗତ ସପ୍ତାହ ତଳେ ପିଆଜ କିଲୋ ୩୫ ଟଙ୍କା ଥିବା ବେଳେ ଏବେ ୮୦ ଟଙ୍କା ଟପିଛି। ଦିଲ୍ଲୀରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ୨୨ ଟଙ୍କା କିଲୋ ହିସାବରେ ପିଆଜ ବିକ୍ରି କରାଯାଉଛି। ଏଥିପାଇଁ ସରକାରୀ ବିକ୍ରୟ କେନ୍ଦ୍ର ଆଗରେ ଲୋକଙ୍କ ଲମ୍ବା ଲାଇନ୍‌ ଦେଖିବାକୁ ମିଳିଛି। ଦେଶର ବିଭିନ୍ନ ରାଜ୍ୟକୁ ଅଧିକାଂଶ ପିଆଜ ମହାରାଷ୍ଟ୍ର, ଆନ୍ଧ୍ର ପ୍ରଦେଶ ଏବଂ କର୍ନାଟକରୁ ଯାଇଥାଏ। ସେଠାରେ ବର୍ଷା ଯୋଗୁ ଚଳିତବର୍ଷ ଫସଲ କ୍ଷତି ହୋଇଛି। ଫଳରେ ସେହି ସବୁ ରାଜ୍ୟ ଗୁଡିକରୁ ପିଆଜ ଉତ୍ପାଦନ କମିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାମାରୀ ଯୋଗୁ ସୁଧ ଛାଡ୍‌ ମାମଲା: ଆର୍ଥିକ ନୀତିରେ ହସ୍ତକ୍ଷେପ କରିବାକୁ ସୁପ୍ରିମ୍‌କୋର୍ଟଙ୍କ ମନା

ନୂଆଦିଲ୍ଲୀ,୨୩।୩: ମୋରେଟୋରିୟମ୍‌ ମାମଲାରେ ମଙ୍ଗଳବାର ସୁପ୍ରିମ୍‌କୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୁପ୍ରିମ୍‌କୋର୍ଟ କହିଛନ୍ତି ଯେ, ଋଣ ନେଇଥିବା ବ୍ୟକ୍ତି ବିଶେଷ ଅବା ସଂସ୍ଥାଙ୍କ ସୁଧକୁ...

‘ଭବିଷ୍ୟତରେ ତ୍ରିରଙ୍ଗାର ସ୍ଥାନ ନେଇପାରେ ଗୈରିକ ରଙ୍ଗ ପତାକା’

ବେଙ୍ଗାଲୁରୁ, ୩୧ା୫: କର୍ନାଟକର ପୂର୍ବତନ ମନ୍ତ୍ରୀ ତଥା ଭାଜପା ନେତା କେ.ଏସ୍‌ ଈଶ୍ୱରପ୍ପାଙ୍କ ମନ୍ତବ୍ୟ ପୁଣିଥରେ ତାଙ୍କୁ ବିବାଦ ଭିତରକୁ ଟାଣିଆଣିଛି। ଗୈରିକ ରଙ୍ଗର ପତାକା...

ଦିଲ୍ଲୀ ରଣକ୍ଷେତ୍ର: ଟେକାମାଡ଼ କଲେ ଛାତ୍ର, ପୋଲିସର ଲାଠିଚାର୍ଜ

ନୂଆଦିଲ୍ଲୀ,୧୬ା୧୨ : ଦିଲ୍ଲୀରେ ସିଏଏ ବିରୋଧୀ ଆନ୍ଦେଳାନ ରବିବାର ମଧ୍ୟରାତ୍ରିରେ ଉଗ୍ରରୂପ ଧାରଣ କରିଛି। ଜେଏମ୍‌ଆଇୟୁରୁ ଆରମ୍ଭ ହୋଇଥିବା ବିକ୍ଷୋଭଜନିତ ହିଂସା ବିଭିନ୍ନ ଅଞ୍ଚଳକୁ ବ୍ୟାପିବା...

ଟ୍ରାଫିକ୍‌ ନିୟନ୍ତ୍ରଣ କରିବେ ଘୋଡ଼ା ସବାର ପୋଲିସ

ମୁମ୍ବାଇ, ୨୦।୧: ମୁମ୍ବାଇରେ ଟ୍ରାଫିକ୍‌ ନିୟନ୍ତ୍ରଣ ପାଇଁ ସରକାର ଏକ ନିଆରା ଉଦ୍ୟମ ଆରମ୍ଭ କରିଛନ୍ତି। ୮୮ ବର୍ଷ ପରେ ପୁଣିଥରେ ଘୋଡ଼ା ସବାର ଟ୍ରାଫିକ୍‌...

ବିଶ୍ୱ ନେତାଙ୍କୁ ଏସବୁ ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୧୭।୧୧: ଜି-୨୦ ଶିଖର ସମ୍ମିଳନୀକୁ ଆସିଥିବା ବିଶ୍ୱର ବରିଷ୍ଠ ନେତାମାନଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ କଳା ଓ ସଂସ୍କୃତି ସହ ଜଡିତ ଉପହାର ଦେଇଛନ୍ତି।...

‘ କେରଳରେ ଭାଜପା ପାଇଁ ଯାଗା ନାହିଁ ’

ଥିରୁଭାନ୍ଥପୁରମ,୨।୫ : କେରଳରେ ଭାଜପା ପାଇଁ ଯାଗା ନାହିଁ। ଆମ ରାଜ୍ୟ କଦାପି ସାମ୍ପ୍ରଦାୟିକତା ଓ ଧାର୍ମିକ ବିଭେଦକୁ ଗ୍ରହଣ କରିବ ନାହିଁ। ୟୁଡିଏଫ୍‌ର କ୍ରସ...

ସ୍ବାମୀଙ୍କୁ ସ୍ତ୍ରୀଙ୍କ ଧମକ: ‘ଦାଢ଼ି ନ କାଟିଲେ ଛାଡପତ୍ର ଦେବି’

ଲକ୍ଷ୍ନୌ,୨୫।୧୧: ଉତ୍ତର ପ୍ରଦେଶର ଆଲିଗଡରେ ଏକ ରୋଚକ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତିଙ୍କ ଦାଢିକୁ ସ୍ତ୍ରୀ ଏତେ ଚିଡିଯାଇଛନ୍ତି ଯେ ସେ ତାଙ୍କୁ ଦାଢି...

ଅଟୋ ଚାଳକଙ୍କୁ ମାଡ଼ମାରି ଅଡ଼ୁଆରେ ଡ୍ୟାନ୍ସିଂ ଟ୍ରାଫିକ୍‌ ପୋଲିସ: ଭିଡିଓ ଭାଇରାଲ

ଭୋପାଳ,୨୬।୧୧: ସୋସିଆଲ ମିଡିଆରେ ଡ୍ୟାନ୍ସିଂ ଟ୍ରାଫିକ୍‌ ପୋଲିସ ଭାବେ ମଧ୍ୟପ୍ରଦେଶ ଇନ୍ଦୋରର ରଣଜିତ୍‌ ସିଂହ ବେଶ୍‌ ଜଣାଶୁଣା। ଅଲଗା ଅଲଗା ଷ୍ଟାଇଲ୍‌ ହେଉ ବା ଆମେରିକାର...

Advertisement
Archives

Model This Week